ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିରର ଚାରି ଦୁଆର, ମଙ୍ଗଳ ଆଳତୀ ପରେ ଫିଟିଲା ଦ୍ୱାର

The Sakala Picture
Published On

ପୁରୀ: ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର । ମଙ୍ଗଳ ଆଳତୀ ପରେ ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିରର ଚାରି ଦୁଆର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ନୂତନ ମନ୍ତ୍ରି ପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଖୋଲିଛି ଶ୍ରୀମନ୍ଦିରର ୪ଦ୍ୱାର। ମୁଖ୍ଯମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଦୁଇ ଉପମୁଖ୍ଯମନ୍ତ୍ରୀ କେଭି ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି […]

ପୁରୀ: ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର । ମଙ୍ଗଳ ଆଳତୀ ପରେ ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିରର ଚାରି ଦୁଆର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ନୂତନ ମନ୍ତ୍ରି ପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଖୋଲିଛି ଶ୍ରୀମନ୍ଦିରର ୪ଦ୍ୱାର। ମୁଖ୍ଯମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଦୁଇ ଉପମୁଖ୍ଯମନ୍ତ୍ରୀ କେଭି ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ମୁଖ୍ଯମନ୍ତ୍ରୀ ଭାବେ ଶପଥ ନେବାପରେ ପ୍ରଥମ କରି ମୋହନ ମାଝୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ମଙ୍ଗଳ ଆଳତି ଦର୍ଶନ କରିଛନ୍ତି । କୋଭିଡ୍ ପରଠାରୁ ଦୀର୍ଘ ଚାରି ବର୍ଷ ଧରି ଶ୍ରୀନ୍ଦିର ସଂହଦ୍ବାରକୁ ଛାଡି ଅନ୍ୟ ତିନି ଦ୍ବାର ଅଶ୍ବଦ୍ବାର, ବାଘଦ୍ବାର ଏବଂ ହସ୍ତୀଦ୍ବାରକୁ ବନ୍ଦ ରହିଥିଲା। ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ପରେ ସମସ୍ତ ଦ୍ବାରରୁ ଶ୍ରଦ୍ଧାଳୁମାନେ ପ୍ରବେଶ କରି ଶାନ୍ତି ଶୃଙ୍ଖଳାରେ ଜଗା ଦର୍ଶନ କରୁଛନ୍ତି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

13 Jun 2024 By The Sakala

ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିରର ଚାରି ଦୁଆର, ମଙ୍ଗଳ ଆଳତୀ ପରେ ଫିଟିଲା ଦ୍ୱାର

ପୁରୀ: ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର । ମଙ୍ଗଳ ଆଳତୀ ପରେ ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିରର ଚାରି ଦୁଆର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ନୂତନ ମନ୍ତ୍ରି ପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଖୋଲିଛି ଶ୍ରୀମନ୍ଦିରର ୪ଦ୍ୱାର। ମୁଖ୍ଯମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଦୁଇ ଉପମୁଖ୍ଯମନ୍ତ୍ରୀ କେଭି ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ମୁଖ୍ଯମନ୍ତ୍ରୀ ଭାବେ ଶପଥ ନେବାପରେ ପ୍ରଥମ କରି ମୋହନ ମାଝୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ମଙ୍ଗଳ ଆଳତି ଦର୍ଶନ କରିଛନ୍ତି । କୋଭିଡ୍ ପରଠାରୁ ଦୀର୍ଘ ଚାରି ବର୍ଷ ଧରି ଶ୍ରୀନ୍ଦିର ସଂହଦ୍ବାରକୁ ଛାଡି ଅନ୍ୟ ତିନି ଦ୍ବାର ଅଶ୍ବଦ୍ବାର, ବାଘଦ୍ବାର ଏବଂ ହସ୍ତୀଦ୍ବାରକୁ ବନ୍ଦ ରହିଥିଲା। ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ପରେ ସମସ୍ତ ଦ୍ବାରରୁ ଶ୍ରଦ୍ଧାଳୁମାନେ ପ୍ରବେଶ କରି ଶାନ୍ତି ଶୃଙ୍ଖଳାରେ ଜଗା ଦର୍ଶନ କରୁଛନ୍ତି ।

https://www.thesakala.in/latest-odisha-news/puri-sri-mandir-4-doors-opened-for-devotees/article-32849
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର