କେବଳ ସେବାୟତ ଟାଣିବେ ରଥ: ଦକ୍ଷିଣ ମୋଡବେଳେ ନିୟୋଜିତ ହେବେ ପୁଲିସ, ରଥ ଉପରେ କୌଣସି ସେବାୟତ ନେଇପାରିବେନି ଫଟୋ କିମ୍ବା ସେଲ୍ଫି

The Sakala Picture
Published On

ପୁରୀ: ଚଳିତବର୍ଷର ରଥଯାତ୍ରାକୁ ନେଇ ଶ୍ରୀମନ୍ଦିର ପ୍ରଶାସକ କ୍ରିଷନ କୁମାର ବିସ୍ତୃତ ସୂଚନା ଦେଛନ୍ତି । ରଥଯାତ୍ରାକୁ ନେଇ ଆଜି ବସିଥିବା ଛତିଶା ନିଯୋଗ ବୈଠକରେ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ  ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି । ଶ୍ରୀମନ୍ଦିର ପ୍ରଶାସକଙ୍କ ସୂଚନା ଅନୁଯାୟୀ, ଗତବର୍ଷ ଭଳି ଏବର୍ଷ ମଧ୍ୟ ସେବାୟତ ଟାଣିବେ ରଥ । ଦକ୍ଷିଣ ମୋଡ ପାଇଁ ନିୟୋଜିତ ହେବେ ପୁଲିସ ବାହିନୀ । ରଥଯାତ୍ରା ପୂର୍ବରୁ ପ୍ରଶାସନିକ କର୍ମଚାରୀ ଓ ସେବାୟତଙ୍କ କୋଭିଡ ଟେଷ୍ଟ କରାଯିବ […]

ପୁରୀ: ଚଳିତବର୍ଷର ରଥଯାତ୍ରାକୁ ନେଇ ଶ୍ରୀମନ୍ଦିର ପ୍ରଶାସକ କ୍ରିଷନ କୁମାର ବିସ୍ତୃତ ସୂଚନା ଦେଛନ୍ତି । ରଥଯାତ୍ରାକୁ ନେଇ ଆଜି ବସିଥିବା ଛତିଶା ନିଯୋଗ ବୈଠକରେ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ  ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ମଧ୍ୟ ପ୍ରାଚ୍ୟରେ ଫସିରହିଥିବା ଓଡ଼ିଆ ଲୋକଙ୍କୁ ସୁରକ୍ଷିତ ଫେରାଇ ଆଣିବାକୁ ସରକାରଙ୍କୁ ଅନୁରୋଧ କଲେ ନବୀନ

ଶ୍ରୀମନ୍ଦିର ପ୍ରଶାସକଙ୍କ ସୂଚନା ଅନୁଯାୟୀ, ଗତବର୍ଷ ଭଳି ଏବର୍ଷ ମଧ୍ୟ ସେବାୟତ ଟାଣିବେ ରଥ । ଦକ୍ଷିଣ ମୋଡ ପାଇଁ ନିୟୋଜିତ ହେବେ ପୁଲିସ ବାହିନୀ । ରଥଯାତ୍ରା ପୂର୍ବରୁ ପ୍ରଶାସନିକ କର୍ମଚାରୀ ଓ ସେବାୟତଙ୍କ କୋଭିଡ ଟେଷ୍ଟ କରାଯିବ । ଏବଂ ରଥଯାତ୍ରା ସମୟରେ ପ୍ରଶାସନ ପକ୍ଷରୁ ସାନିଟାଇଜର ଓ ଗାମୁଛା ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ପ୍ରଶାସକ କ୍ରିଷନ କୁମାର ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ବାଲ୍ୟ ବିବାହ ପାଇଁ ବଢ଼ୁଛି କିଶୋରୀ ମାତୃତ୍ୱ, ଶିକ୍ଷାରେ ପ୍ରତିବନ୍ଧକ ସାଜୁଛି ଇଲୋପମେଣ୍ଟ

ସେହିପରି ଚଳିତ ବର୍ଷ ରଥଯାତ୍ରାରେ ସେବାୟତଙ୍କ ବ୍ୟତୀତ ଅନ୍ୟ କେହି ରଥ କିମ୍ବା ରଥ ଡଉଡ଼ି ଛୁଇଁ ପାରିବେ ନାହିଁ । ବଡଦାଣ୍ଡ ଓ ସିଂହଦ୍ବାରରେ ସେବାୟତଙ୍କ ପାଇଁ ବିଶ୍ରାମ ବ୍ୟବସ୍ଥା କରାଯିବ । ଏବଂ ରଥରେ ନିୟୋଜିତ ସେବାୟତଙ୍କ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ବ୍ୟବସ୍ଥା କରାଯି । ଏବଂ ରଥ ଉପରେ କମ୍‌ ସଂଖ୍ୟକ ସେବାୟତଙ୍କୁ ନିୟୋଜିତ କରାଯିବା ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସକ କ୍ରିଷନ କୁମାର ।

ଆହୁରି ପଢ଼ନ୍ତୁ: ଭାରତ ଟି-୨୦ ବିଶ୍ୱକପ ଚମ୍ପିଅନ୍: ଫାଇନାଲରେ ନ୍ୟୁଜିଲାଣ୍ଡକୁ ୯୬ ରନ୍‌ରେ ହରାଇ ଟାଇଟଲ ହାତେଇଲା ଟିମ୍ ଇଣ୍ଡିଆ

ଗଣମାଧ୍ୟମ ଜରିଆରେ ଭକ୍ତମାନେ କିଭଳି ସୁନ୍ଦର ଭାବେ ଦର୍ଶନ କରିବେ ତାଉପରେ ଗୁରୁତ୍ବ ଦେଇଛନ୍ତି ପ୍ରଶାସନ। ରଥ ଉପରେ କୌଣସି ସେବାୟତ ଫଟୋ କିମ୍ବା ସେଲ୍ଫି ନେବା ଉପରେ ମଧ୍ୟ ପ୍ରଶାସନ କଟକଣା ଲଗାଇଛି ।

03 Jul 2021 By The Sakala

କେବଳ ସେବାୟତ ଟାଣିବେ ରଥ: ଦକ୍ଷିଣ ମୋଡବେଳେ ନିୟୋଜିତ ହେବେ ପୁଲିସ, ରଥ ଉପରେ କୌଣସି ସେବାୟତ ନେଇପାରିବେନି ଫଟୋ କିମ୍ବା ସେଲ୍ଫି

ପୁରୀ: ଚଳିତବର୍ଷର ରଥଯାତ୍ରାକୁ ନେଇ ଶ୍ରୀମନ୍ଦିର ପ୍ରଶାସକ କ୍ରିଷନ କୁମାର ବିସ୍ତୃତ ସୂଚନା ଦେଛନ୍ତି । ରଥଯାତ୍ରାକୁ ନେଇ ଆଜି ବସିଥିବା ଛତିଶା ନିଯୋଗ ବୈଠକରେ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ  ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ।

ଶ୍ରୀମନ୍ଦିର ପ୍ରଶାସକଙ୍କ ସୂଚନା ଅନୁଯାୟୀ, ଗତବର୍ଷ ଭଳି ଏବର୍ଷ ମଧ୍ୟ ସେବାୟତ ଟାଣିବେ ରଥ । ଦକ୍ଷିଣ ମୋଡ ପାଇଁ ନିୟୋଜିତ ହେବେ ପୁଲିସ ବାହିନୀ । ରଥଯାତ୍ରା ପୂର୍ବରୁ ପ୍ରଶାସନିକ କର୍ମଚାରୀ ଓ ସେବାୟତଙ୍କ କୋଭିଡ ଟେଷ୍ଟ କରାଯିବ । ଏବଂ ରଥଯାତ୍ରା ସମୟରେ ପ୍ରଶାସନ ପକ୍ଷରୁ ସାନିଟାଇଜର ଓ ଗାମୁଛା ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ପ୍ରଶାସକ କ୍ରିଷନ କୁମାର ।

ସେହିପରି ଚଳିତ ବର୍ଷ ରଥଯାତ୍ରାରେ ସେବାୟତଙ୍କ ବ୍ୟତୀତ ଅନ୍ୟ କେହି ରଥ କିମ୍ବା ରଥ ଡଉଡ଼ି ଛୁଇଁ ପାରିବେ ନାହିଁ । ବଡଦାଣ୍ଡ ଓ ସିଂହଦ୍ବାରରେ ସେବାୟତଙ୍କ ପାଇଁ ବିଶ୍ରାମ ବ୍ୟବସ୍ଥା କରାଯିବ । ଏବଂ ରଥରେ ନିୟୋଜିତ ସେବାୟତଙ୍କ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ବ୍ୟବସ୍ଥା କରାଯି । ଏବଂ ରଥ ଉପରେ କମ୍‌ ସଂଖ୍ୟକ ସେବାୟତଙ୍କୁ ନିୟୋଜିତ କରାଯିବା ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସକ କ୍ରିଷନ କୁମାର ।

ଗଣମାଧ୍ୟମ ଜରିଆରେ ଭକ୍ତମାନେ କିଭଳି ସୁନ୍ଦର ଭାବେ ଦର୍ଶନ କରିବେ ତାଉପରେ ଗୁରୁତ୍ବ ଦେଇଛନ୍ତି ପ୍ରଶାସନ। ରଥ ଉପରେ କୌଣସି ସେବାୟତ ଫଟୋ କିମ୍ବା ସେଲ୍ଫି ନେବା ଉପରେ ମଧ୍ୟ ପ୍ରଶାସନ କଟକଣା ଲଗାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର