ଆସନ୍ତାକାଲିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ହେବ ଲେଜର ସ୍କାନିଂ

The Sakala Picture
Published On

ପୁରୀ: ଆସନ୍ତାକାଲିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ ହେବ । ଏନେଇ ଏଏସଆଇ ଫାଇନାଲ ରିପୋର୍ଟ ଦେବା ପରେ ବୈଷୟିକ ଟିମ ସମୀକ୍ଷା କରିବ । ରିପୋର୍ଟ ଆଧାରରେ ରତ୍ନଭଣ୍ଡାର ନେଇ ନିଷ୍ପତି ହେବ । ଯଦି କୌଣସି ଫାଟ ଥାଏ ତେବେ ପରବର୍ତୀ ନିଷ୍ପତି ନିଆଯିବ । ପଞ୍ଚୁକ ପାଞ୍ଚ ଦିନ ଶ୍ରୀମନ୍ଦିରରେ ଭିଡ ଅଧିକ ରହୁଥିବାରୁ ଲେଜର୍ ସ୍କାନିଂ ପାଇଁ କାର୍ତ୍ତିକ ପୂର୍ଣ୍ଣିମା ପରଦିନ ଅର୍ଥାତ୍ ୨୮ ତାରିଖ ଦିନ ଧାର୍ଯ୍ୟ କରାଯାଇଥିଲା । […]

ପୁରୀ: ଆସନ୍ତାକାଲିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ ହେବ । ଏନେଇ ଏଏସଆଇ ଫାଇନାଲ ରିପୋର୍ଟ ଦେବା ପରେ ବୈଷୟିକ ଟିମ ସମୀକ୍ଷା କରିବ । ରିପୋର୍ଟ ଆଧାରରେ ରତ୍ନଭଣ୍ଡାର ନେଇ ନିଷ୍ପତି ହେବ । ଯଦି କୌଣସି ଫାଟ ଥାଏ ତେବେ ପରବର୍ତୀ ନିଷ୍ପତି ନିଆଯିବ । ପଞ୍ଚୁକ ପାଞ୍ଚ ଦିନ ଶ୍ରୀମନ୍ଦିରରେ ଭିଡ ଅଧିକ ରହୁଥିବାରୁ ଲେଜର୍ ସ୍କାନିଂ ପାଇଁ କାର୍ତ୍ତିକ ପୂର୍ଣ୍ଣିମା ପରଦିନ ଅର୍ଥାତ୍ ୨୮ ତାରିଖ ଦିନ ଧାର୍ଯ୍ୟ କରାଯାଇଥିଲା । ତେଣୁ ଏଏସଆଇ ଟିମ୍ ଯ କୌଣସି ସମୟରେ ଆସି ଲେଜର୍ ସ୍କାନିଂ କରିପାରେ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ।

ଆହୁରି ପଢ଼ନ୍ତୁ: ସାମ୍ବାଦିକଙ୍କ ସ୍ୱାଭିମାନ ଓ ସୁରକ୍ଷା ଦାବି: ସାମ୍ବାଦିକ ମିଳିତ ମହାମଞ୍ଚ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାପାଳଙ୍କ ଅଫିସ ଆଗରେ ଗଣଧାରଣା

ରତ୍ନଭଣ୍ଡାର ସହ ମୁଖ୍ୟ ମନ୍ଦିର ଓ ଅନ୍ୟାନ୍ୟ ମନ୍ଦିରର ମଧ୍ୟ ସ୍କାନିଂକରାଯିବ ବୋଲି ସେ ସୂଚନା ଦେଇଛନ୍ତି । ତେବେ ଲେଜର୍ ସ୍କାନିଂ ରିପୋର୍ଟକୁ ବୈଷୟିକ କମିଟି ତର୍ଜମା କରିବା ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ ।

ଆହୁରି ପଢ଼ନ୍ତୁ: ନନ୍ଦନକାନନକୁ ଆସିଲା ନୂଆ ଅତିଥି; ପ୍ରଥମ ଥର ପାଇଁ ମା' ହେଲା ସିଂହୀ 'ଶ୍ରେୟା', ଗୋଟିଏ ଶାବକ ଜନ୍ମ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର