ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର: ଅଗଷ୍ଟ ୧୬ରୁ ଖୋଲିବ ପୁରୀ ଶ୍ରୀମନ୍ଦିର, ପ୍ରଥମ ୫ଦିନ ପୁରୀବାସୀ କରିବେ ଦର୍ଶନ

The Sakala Picture
Published On

ପୁରୀ: ରାଜ୍ଯବାସୀଙ୍କ ପାଇଁ ଖୁସି ଖବର। ଅଗଷ୍ଟ ୧୬ରୁ ଖୋଲିବ ପୁରୀ ଶ୍ରୀମନ୍ଦିର । ପ୍ରଥମ ୫ ଦିନ ପୁରୀବାସୀ କରିବେ ଦର୍ଶନ । ଅର୍ଥାତ ୧୬ତାରିଖରୁ ୨୦ ତାରିଖ ପର୍ଯ୍ଯନ୍ତ ପୁରୀବାସୀଙ୍କ ପାଇଁ ଦର୍ଶନ ବ୍ୟବସ୍ଥା କରାଯାଇଛି।  ୨୧ ଓ ୨୨ ତାରିଖ ସଟଡାଉନ ଥିବାରୁ ଭକ୍ତଙ୍କୁ ମନ୍ଦିର ବାରଣ କରାଯାଇଛି ।  ୨୩ ତାରିଖରୁ ସମସ୍ତ ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ହେଲେ ଦର୍ଶନ […]

ପୁରୀ: ରାଜ୍ଯବାସୀଙ୍କ ପାଇଁ ଖୁସି ଖବର। ଅଗଷ୍ଟ ୧୬ରୁ ଖୋଲିବ ପୁରୀ ଶ୍ରୀମନ୍ଦିର । ପ୍ରଥମ ୫ ଦିନ ପୁରୀବାସୀ କରିବେ ଦର୍ଶନ । ଅର୍ଥାତ ୧୬ତାରିଖରୁ ୨୦ ତାରିଖ ପର୍ଯ୍ଯନ୍ତ ପୁରୀବାସୀଙ୍କ ପାଇଁ ଦର୍ଶନ ବ୍ୟବସ୍ଥା କରାଯାଇଛି।  ୨୧ ଓ ୨୨ ତାରିଖ ସଟଡାଉନ ଥିବାରୁ ଭକ୍ତଙ୍କୁ ମନ୍ଦିର ବାରଣ କରାଯାଇଛି ।  ୨୩ ତାରିଖରୁ ସମସ୍ତ ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ରାଜଧାନୀ ଆଜାଦନଗର ବିସ୍ଫୋରଣ ଘଟଣା: କ୍ରାଇମ ସ୍ପଟରେ NIA ଟିମର ତଦନ୍ତ

ହେଲେ ଦର୍ଶନ ପାଇଁ ଡବଲ ଡୋଜ୍ ଟିକା କିମ୍ବା RT-PCR ନେଗେଟିଭ ଥିବା ଜରୁରୀ । ୯୬ ଘଣ୍ଟା ପୂର୍ବରୁ RT-PCR ନେଗେଟିଭ ରିପୋର୍ଟ ଥିବା ଜରୁରୀ । ସକାଳ ୭ଟାରୁ ରାତି ୮ଟା ପର୍ଯ୍ଯନ୍ତ ଶ୍ରୀମନ୍ଦିରକୁ ପ୍ରବେଶ ଅନୁମତି ଦିଆଯାଇଛି।  ସପ୍ତାହାନ୍ତ ସଟଡାଉନ ଓ ଜନ୍ମାଷ୍ଟମୀ ଦିନ ଶ୍ରୀମନ୍ଦିରକୁ ଶ୍ରଦ୍ଧାଳୁ ବାରଣ କରାଯାଇଛି।

ଆହୁରି ପଢ଼ନ୍ତୁ: ଗାଁ ଗାଁରେ ବେଆଇନ କୋଚିଂ ସେଣ୍ଟର: ସରକାରୀ ନିୟମକୁ ଫୁ କରି ଟିଉସନ କରୁଛନ୍ତି ସରକାରୀ ଶିକ୍ଷକ

ତେବେ ଶ୍ରୀମନ୍ଦିର ବ୍ୟତୀତ ପୁରୀ ସହରରେ ଅନ୍ୟ ସମସ୍ତ ଧର୍ମପୀଠ ଖୋଲିବା ଲାଗି ଗତକାଲି ନିଷ୍ପତ୍ତି ନେଇଥିଲା ପୁରୀ ଜିଲ୍ଲା ପ୍ରଶାସନ । କୋଭିଡ୍ ଗାଇଡଲାଇନ୍ ଭିତରେ ସହରର ସମସ୍ତ ମଠ, ମନ୍ଦିର ସହ ଅନ୍ୟ ଧାର୍ମିକ ଅନୁଷ୍ଠାନ ସକାଳ ୬ରୁ ରାତି ୮ଟା ପର୍ଯ୍ଯନ୍ତ ଖୋଲାଯିବ ବୋଲି ଗତକାଲି ପୁରୀ ପ୍ରଶାସନ ସୂଚନା ଦେଇଥିଲା। ତେବେ ସପ୍ତାହନ୍ତ ସଟଡାଉନରେ ପୁରୀ ସହରକୁ ଭକ୍ତ, ପର୍ଯ୍ଯଟକଙ୍କୁ ପ୍ରବେଶ ଅନୁମତି ମିଳିବ ନାହିଁ । ଏପଟେ ବିଶ୍ୱ ପ୍ରସିଦ୍ଧ କୋଣାର୍କ ମନ୍ଦିରକୁ ପର୍ଯ୍ଯଟକଙ୍କ ଲାଗି ଉନ୍ମୁକ୍ତ କରିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ।

ଆହୁରି ପଢ଼ନ୍ତୁ: ଡ. ବି. ଆର୍. ଆମ୍ୱେଦକରଙ୍କ ୧୩୫ତମ ଜନ୍ମଜୟନ୍ତୀ: ଶ୍ରଦ୍ଧାଞ୍ଜଳି ଜଣାଇଲା ବିଜେଡି

04 Aug 2021 By The Sakala

ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର: ଅଗଷ୍ଟ ୧୬ରୁ ଖୋଲିବ ପୁରୀ ଶ୍ରୀମନ୍ଦିର, ପ୍ରଥମ ୫ଦିନ ପୁରୀବାସୀ କରିବେ ଦର୍ଶନ

ପୁରୀ: ରାଜ୍ଯବାସୀଙ୍କ ପାଇଁ ଖୁସି ଖବର। ଅଗଷ୍ଟ ୧୬ରୁ ଖୋଲିବ ପୁରୀ ଶ୍ରୀମନ୍ଦିର । ପ୍ରଥମ ୫ ଦିନ ପୁରୀବାସୀ କରିବେ ଦର୍ଶନ । ଅର୍ଥାତ ୧୬ତାରିଖରୁ ୨୦ ତାରିଖ ପର୍ଯ୍ଯନ୍ତ ପୁରୀବାସୀଙ୍କ ପାଇଁ ଦର୍ଶନ ବ୍ୟବସ୍ଥା କରାଯାଇଛି।  ୨୧ ଓ ୨୨ ତାରିଖ ସଟଡାଉନ ଥିବାରୁ ଭକ୍ତଙ୍କୁ ମନ୍ଦିର ବାରଣ କରାଯାଇଛି ।  ୨୩ ତାରିଖରୁ ସମସ୍ତ ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ହେଲେ ଦର୍ଶନ ପାଇଁ ଡବଲ ଡୋଜ୍ ଟିକା କିମ୍ବା RT-PCR ନେଗେଟିଭ ଥିବା ଜରୁରୀ । ୯୬ ଘଣ୍ଟା ପୂର୍ବରୁ RT-PCR ନେଗେଟିଭ ରିପୋର୍ଟ ଥିବା ଜରୁରୀ । ସକାଳ ୭ଟାରୁ ରାତି ୮ଟା ପର୍ଯ୍ଯନ୍ତ ଶ୍ରୀମନ୍ଦିରକୁ ପ୍ରବେଶ ଅନୁମତି ଦିଆଯାଇଛି।  ସପ୍ତାହାନ୍ତ ସଟଡାଉନ ଓ ଜନ୍ମାଷ୍ଟମୀ ଦିନ ଶ୍ରୀମନ୍ଦିରକୁ ଶ୍ରଦ୍ଧାଳୁ ବାରଣ କରାଯାଇଛି।

ତେବେ ଶ୍ରୀମନ୍ଦିର ବ୍ୟତୀତ ପୁରୀ ସହରରେ ଅନ୍ୟ ସମସ୍ତ ଧର୍ମପୀଠ ଖୋଲିବା ଲାଗି ଗତକାଲି ନିଷ୍ପତ୍ତି ନେଇଥିଲା ପୁରୀ ଜିଲ୍ଲା ପ୍ରଶାସନ । କୋଭିଡ୍ ଗାଇଡଲାଇନ୍ ଭିତରେ ସହରର ସମସ୍ତ ମଠ, ମନ୍ଦିର ସହ ଅନ୍ୟ ଧାର୍ମିକ ଅନୁଷ୍ଠାନ ସକାଳ ୬ରୁ ରାତି ୮ଟା ପର୍ଯ୍ଯନ୍ତ ଖୋଲାଯିବ ବୋଲି ଗତକାଲି ପୁରୀ ପ୍ରଶାସନ ସୂଚନା ଦେଇଥିଲା। ତେବେ ସପ୍ତାହନ୍ତ ସଟଡାଉନରେ ପୁରୀ ସହରକୁ ଭକ୍ତ, ପର୍ଯ୍ଯଟକଙ୍କୁ ପ୍ରବେଶ ଅନୁମତି ମିଳିବ ନାହିଁ । ଏପଟେ ବିଶ୍ୱ ପ୍ରସିଦ୍ଧ କୋଣାର୍କ ମନ୍ଦିରକୁ ପର୍ଯ୍ଯଟକଙ୍କ ଲାଗି ଉନ୍ମୁକ୍ତ କରିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର