ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀକୃଷ୍ଣ ଜନ୍ମ ନୀତି: ସନ୍ଧ୍ୟା ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

The Sakala Picture
Published On

ଭୁବନେଶ୍ବର: ଶ୍ରୀମନ୍ଦିରରେ ଆଜି ଶ୍ରୀକୃଷ୍ଣ ଜନ୍ମ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଚାରି ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ଆଳତି ଅନୁଷ୍ଠିତ ହୋଇ ମହାପ୍ରଭୁଙ୍କ ସନ୍ଧ୍ୟା ଧୂପ ଭୋଗ ଛେକ ଆସିବା ପରେ ସନ୍ଧ୍ୟା ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ।‌ ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ସୂଚନା‌। ଏଥିସହିତ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆରମ୍ଭ ହୋଇ କଂସ ବଦ୍ଧ ପର୍ଯ୍ୟନ୍ତ ଶ୍ରୀକୃଷ୍ଣ ଲୀଳା ଅନୁଷ୍ଠିତ ହୋଇଥାଏ। ଏଥିପାଇଁ ସ୍ୱତନ୍ତ୍ର […]

ଭୁବନେଶ୍ବର: ଶ୍ରୀମନ୍ଦିରରେ ଆଜି ଶ୍ରୀକୃଷ୍ଣ ଜନ୍ମ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଚାରି ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ଆଳତି ଅନୁଷ୍ଠିତ ହୋଇ ମହାପ୍ରଭୁଙ୍କ ସନ୍ଧ୍ୟା ଧୂପ ଭୋଗ ଛେକ ଆସିବା ପରେ ସନ୍ଧ୍ୟା ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ।‌ ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ସୂଚନା‌। ଏଥିସହିତ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆରମ୍ଭ ହୋଇ କଂସ ବଦ୍ଧ ପର୍ଯ୍ୟନ୍ତ ଶ୍ରୀକୃଷ୍ଣ ଲୀଳା ଅନୁଷ୍ଠିତ ହୋଇଥାଏ। ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି: ୫ଟି ଆଲମିରା ଯାଞ୍ଚ ଶେଷ, ଅତ୍ୟାଧୁନିକ ୩ଡି ମ୍ୟାପିଂରେ ରହିବ ସବୁ ତଥ୍ୟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର