ଆସନ୍ତାକାଲି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

The Sakala Picture
Published On

ପୁରୀ: ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। କାରଣ କାଲି ଚିତାଲାଗି ଅମାବାସ୍ୟା। ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି କାରଣରୁ ସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଭକ୍ତମାନେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ନାହିଁ। ଚିତାଲାଗି ଅମାବାସ୍ୟା ଓଡ଼ିଶାର ଏକ ଗଣପର୍ବ। ଏହାଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ। ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରାଙ୍କୁ  ଚିତାଲାଗି ହୋଇଥାଏ […]

ପୁରୀ: ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। କାରଣ କାଲି ଚିତାଲାଗି ଅମାବାସ୍ୟା। ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି କାରଣରୁ ସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଭକ୍ତମାନେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ନାହିଁ। ଚିତାଲାଗି ଅମାବାସ୍ୟା ଓଡ଼ିଶାର ଏକ ଗଣପର୍ବ। ଏହାଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ। ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରାଙ୍କୁ  ଚିତାଲାଗି ହୋଇଥାଏ । ଜଗନ୍ନାଥଙ୍କ ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ସୁବର୍ଣ୍ଣ ଚିତାଲାଗି କରନ୍ତି ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର