୨୦୨୪ ମାର୍ଚ୍ଚ ସୁଦ୍ଧା ପୁରୀ ହେବ ବିଶ୍ୱସ୍ତରୀୟ ହେରିଟେଜ ସହର

The Sakala Picture
Published On

ଭୁବନେଶ୍ୱର: ନିର୍ମାଣ କ୍ଷେତ୍ରରେ ଆଗୁଆ ଓଡ଼ିଶା। ୨୦୨୪ ମାର୍ଚ୍ଚ ସୁଦ୍ଧା ପୁରୀ ହେବ ବିଶ୍ୱସ୍ତରୀୟ ହେରିଟେଜ ସହର। ସେହିପରି ୬ ଲେନ୍ ବିଶିଷ୍ଟ କଟକ ରିଂ ରୋଡ୍, ୪ ଲେନ୍ ବିଶିଷ୍ଟ କଟକ-ପାରାଦୀପ ରାସ୍ତା ଏଥର ସରିବ । ବଜେଟ ପରବର୍ତ୍ତୀ ପ୍ରେସ ମିଟରେ ଏହି ସୂଚନା ଦେଇଛନ୍ତି ପୂର୍ତ୍ତ ବିଭାଗ ପ୍ରଫୁଲ୍ଲ ମଲ୍ଲିକ । ବ୍ରହ୍ମପୁର-ଜୟପୁର ୪ ଥାକିଆ ରାସ୍ତା ଏଥର ନୂଆ ଯୋଜନାରେ ସାମିଲ ହୋଇଛି । ଏଥିପାଇଁ ରାଜ୍ୟ ବଜେଟରେ ବ୍ୟୟବରାଦ କରାଯାଇଛି […]

ଭୁବନେଶ୍ୱର: ନିର୍ମାଣ କ୍ଷେତ୍ରରେ ଆଗୁଆ ଓଡ଼ିଶା। ୨୦୨୪ ମାର୍ଚ୍ଚ ସୁଦ୍ଧା ପୁରୀ ହେବ ବିଶ୍ୱସ୍ତରୀୟ ହେରିଟେଜ ସହର। ସେହିପରି ୬ ଲେନ୍ ବିଶିଷ୍ଟ କଟକ ରିଂ ରୋଡ୍, ୪ ଲେନ୍ ବିଶିଷ୍ଟ କଟକ-ପାରାଦୀପ ରାସ୍ତା ଏଥର ସରିବ । ବଜେଟ ପରବର୍ତ୍ତୀ ପ୍ରେସ ମିଟରେ ଏହି ସୂଚନା ଦେଇଛନ୍ତି ପୂର୍ତ୍ତ ବିଭାଗ ପ୍ରଫୁଲ୍ଲ ମଲ୍ଲିକ । ବ୍ରହ୍ମପୁର-ଜୟପୁର ୪ ଥାକିଆ ରାସ୍ତା ଏଥର ନୂଆ ଯୋଜନାରେ ସାମିଲ ହୋଇଛି । ଏଥିପାଇଁ ରାଜ୍ୟ ବଜେଟରେ ବ୍ୟୟବରାଦ କରାଯାଇଛି । ୨୦ ବର୍ଷ ଭିତରେ ରାଜ୍ୟର ସମୁଦାୟ ସଡ଼କ ୧୬ ହଜାର ୪୧ ରୁ ୩୧ ହଜାର ୩୧୭ କିଲୋମିଟରରେ ପହଞ୍ଚିଛି । ବଜେଟ ୨୯୮ କୋଟିରୁ ୯୫୦୦ କୋଟିରେ ପହଂଚିଛି । ଏଥର ୩ ହଜାର କିଲୋମିଟର ପାଇଁ ୪୬ ଶହ କୋଟି ଟଙ୍କାର ବ୍ୟବସ୍ଥା ହୋଇଛି ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ବିଜୁ ଏକ୍ସପ୍ରେସ କରିଡର ନୂଆପଡ଼ାଠାରୁ ଆମପାଣି ଯାଏଁ ୧୭୬ କିଲୋମିଟର ବିଭାଗର ଏକ ଉଲ୍ଲେଖନୀୟ ସଫଳତା । ୩୧୪ ବ୍ଲକକୁ ଦୁଇ ଥାକିଆ ସଂଯୋଗ ରାସ୍ତା କରାଯାଇଛି । ଅବଢ଼ା ଯୋଜନାରେ ୨୨୪ କୋଟି, ଐତିହ୍ୟ କ୍ଷେତ୍ରର ବିକାଶ ପାଇଁ ୧୫୮ କୋଟିର ବ୍ୟବସ୍ଥା ହୋଇଛି । ଜୟପୁରରୁ ବ୍ରହ୍ମପୁର ୩୩୫ କିଲୋମିଟର ରାସ୍ତା ଚାରିଥାକିଆ କରାଯିବ। ବିଭିନ୍ନ ସହରରେ ରିଂ ରୋଡ଼ କରାଯିବ । ମେଡିକାଲ କଲେଜ ହେଉ କି ଆଦର୍ଶ ବିଦ୍ୟାଳୟ, ହସ୍ପିଟାଲ ହେଉ କି କୋର୍ଟ ବିଲ୍ଡିଂ ଏବଂ କ୍ରୀଡା ଭିତ୍ତିଭୂମି ନିର୍ମାଣ ଦାୟିତ୍ୱ ପୂର୍ତ୍ତ ବିଭାଗ ହାତରେ । ଏହା ସହ ରାଜ୍ୟ ରାଜପଥ, ଜାତୀୟ ରାଜପଥ, ପ୍ରମୁଖ ଜିଲ୍ଲା ସଡ଼କର ନିର୍ମାଣ ଓ ରକ୍ଷଣାବେକ୍ଷଣ ଦାୟିତ୍ୱ ତୁଲାଉଛି ପୂର୍ତ୍ତ ବିଭାଗ ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

18 Mar 2023 By The Sakala

୨୦୨୪ ମାର୍ଚ୍ଚ ସୁଦ୍ଧା ପୁରୀ ହେବ ବିଶ୍ୱସ୍ତରୀୟ ହେରିଟେଜ ସହର

ଭୁବନେଶ୍ୱର: ନିର୍ମାଣ କ୍ଷେତ୍ରରେ ଆଗୁଆ ଓଡ଼ିଶା। ୨୦୨୪ ମାର୍ଚ୍ଚ ସୁଦ୍ଧା ପୁରୀ ହେବ ବିଶ୍ୱସ୍ତରୀୟ ହେରିଟେଜ ସହର। ସେହିପରି ୬ ଲେନ୍ ବିଶିଷ୍ଟ କଟକ ରିଂ ରୋଡ୍, ୪ ଲେନ୍ ବିଶିଷ୍ଟ କଟକ-ପାରାଦୀପ ରାସ୍ତା ଏଥର ସରିବ । ବଜେଟ ପରବର୍ତ୍ତୀ ପ୍ରେସ ମିଟରେ ଏହି ସୂଚନା ଦେଇଛନ୍ତି ପୂର୍ତ୍ତ ବିଭାଗ ପ୍ରଫୁଲ୍ଲ ମଲ୍ଲିକ । ବ୍ରହ୍ମପୁର-ଜୟପୁର ୪ ଥାକିଆ ରାସ୍ତା ଏଥର ନୂଆ ଯୋଜନାରେ ସାମିଲ ହୋଇଛି । ଏଥିପାଇଁ ରାଜ୍ୟ ବଜେଟରେ ବ୍ୟୟବରାଦ କରାଯାଇଛି । ୨୦ ବର୍ଷ ଭିତରେ ରାଜ୍ୟର ସମୁଦାୟ ସଡ଼କ ୧୬ ହଜାର ୪୧ ରୁ ୩୧ ହଜାର ୩୧୭ କିଲୋମିଟରରେ ପହଞ୍ଚିଛି । ବଜେଟ ୨୯୮ କୋଟିରୁ ୯୫୦୦ କୋଟିରେ ପହଂଚିଛି । ଏଥର ୩ ହଜାର କିଲୋମିଟର ପାଇଁ ୪୬ ଶହ କୋଟି ଟଙ୍କାର ବ୍ୟବସ୍ଥା ହୋଇଛି ।

ବିଜୁ ଏକ୍ସପ୍ରେସ କରିଡର ନୂଆପଡ଼ାଠାରୁ ଆମପାଣି ଯାଏଁ ୧୭୬ କିଲୋମିଟର ବିଭାଗର ଏକ ଉଲ୍ଲେଖନୀୟ ସଫଳତା । ୩୧୪ ବ୍ଲକକୁ ଦୁଇ ଥାକିଆ ସଂଯୋଗ ରାସ୍ତା କରାଯାଇଛି । ଅବଢ଼ା ଯୋଜନାରେ ୨୨୪ କୋଟି, ଐତିହ୍ୟ କ୍ଷେତ୍ରର ବିକାଶ ପାଇଁ ୧୫୮ କୋଟିର ବ୍ୟବସ୍ଥା ହୋଇଛି । ଜୟପୁରରୁ ବ୍ରହ୍ମପୁର ୩୩୫ କିଲୋମିଟର ରାସ୍ତା ଚାରିଥାକିଆ କରାଯିବ। ବିଭିନ୍ନ ସହରରେ ରିଂ ରୋଡ଼ କରାଯିବ । ମେଡିକାଲ କଲେଜ ହେଉ କି ଆଦର୍ଶ ବିଦ୍ୟାଳୟ, ହସ୍ପିଟାଲ ହେଉ କି କୋର୍ଟ ବିଲ୍ଡିଂ ଏବଂ କ୍ରୀଡା ଭିତ୍ତିଭୂମି ନିର୍ମାଣ ଦାୟିତ୍ୱ ପୂର୍ତ୍ତ ବିଭାଗ ହାତରେ । ଏହା ସହ ରାଜ୍ୟ ରାଜପଥ, ଜାତୀୟ ରାଜପଥ, ପ୍ରମୁଖ ଜିଲ୍ଲା ସଡ଼କର ନିର୍ମାଣ ଓ ରକ୍ଷଣାବେକ୍ଷଣ ଦାୟିତ୍ୱ ତୁଲାଉଛି ପୂର୍ତ୍ତ ବିଭାଗ ।

https://www.thesakala.in/latest-odisha-news/puri-will-become-a-world-heritage-city-by-march-2024/article-19913
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର