ପୁରୀ ଗସ୍ଥରେ ଆସି ଶ୍ରୀମନ୍ଦିର ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ 5T ସଚିବ

The Sakala Picture
Published On

ପୁରୀରେ 5ଟି ସଚିବ । ଆଜି ସକାଳୁ 5ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ ପୁରୀ ଗସ୍ଥରେ ଆସି ମହାପ୍ରଭୁଙ୍କୁ କରିଛନ୍ତି ଦର୍ଶନ । ପୁରୀରେ ପହଞ୍ଚିବା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ ସହ ବେଢା ପରିକ୍ରମା,ବିମଳା ମନ୍ଦିର, ବଟ ଗଣେଶ, ବେଢା କାଳୀ, ସୂର୍ଯ୍ୟ ମନ୍ଦିର, ଲକ୍ଷ୍ମୀ ମନ୍ଦିର ଦର୍ଶନ,ପାର୍ଶ୍ୱ ଦେବାଦେବୀଙ୍କୁ ଦର୍ଶନ ସହ ଶ୍ରୀମନ୍ଦିରର ଆଉ କଣ କଣ ଉନ୍ନତି ମୂଳକ କାର୍ଯ୍ୟ ହୋଇପାରିବ ସେନେଇ ସେ ଅନୁଧ୍ୟାନ କରିଥିବା ସୂଚନା । […]

ପୁରୀରେ 5ଟି ସଚିବ । ଆଜି ସକାଳୁ 5ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ ପୁରୀ ଗସ୍ଥରେ ଆସି ମହାପ୍ରଭୁଙ୍କୁ କରିଛନ୍ତି ଦର୍ଶନ । ପୁରୀରେ ପହଞ୍ଚିବା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ ସହ ବେଢା ପରିକ୍ରମା,ବିମଳା ମନ୍ଦିର, ବଟ ଗଣେଶ, ବେଢା କାଳୀ, ସୂର୍ଯ୍ୟ ମନ୍ଦିର, ଲକ୍ଷ୍ମୀ ମନ୍ଦିର ଦର୍ଶନ,ପାର୍ଶ୍ୱ ଦେବାଦେବୀଙ୍କୁ ଦର୍ଶନ ସହ ଶ୍ରୀମନ୍ଦିରର ଆଉ କଣ କଣ ଉନ୍ନତି ମୂଳକ କାର୍ଯ୍ୟ ହୋଇପାରିବ ସେନେଇ ସେ ଅନୁଧ୍ୟାନ କରିଥିବା ସୂଚନା । ତାଙ୍କ ସହ ତାଙ୍କ ପତ୍ନୀ ତଥା ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ମଧ୍ୟ ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ଦର୍ଶନ ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତନ କରିଥିବା ସୂଚନା ।

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦରେ ଅଭାବନୀୟ ଘଟଣା: ବଜ୍ରାଘାତରେ ୯ ଗାଈ ମୃତ, ୧୧ ଆହତ

22 Oct 2022 By The Sakala

ପୁରୀ ଗସ୍ଥରେ ଆସି ଶ୍ରୀମନ୍ଦିର ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ 5T ସଚିବ

ପୁରୀରେ 5ଟି ସଚିବ । ଆଜି ସକାଳୁ 5ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ ପୁରୀ ଗସ୍ଥରେ ଆସି ମହାପ୍ରଭୁଙ୍କୁ କରିଛନ୍ତି ଦର୍ଶନ । ପୁରୀରେ ପହଞ୍ଚିବା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ ସହ ବେଢା ପରିକ୍ରମା,ବିମଳା ମନ୍ଦିର, ବଟ ଗଣେଶ, ବେଢା କାଳୀ, ସୂର୍ଯ୍ୟ ମନ୍ଦିର, ଲକ୍ଷ୍ମୀ ମନ୍ଦିର ଦର୍ଶନ,ପାର୍ଶ୍ୱ ଦେବାଦେବୀଙ୍କୁ ଦର୍ଶନ ସହ ଶ୍ରୀମନ୍ଦିରର ଆଉ କଣ କଣ ଉନ୍ନତି ମୂଳକ କାର୍ଯ୍ୟ ହୋଇପାରିବ ସେନେଇ ସେ ଅନୁଧ୍ୟାନ କରିଥିବା ସୂଚନା । ତାଙ୍କ ସହ ତାଙ୍କ ପତ୍ନୀ ତଥା ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ମଧ୍ୟ ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ଦର୍ଶନ ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତନ କରିଥିବା ସୂଚନା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର