ପୁରୀରେ 5T ସଚିବ ଭି.କେ ପାଣ୍ଡିଆନ୍‌, ପରିକ୍ରମା ପ୍ରକଳ୍ପ ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ

The Sakala Picture
Published On

ଭୁବନେଶ୍ୱର: ପୁରୀରେ 5T ସଚିବ ଭି.କେ ପାଣ୍ଡିଆନ । ଆଜି ଶ୍ରୀମନ୍ଦିର ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ଦର୍ଶନ ପରେ ପରିକ୍ରମା ପ୍ରକଳ୍ପ ବୁଲି କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି 5T ସଚିବ । ପୁରୀ ଜିଲ୍ଲାପାଳ ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ 5T ସଚିବଙ୍କୁ ସବିଶେଷ ବୁଝାଇଥିଲେ । ସେହିପରି ଜଗନ୍ନାଥ ବଲ୍ଲଭ ମଠ ପରିସରରେ ନିର୍ମାଣାଧୀନ ପ୍ରକଳ୍ପ କାର୍ଯ୍ୟ ବୁଲି ଦେଖିଥିଲେ । ଶ୍ରୀସେତୁ ନିର୍ମାଣର ଅଗ୍ରଗତିର ସମୀକ୍ଷା କରିଥିଲେ 5T ସଚିବ […]

ଭୁବନେଶ୍ୱର: ପୁରୀରେ 5T ସଚିବ ଭି.କେ ପାଣ୍ଡିଆନ । ଆଜି ଶ୍ରୀମନ୍ଦିର ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ଦର୍ଶନ ପରେ ପରିକ୍ରମା ପ୍ରକଳ୍ପ ବୁଲି କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି 5T ସଚିବ । ପୁରୀ ଜିଲ୍ଲାପାଳ ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ 5T ସଚିବଙ୍କୁ ସବିଶେଷ ବୁଝାଇଥିଲେ । ସେହିପରି ଜଗନ୍ନାଥ ବଲ୍ଲଭ ମଠ ପରିସରରେ ନିର୍ମାଣାଧୀନ ପ୍ରକଳ୍ପ କାର୍ଯ୍ୟ ବୁଲି ଦେଖିଥିଲେ । ଶ୍ରୀସେତୁ ନିର୍ମାଣର ଅଗ୍ରଗତିର ସମୀକ୍ଷା କରିଥିଲେ 5T ସଚିବ ।

ଆହୁରି ପଢ଼ନ୍ତୁ: ଗାଧୋଇବା ହେଲା କାଳ, ପୋଖରୀରେ ବୁଡି ଦୁଇ ନାବାଳିକା ମୃତ

25 Mar 2023 By The Sakala

ପୁରୀରେ 5T ସଚିବ ଭି.କେ ପାଣ୍ଡିଆନ୍‌, ପରିକ୍ରମା ପ୍ରକଳ୍ପ ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ

ଭୁବନେଶ୍ୱର: ପୁରୀରେ 5T ସଚିବ ଭି.କେ ପାଣ୍ଡିଆନ । ଆଜି ଶ୍ରୀମନ୍ଦିର ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ଦର୍ଶନ ପରେ ପରିକ୍ରମା ପ୍ରକଳ୍ପ ବୁଲି କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି 5T ସଚିବ । ପୁରୀ ଜିଲ୍ଲାପାଳ ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ 5T ସଚିବଙ୍କୁ ସବିଶେଷ ବୁଝାଇଥିଲେ । ସେହିପରି ଜଗନ୍ନାଥ ବଲ୍ଲଭ ମଠ ପରିସରରେ ନିର୍ମାଣାଧୀନ ପ୍ରକଳ୍ପ କାର୍ଯ୍ୟ ବୁଲି ଦେଖିଥିଲେ । ଶ୍ରୀସେତୁ ନିର୍ମାଣର ଅଗ୍ରଗତିର ସମୀକ୍ଷା କରିଥିଲେ 5T ସଚିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର