ଶ୍ରୀଜିଉଙ୍କ ନିକଟରେ ବିଶ୍ବର ମଙ୍ଗଳ ପାଇଁ ପ୍ରାର୍ଥନା କଲେ ୫ଟି ସଚିବ ଭିକେ ପାଣ୍ଡିଆନ

The Sakala Picture
Published On

ପୁରୀ: ପୁରୀ ଗସ୍ତରେ ଯାଇ ଶ୍ରୀଜିଉଙ୍କ ଦର୍ଶନ କଲେ ୫ଟି ସଚିବ ଭିକେ ପାଣ୍ଡିଆନ। ଏହାସହ ଶ୍ରୀଜଗନ୍ନାଥଙ୍କ ନିକଟରେ ବିଶ୍ବର ମଙ୍ଗଳ ପାଇଁ ପ୍ରାର୍ଥନା କରିଥିଲେ। ଶ୍ରୀଜିଉଙ୍କ ଦର୍ଶନ କରିବା ପରେ ପାଣ୍ଡିଆନ ଭୁବନେଶ୍ବର ଫେରିଛନ୍ତି ।ଶ୍ରୀମନ୍ଦିରରେ ପାଖାପାଖି ୪୫ ମିନିଟ ପର୍ଯ୍ଯନ୍ତ ରହିବା ସହ ପାର୍ଶ୍ବ ଦେବଦେବୀଙ୍କ ମନ୍ଦିରକୁ ଯାଇ ଦର୍ଶନ କରିଥିଲେ। ସୂଚନା ଅନୁଯାୟୀ, ପାଣ୍ଡିଆନ ନିୟମିତ ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବା ସହ ବେଢ଼ା ପରିକ୍ରମା କରୁଛନ୍ତି। ଏହାସହ ପୁରୀ ସୌନ୍ଦର୍ଯ୍ଯକରଣ […]

ପୁରୀ: ପୁରୀ ଗସ୍ତରେ ଯାଇ ଶ୍ରୀଜିଉଙ୍କ ଦର୍ଶନ କଲେ ୫ଟି ସଚିବ ଭିକେ ପାଣ୍ଡିଆନ। ଏହାସହ ଶ୍ରୀଜଗନ୍ନାଥଙ୍କ ନିକଟରେ ବିଶ୍ବର ମଙ୍ଗଳ ପାଇଁ ପ୍ରାର୍ଥନା କରିଥିଲେ। ଶ୍ରୀଜିଉଙ୍କ ଦର୍ଶନ କରିବା ପରେ ପାଣ୍ଡିଆନ ଭୁବନେଶ୍ବର ଫେରିଛନ୍ତି ।ଶ୍ରୀମନ୍ଦିରରେ ପାଖାପାଖି ୪୫ ମିନିଟ ପର୍ଯ୍ଯନ୍ତ ରହିବା ସହ ପାର୍ଶ୍ବ ଦେବଦେବୀଙ୍କ ମନ୍ଦିରକୁ ଯାଇ ଦର୍ଶନ କରିଥିଲେ।

ଆହୁରି ପଢ଼ନ୍ତୁ: ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ; ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

ସୂଚନା ଅନୁଯାୟୀ, ପାଣ୍ଡିଆନ ନିୟମିତ ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବା ସହ ବେଢ଼ା ପରିକ୍ରମା କରୁଛନ୍ତି। ଏହାସହ ପୁରୀ ସୌନ୍ଦର୍ଯ୍ଯକରଣ ପାଇଁ ଚାଲିଥିବା କାମର ଅଗ୍ରଗତି ମଧ୍ୟ ବୁଲି ଦେଖିଥିଲେ। ପୁରୀକୁ ବିଶ୍ବସ୍ତରୀୟ କରିବା ସହ ଅଧିକରୁ ଅଧିକ ଲୋକଙ୍କୁ ପୁରୀ ଆସିବାକୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଉନ୍ନୟନ କାମ ହାତକୁ ନେଇଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର