ପୁରୀ: ପୁରୀ ସମୁଦ୍ରରେ ଗାଧୋଉଥିବାବେଳେ ବୁଡିଯାଉଥିବା ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫ ଗାର୍ଡ । ଉଦ୍ଧାର ପର୍ଯ୍ୟଟକ ବଞ୍ଚିଥିବା ଅଗ୍ନିଶମ ବିଭାଗ ପକ୍ଷରୁ ସୂଚନା । ଉଦ୍ଧାର ପର୍ଯ୍ୟଟକଙ୍କୁ ପ୍ରାଥମିକ ଚିକିତ୍ସା ପରେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସମୁଦ୍ରରେ ବୁଡି ଯାଉଥିବା ବେଳେ ଅଗ୍ନିଶମ ବିଭାଗ ଓ ଲାଇଫ ଗାର୍ଡଙ୍କ ଦ୍ୱାରା ଉଦ୍ଧାର । ୫ ନମ୍ବର ସେକ୍ଟରରେ ସ୍ନାନ ସମୟରେ ବୁଡ଼ିଯାଇଥିଲେ । ତେବେ ଏପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପରିଚୟ ମିଳିନାହିଁ ।
ପୁରୀ ସମୁଦ୍ରରେ ଗାଧୋଉଥିବାବେଳେ ବୁଡି ଯାଉଥିବା ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫ ଗାର୍ଡ