ଆଜି ପୁରୀ ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି

The Sakala Picture
Published On

ପୁରୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏନେଇ ପୁରୀ ଜିଲାରେ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲାପାଳ। ପ୍ରବଳ ବର୍ଷା ହେଉଥିବାର ଛୁଟି ଘୋଷଣା ହୋଇଛି। ତେବେ ଆଜି ବୌଦ୍ଧ ଓ ଅନୁଗୋଳ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଉଭୟ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। […]

ପୁରୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏନେଇ ପୁରୀ ଜିଲାରେ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲାପାଳ। ପ୍ରବଳ ବର୍ଷା ହେଉଥିବାର ଛୁଟି ଘୋଷଣା ହୋଇଛି।

ଆହୁରି ପଢ଼ନ୍ତୁ: ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ: ଆଜି ହେବ ତିନି ରଥର ଦକ୍ଷିଣ ମୋଡ଼

ତେବେ ଆଜି ବୌଦ୍ଧ ଓ ଅନୁଗୋଳ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଉଭୟ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଦୁଇ ଜିଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏ ନେଇ ସତର୍କ ରହିବା ପାଇଁ ପାଣିପାଗ କେନ୍ଦ୍ର ଅବଗତ କରାଇଛି। ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ସମେତ ୨୧ ଜିଲାକୁ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ରହିଛି।

ଆହୁରି ପଢ଼ନ୍ତୁ: ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

26 Sep 2024 By The Sakala

ଆଜି ପୁରୀ ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି

ପୁରୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏନେଇ ପୁରୀ ଜିଲାରେ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲାପାଳ। ପ୍ରବଳ ବର୍ଷା ହେଉଥିବାର ଛୁଟି ଘୋଷଣା ହୋଇଛି।

ତେବେ ଆଜି ବୌଦ୍ଧ ଓ ଅନୁଗୋଳ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଉଭୟ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଦୁଇ ଜିଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏ ନେଇ ସତର୍କ ରହିବା ପାଇଁ ପାଣିପାଗ କେନ୍ଦ୍ର ଅବଗତ କରାଇଛି। ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ସମେତ ୨୧ ଜିଲାକୁ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର