ବରିଷ୍ଠ ଆଇଏଏସ୍ ବୀର ବିକ୍ରମ ଯାଦବ ଶ୍ରୀମନ୍ଦିର ନୂଆ ମୁଖ୍ୟ ପ୍ରଶାସକ

The Sakala Picture
Published On

ଭୁବନେଶ୍ବର: ବରିଷ୍ଠ ଆଇଏଏସ ବୀର ବିକ୍ରମ ଯାଦବଙ୍କୁ ବଡ ଦାୟିତ୍ୱ ମିଳିଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଆଇଏଏସ ବୀର ବିକ୍ରମ ଯାଦବଙ୍କୁ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର । ବର୍ତ୍ତମାନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ତୁଲାଉଥିବା ଆଇଏଏସ୍ କ୍ରିଷନ୍ କୁମାର ଏହି ଦାୟିତ୍ୱରୁ ବିଦାୟ ନେବା ପରେ ତାଙ୍କ ସ୍ଥାନରେ ବୀର ବିକ୍ରମ ଯାଦବ ଏହି ପଦ ସମ୍ଭାଳିବେ । ବର୍ତ୍ତମାନ ରାଜ୍ୟ ସରକାରଙ୍କ ଖାଦ୍ୟ ଓ ଯୋଗାଣ ବିଭାଗର ପ୍ରମୁଖ ସଚିବ ପଦରେ […]

ଭୁବନେଶ୍ବର: ବରିଷ୍ଠ ଆଇଏଏସ ବୀର ବିକ୍ରମ ଯାଦବଙ୍କୁ ବଡ ଦାୟିତ୍ୱ ମିଳିଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଆଇଏଏସ ବୀର ବିକ୍ରମ ଯାଦବଙ୍କୁ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର । ବର୍ତ୍ତମାନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ତୁଲାଉଥିବା ଆଇଏଏସ୍ କ୍ରିଷନ୍ କୁମାର ଏହି ଦାୟିତ୍ୱରୁ ବିଦାୟ ନେବା ପରେ ତାଙ୍କ ସ୍ଥାନରେ ବୀର ବିକ୍ରମ ଯାଦବ ଏହି ପଦ ସମ୍ଭାଳିବେ । ବର୍ତ୍ତମାନ ରାଜ୍ୟ ସରକାରଙ୍କ ଖାଦ୍ୟ ଓ ଯୋଗାଣ ବିଭାଗର ପ୍ରମୁଖ ସଚିବ ପଦରେ ଅଛନ୍ତି ଆଇଏଏସ୍ ବୀର ବିକ୍ରମ ଯାଦବ । ବର୍ତ୍ତମାନ ଏହି ଦାୟିତ୍ୱ ସହିତ ସେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ମଧ୍ୟ ତୁଲାଇବେ ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

03 Apr 2022 By The Sakala

ବରିଷ୍ଠ ଆଇଏଏସ୍ ବୀର ବିକ୍ରମ ଯାଦବ ଶ୍ରୀମନ୍ଦିର ନୂଆ ମୁଖ୍ୟ ପ୍ରଶାସକ

ଭୁବନେଶ୍ବର: ବରିଷ୍ଠ ଆଇଏଏସ ବୀର ବିକ୍ରମ ଯାଦବଙ୍କୁ ବଡ ଦାୟିତ୍ୱ ମିଳିଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଆଇଏଏସ ବୀର ବିକ୍ରମ ଯାଦବଙ୍କୁ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର । ବର୍ତ୍ତମାନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ତୁଲାଉଥିବା ଆଇଏଏସ୍ କ୍ରିଷନ୍ କୁମାର ଏହି ଦାୟିତ୍ୱରୁ ବିଦାୟ ନେବା ପରେ ତାଙ୍କ ସ୍ଥାନରେ ବୀର ବିକ୍ରମ ଯାଦବ ଏହି ପଦ ସମ୍ଭାଳିବେ । ବର୍ତ୍ତମାନ ରାଜ୍ୟ ସରକାରଙ୍କ ଖାଦ୍ୟ ଓ ଯୋଗାଣ ବିଭାଗର ପ୍ରମୁଖ ସଚିବ ପଦରେ ଅଛନ୍ତି ଆଇଏଏସ୍ ବୀର ବିକ୍ରମ ଯାଦବ । ବର୍ତ୍ତମାନ ଏହି ଦାୟିତ୍ୱ ସହିତ ସେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ମଧ୍ୟ ତୁଲାଇବେ ।

https://www.thesakala.in/latest-odisha-news/puri/ias-vv-yadav-appointed-new-chief-of-puri-jagannath-temple-administration/article-10464
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର