ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ମହାପ୍ରଭୁଙ୍କୁ ଦର୍ଶନ କରି ଦାୟିତ୍ବ ଗ୍ରହଣ କଲେ ନବ ନିଯୁକ୍ତ ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ ଭିଭି ଯାଦବ

The Sakala Picture
Published On

ପୁରୀ: ନବ ନିଯୁକ୍ତ ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ ବୀର ବିକ୍ରମ ଯାଦବ ବୁଧବାର ଦାୟିତ୍ବ ଗ୍ରହଣ କରିଛନ୍ତି। ପୂର୍ବାହ୍ନ ସମୟରେ ପୁରୀରେ ପହଞ୍ଚିଥିଲେ। ତାଙ୍କୁ ମନ୍ଦିର ପ୍ରଶାସନିକ ଅଧିକାରୀ ଓ ସେବାୟତଙ୍କ ପକ୍ଷରୁ ମହାପ୍ରଭୁଙ୍କ ଲାଗି ଖଣ୍ଡୁଆ ପ୍ରଦାନ କରାଯାଇ ସ୍ବାଗତ କରାଯାଇଥିଲା। ଏହା ପରେ ସେ ମନ୍ଦରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ଦର୍ଶନ କରିସାରିବା ପରେ ସେ ଶ୍ରୀ ମନ୍ଦିର କାର୍ଯ୍ଯାଳଯକୁ ଯାୟୀ ଦାୟିତ୍ବ ଗ୍ରହଣ କରିଛନ୍ତି। ସୂଚନା ଅନୁଯାୟୀ, ବର୍ତ୍ତମାନ ରାଜ୍ୟ ସରକାରଙ୍କ […]

ପୁରୀ: ନବ ନିଯୁକ୍ତ ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ ବୀର ବିକ୍ରମ ଯାଦବ ବୁଧବାର ଦାୟିତ୍ବ ଗ୍ରହଣ କରିଛନ୍ତି। ପୂର୍ବାହ୍ନ ସମୟରେ ପୁରୀରେ ପହଞ୍ଚିଥିଲେ। ତାଙ୍କୁ ମନ୍ଦିର ପ୍ରଶାସନିକ ଅଧିକାରୀ ଓ ସେବାୟତଙ୍କ ପକ୍ଷରୁ ମହାପ୍ରଭୁଙ୍କ ଲାଗି ଖଣ୍ଡୁଆ ପ୍ରଦାନ କରାଯାଇ ସ୍ବାଗତ କରାଯାଇଥିଲା। ଏହା ପରେ ସେ ମନ୍ଦରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ଦର୍ଶନ କରିସାରିବା ପରେ ସେ ଶ୍ରୀ ମନ୍ଦିର କାର୍ଯ୍ଯାଳଯକୁ ଯାୟୀ ଦାୟିତ୍ବ ଗ୍ରହଣ କରିଛନ୍ତି।

ଆହୁରି ପଢ଼ନ୍ତୁ: ବାପ-ପୁଅଙ୍କ ମିଥ୍ୟା ଅଭିଯୋଗକୁ ଖଣ୍ଡନ କଲେ ଗ୍ରାମବାସୀ: ନ୍ୟାୟ ନମିଳିଲେ ସାମୂହିକ ଆତ୍ମହତ୍ୟା ଚେତାବନୀ

ସୂଚନା ଅନୁଯାୟୀ, ବର୍ତ୍ତମାନ ରାଜ୍ୟ ସରକାରଙ୍କ ଖାଦ୍ୟ ଓ ଯୋଗାଣ ବିଭାଗର ପ୍ରମୁଖ ସଚିବ ପଦରେ ଅଛନ୍ତି ଆଇଏଏସ୍ ବୀର ବିକ୍ରମ ଯାଦବ । ବର୍ତ୍ତମାନ ଏହି ଦାୟିତ୍ୱ ସହିତ ସେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ମଧ୍ୟ ତୁଲାଇବେ ।

06 Apr 2022 By The Sakala

ମହାପ୍ରଭୁଙ୍କୁ ଦର୍ଶନ କରି ଦାୟିତ୍ବ ଗ୍ରହଣ କଲେ ନବ ନିଯୁକ୍ତ ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ ଭିଭି ଯାଦବ

ପୁରୀ: ନବ ନିଯୁକ୍ତ ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ ବୀର ବିକ୍ରମ ଯାଦବ ବୁଧବାର ଦାୟିତ୍ବ ଗ୍ରହଣ କରିଛନ୍ତି। ପୂର୍ବାହ୍ନ ସମୟରେ ପୁରୀରେ ପହଞ୍ଚିଥିଲେ। ତାଙ୍କୁ ମନ୍ଦିର ପ୍ରଶାସନିକ ଅଧିକାରୀ ଓ ସେବାୟତଙ୍କ ପକ୍ଷରୁ ମହାପ୍ରଭୁଙ୍କ ଲାଗି ଖଣ୍ଡୁଆ ପ୍ରଦାନ କରାଯାଇ ସ୍ବାଗତ କରାଯାଇଥିଲା। ଏହା ପରେ ସେ ମନ୍ଦରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ଦର୍ଶନ କରିସାରିବା ପରେ ସେ ଶ୍ରୀ ମନ୍ଦିର କାର୍ଯ୍ଯାଳଯକୁ ଯାୟୀ ଦାୟିତ୍ବ ଗ୍ରହଣ କରିଛନ୍ତି।

ସୂଚନା ଅନୁଯାୟୀ, ବର୍ତ୍ତମାନ ରାଜ୍ୟ ସରକାରଙ୍କ ଖାଦ୍ୟ ଓ ଯୋଗାଣ ବିଭାଗର ପ୍ରମୁଖ ସଚିବ ପଦରେ ଅଛନ୍ତି ଆଇଏଏସ୍ ବୀର ବିକ୍ରମ ଯାଦବ । ବର୍ତ୍ତମାନ ଏହି ଦାୟିତ୍ୱ ସହିତ ସେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ମଧ୍ୟ ତୁଲାଇବେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର