ଆଜି ମହାପ୍ରଭୁଙ୍କ ବନକଲାଗି: ଅପରାହ୍ଣ ସାଢ଼େ ୪ଟାରୁ ରାତି ସାଢ଼େ ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

The Sakala Picture
Published On

ପୁରୀ: ଶ୍ରୀମନ୍ଦିରରେ ବୁଧବାର ଆର୍ଥାତ ଆଜି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ସାଢ଼େ ୪ଟାରୁ ରାତି ସାଢ଼େ ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର […]

ପୁରୀ: ଶ୍ରୀମନ୍ଦିରରେ ବୁଧବାର ଆର୍ଥାତ ଆଜି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ସାଢ଼େ ୪ଟାରୁ ରାତି ସାଢ଼େ ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।

ଆହୁରି ପଢ଼ନ୍ତୁ: ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ କ୍ଷୋଭ: ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେବ ଶ୍ରୀମନ୍ଦିର ପରିଚାଳନା କମିଟି

25 May 2022 By The Sakala

ଆଜି ମହାପ୍ରଭୁଙ୍କ ବନକଲାଗି: ଅପରାହ୍ଣ ସାଢ଼େ ୪ଟାରୁ ରାତି ସାଢ଼େ ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ବୁଧବାର ଆର୍ଥାତ ଆଜି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ସାଢ଼େ ୪ଟାରୁ ରାତି ସାଢ଼େ ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର