ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ, ଅନ୍ଯବାରରେ ସକାଳ ୬ଟାରୁ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ

The Sakala Picture
Published On

ପୁରୀ: ଏଣିକି ସକାଳ ୬ଟାରୁ ଜଗା ଦର୍ଶନ କରିବେ ଭକ୍ତ। ଏହାସହ କାଲିଠୁ ସବୁ ରବିବାର ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ପ୍ରତି ରବିବାର ମନ୍ଦିର ସାନିଟାଇଜ ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଅନ୍ୟ ବାରରେ ସକାଳ ୬ଟାରୁ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ ବୋଲି ପ୍ରଶାସନ ନିଷ୍ପତ୍ତି ନେଇଛି। ଏ ନେଇ ଶ୍ରୀମନ୍ଦିର ପକ୍ଷରୁ ନୂଆ ଏସଓପି ଜାରି ହୋଇଛି। ସପ୍ତାହରେ ୨ ଥର ରାତିରେ ମନ୍ଦିର ବନ୍ଦ ପରେ ମନ୍ଦିରକୁ ସାନିଟାଇଜ […]

ପୁରୀ: ଏଣିକି ସକାଳ ୬ଟାରୁ ଜଗା ଦର୍ଶନ କରିବେ ଭକ୍ତ। ଏହାସହ କାଲିଠୁ ସବୁ ରବିବାର ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ପ୍ରତି ରବିବାର ମନ୍ଦିର ସାନିଟାଇଜ ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଅନ୍ୟ ବାରରେ ସକାଳ ୬ଟାରୁ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ ବୋଲି ପ୍ରଶାସନ ନିଷ୍ପତ୍ତି ନେଇଛି। ଏ ନେଇ ଶ୍ରୀମନ୍ଦିର ପକ୍ଷରୁ ନୂଆ ଏସଓପି ଜାରି ହୋଇଛି।

ଆହୁରି ପଢ଼ନ୍ତୁ: ପୁରୀ ବ୍ରିକ୍ସ ସମ୍ମିଳନୀକୁ ପ୍ରଶଂସା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ସପ୍ତାହରେ ୨ ଥର ରାତିରେ ମନ୍ଦିର ବନ୍ଦ ପରେ ମନ୍ଦିରକୁ ସାନିଟାଇଜ କରାଯିବ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦରେ ଅଭାବନୀୟ ଘଟଣା: ବଜ୍ରାଘାତରେ ୯ ଗାଈ ମୃତ, ୧୧ ଆହତ

03 Apr 2021 By The Sakala

ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ, ଅନ୍ଯବାରରେ ସକାଳ ୬ଟାରୁ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ

ପୁରୀ: ଏଣିକି ସକାଳ ୬ଟାରୁ ଜଗା ଦର୍ଶନ କରିବେ ଭକ୍ତ। ଏହାସହ କାଲିଠୁ ସବୁ ରବିବାର ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ପ୍ରତି ରବିବାର ମନ୍ଦିର ସାନିଟାଇଜ ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଅନ୍ୟ ବାରରେ ସକାଳ ୬ଟାରୁ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ ବୋଲି ପ୍ରଶାସନ ନିଷ୍ପତ୍ତି ନେଇଛି। ଏ ନେଇ ଶ୍ରୀମନ୍ଦିର ପକ୍ଷରୁ ନୂଆ ଏସଓପି ଜାରି ହୋଇଛି।

ସପ୍ତାହରେ ୨ ଥର ରାତିରେ ମନ୍ଦିର ବନ୍ଦ ପରେ ମନ୍ଦିରକୁ ସାନିଟାଇଜ କରାଯିବ ବୋଲି ସୂଚନା ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର