ଆଜିଠୁ ଜନ୍ମବେଦିରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ

The Sakala Picture
Published On

ପୁରୀ: ଜନ୍ମବେଦିରେ ମହାପ୍ରଭୁ । ଆଡ଼ପ ବିଜେ ପରେ ଏବେ ଜନ୍ମବେଦିରେ ପୂଜା ପାଉଛନ୍ତି ଚତୁର୍ଦ୍ଧା ମୂରତି । ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ଦର୍ଶନ ମିଳିବା ସହ ବାହାରିବ ଆଡ଼ପ ଅବଢା । ସକାଳୁ ଦ୍ବାରଫିଟା ଯିବା ପରେ ଭିତର ଶୋଧ, ମଙ୍ଗଳ ଆଳତୀ, ମଇଲମ, ଅବକାଶ ନୀତି କରାଯାଇ ଦୈନନ୍ଦିନ ନୀତିକାନ୍ତି ଅନୁଷ୍ଠିତ ହେବ। ପରେ ଗୋପାଳ ବହ୍ଲବ ପୂଜା, ସକାଳ ଧୂପ ଓ ଭୋଗ ମଣ୍ଡପ ନୀତି ହେବା ସହ ଯାତ୍ରାଙ୍ଗୀ ମହାସ୍ନାନ […]

ପୁରୀ: ଜନ୍ମବେଦିରେ ମହାପ୍ରଭୁ । ଆଡ଼ପ ବିଜେ ପରେ ଏବେ ଜନ୍ମବେଦିରେ ପୂଜା ପାଉଛନ୍ତି ଚତୁର୍ଦ୍ଧା ମୂରତି । ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ଦର୍ଶନ ମିଳିବା ସହ ବାହାରିବ ଆଡ଼ପ ଅବଢା । ସକାଳୁ ଦ୍ବାରଫିଟା ଯିବା ପରେ ଭିତର ଶୋଧ, ମଙ୍ଗଳ ଆଳତୀ, ମଇଲମ, ଅବକାଶ ନୀତି କରାଯାଇ ଦୈନନ୍ଦିନ ନୀତିକାନ୍ତି ଅନୁଷ୍ଠିତ ହେବ। ପରେ ଗୋପାଳ ବହ୍ଲବ ପୂଜା, ସକାଳ ଧୂପ ଓ ଭୋଗ ମଣ୍ଡପ ନୀତି ହେବା ସହ ଯାତ୍ରାଙ୍ଗୀ ମହାସ୍ନାନ ଆଦି ନୀତି କରାଯାଇ ରାତ୍ରୀରେ ବଡ଼ ସିଂହାର ବେଶ ଓ ଭୋଗ ଅନୁଷ୍ଠିତ ହେବ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିରରେ ଆରମ୍ଭ ହେବ 'ଇ-ହୁଣ୍ଡି' ବ୍ୟବସ୍ଥା: ଘରେ ବସି ଶ୍ରୀଜୀଉଙ୍କୁ ଦାନ କରିପାରିବେ ଦେଶବିଦେଶର ଭକ୍ତ

ଆଡ଼ପ ମଣ୍ଡପରେ ଦର୍ଶନର ବିଶେଷ ମହତ୍ତ୍ୱ ରହିଛି । ଗତ ଦୁଇବର୍ଷ ଧରି ଭକ୍ତ ଏହି ଦର୍ଶନରେ ବଞ୍ଚିତ ଥିଲେ । ଏଥର ଅଧିକ ଭକ୍ତଙ୍କ ସମାଗମ ହେବା ଆଶଙ୍କା ଥିବାରୁ ପ୍ରଶାସନ ବ୍ୟାପକ ପ୍ରସ୍ତୁତି କରିଛି । ଆଡ଼ପ ଦର୍ଶନ ଓ ମହାପ୍ରସାଦ ପାଇବା ନେଇ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି।

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦରେ ଅଭାବନୀୟ ଘଟଣା: ବଜ୍ରାଘାତରେ ୯ ଗାଈ ମୃତ, ୧୧ ଆହତ

03 Jul 2022 By The Sakala

ଆଜିଠୁ ଜନ୍ମବେଦିରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ

ପୁରୀ: ଜନ୍ମବେଦିରେ ମହାପ୍ରଭୁ । ଆଡ଼ପ ବିଜେ ପରେ ଏବେ ଜନ୍ମବେଦିରେ ପୂଜା ପାଉଛନ୍ତି ଚତୁର୍ଦ୍ଧା ମୂରତି । ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ଦର୍ଶନ ମିଳିବା ସହ ବାହାରିବ ଆଡ଼ପ ଅବଢା । ସକାଳୁ ଦ୍ବାରଫିଟା ଯିବା ପରେ ଭିତର ଶୋଧ, ମଙ୍ଗଳ ଆଳତୀ, ମଇଲମ, ଅବକାଶ ନୀତି କରାଯାଇ ଦୈନନ୍ଦିନ ନୀତିକାନ୍ତି ଅନୁଷ୍ଠିତ ହେବ। ପରେ ଗୋପାଳ ବହ୍ଲବ ପୂଜା, ସକାଳ ଧୂପ ଓ ଭୋଗ ମଣ୍ଡପ ନୀତି ହେବା ସହ ଯାତ୍ରାଙ୍ଗୀ ମହାସ୍ନାନ ଆଦି ନୀତି କରାଯାଇ ରାତ୍ରୀରେ ବଡ଼ ସିଂହାର ବେଶ ଓ ଭୋଗ ଅନୁଷ୍ଠିତ ହେବ।

ଆଡ଼ପ ମଣ୍ଡପରେ ଦର୍ଶନର ବିଶେଷ ମହତ୍ତ୍ୱ ରହିଛି । ଗତ ଦୁଇବର୍ଷ ଧରି ଭକ୍ତ ଏହି ଦର୍ଶନରେ ବଞ୍ଚିତ ଥିଲେ । ଏଥର ଅଧିକ ଭକ୍ତଙ୍କ ସମାଗମ ହେବା ଆଶଙ୍କା ଥିବାରୁ ପ୍ରଶାସନ ବ୍ୟାପକ ପ୍ରସ୍ତୁତି କରିଛି । ଆଡ଼ପ ଦର୍ଶନ ଓ ମହାପ୍ରସାଦ ପାଇବା ନେଇ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର