ହବିଷ୍ୟାଳିଙ୍କ ପାଇଁ ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ବ୍ୟବସ୍ଥା; ୧୩ ତାରିଖରୁ କରିପାରିବେ ପଞ୍ଜିକରଣ

The Sakala Picture
Published On

ପୁରୀ : ଶ୍ରୀକ୍ଷେତ୍ର ପୁରୀରେ ପ୍ରତିବର୍ଷ ପବିତ୍ର ଧର୍ମ ମାସ କାର୍ତ୍ତିକରେ ‘‘ରାଈଦାମୋଦର ବ୍ରତ’’ ପାଳନ କରିବା ପାଇଁ ରାଜ୍ୟ ସରକାରଙ୍କ ଦ୍ବାରା ବ୍ୟବସ୍ଥା କରାଯାଉଛି । ତେବେ କରୋନା କଟକଣା ଯୋଗୁଁ ଦୀର୍ଘ ଦୁଇବର୍ଷ ପରେ ପୁନର୍ବାର ଚଳିତ ବର୍ଷ ସ୍ଥାୟୀ ହବିଷ୍ୟାଳି ଶିବିରର ବ୍ୟବସ୍ଥା ହୋଇଥିବା ବେଳେ ମୁଖ୍ୟତଃ ହବିଷ୍ୟାଳୀ ମାନଙ୍କ ରହଣି,ଶ୍ରୀଜଗନ୍ନାଥ ଦର୍ଶନ, ମହାପ୍ରସାଦ ସେବନ, ଭଜନ କୀର୍ତନ ଏବଂ ଅନ୍ୟାନ୍ୟ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା କରାଯାଇଛି । ଏନେଇ ପଞ୍ଜିକରଣ ପ୍ରକ୍ରିୟା […]

ପୁରୀ : ଶ୍ରୀକ୍ଷେତ୍ର ପୁରୀରେ ପ୍ରତିବର୍ଷ ପବିତ୍ର ଧର୍ମ ମାସ କାର୍ତ୍ତିକରେ ‘‘ରାଈଦାମୋଦର ବ୍ରତ’’ ପାଳନ କରିବା ପାଇଁ ରାଜ୍ୟ ସରକାରଙ୍କ ଦ୍ବାରା ବ୍ୟବସ୍ଥା କରାଯାଉଛି । ତେବେ କରୋନା କଟକଣା ଯୋଗୁଁ ଦୀର୍ଘ ଦୁଇବର୍ଷ ପରେ ପୁନର୍ବାର ଚଳିତ ବର୍ଷ ସ୍ଥାୟୀ ହବିଷ୍ୟାଳି ଶିବିରର ବ୍ୟବସ୍ଥା ହୋଇଥିବା ବେଳେ ମୁଖ୍ୟତଃ ହବିଷ୍ୟାଳୀ ମାନଙ୍କ ରହଣି,ଶ୍ରୀଜଗନ୍ନାଥ ଦର୍ଶନ, ମହାପ୍ରସାଦ ସେବନ, ଭଜନ କୀର୍ତନ ଏବଂ ଅନ୍ୟାନ୍ୟ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ଏନେଇ ପଞ୍ଜିକରଣ ପ୍ରକ୍ରିୟା ପାଇଁ ରାଜ୍ୟସରକାର ତଥା ଜିଲ୍ଲା ପ୍ରଶାସନ ପକ୍ଷରୁ ବିଧିବଦ୍ଧ ଭାବେ ତାରିଖ ଘୋଷଣା ହୋଇଯାଇଛି। ଆଗ୍ରହୀ ମା’ ମାନେ ସେପ୍ଟେମ୍ବର ୧୩ ତାରିଖ ଠାରୁ ସେପ୍ଟେମ୍ବର ୨୯ ତାରିଖ ୨୦୨୨ମଧ୍ୟରେ ନିଜ ଜିଲ୍ଲାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କିମ୍ବା ହ୍ବାଟସ୍‌ଆପ ନମ୍ବର ୯୪୩୭୩୩୩୮୨୩ ରେ ନିଜର ପଞ୍ଜିକରଣ କରାଇ ପାରିବେ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର