ବାଙ୍କଚୁଡ଼ ବେଶରେ ମହାପ୍ରଭୁ; ଦର୍ଶନର ଲାଭ ଉଠାଉଛନ୍ତି ଭକ୍ତ

The Sakala Picture
Published On

ପୁରୀ: କାର୍ତ୍ତିକ ମାସ ଶୁକ୍ଳପକ୍ଷ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଅତ୍ୟନ୍ତ ଚିତାକର୍ଷକ ବାଙ୍କଚୁଡ଼ ବେଶ ଅନୁଷ୍ଠିତ ହୋଇଛି । ସମସ୍ତ ନୀତିକାନ୍ତି ବଢ଼ି ଅବକାଶ ନୀତି ପରେ ମହାପ୍ରଭୁ ବାଙ୍କଚୂଡ଼ ବେଶରେ ଦର୍ଶନ ଦେଉଛନ୍ତି । ତେବେ ଆଜିର ଦିନରେ ମହାପ୍ରଭୁଙ୍କ ଏହି ଚିତାକର୍ଷକ ବେଶ ଯିଏ ଦର୍ଶନ କରିଥାନ୍ତି, ତାଙ୍କୁ ଅପାର ଆନନ୍ଦ ଲାଭ ସହ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତିମିଳେ ବୋଲି ବିଶ୍ୱାସ ରହିଛି । ଯେତେବେଳେ ଅକ୍ରୁର ଶ୍ରୀକୃଷ୍ଣ […]

ପୁରୀ: କାର୍ତ୍ତିକ ମାସ ଶୁକ୍ଳପକ୍ଷ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଅତ୍ୟନ୍ତ ଚିତାକର୍ଷକ ବାଙ୍କଚୁଡ଼ ବେଶ ଅନୁଷ୍ଠିତ ହୋଇଛି । ସମସ୍ତ ନୀତିକାନ୍ତି ବଢ଼ି ଅବକାଶ ନୀତି ପରେ ମହାପ୍ରଭୁ ବାଙ୍କଚୂଡ଼ ବେଶରେ ଦର୍ଶନ ଦେଉଛନ୍ତି । ତେବେ ଆଜିର ଦିନରେ ମହାପ୍ରଭୁଙ୍କ ଏହି ଚିତାକର୍ଷକ ବେଶ ଯିଏ ଦର୍ଶନ କରିଥାନ୍ତି, ତାଙ୍କୁ ଅପାର ଆନନ୍ଦ ଲାଭ ସହ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତିମିଳେ ବୋଲି ବିଶ୍ୱାସ ରହିଛି ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ଯେତେବେଳେ ଅକ୍ରୁର ଶ୍ରୀକୃଷ୍ଣ ଓ ବଳରାମଙ୍କୁ ମଥୁରାକୁ ଆଣିବାକୁ ଗୋପପୁରକୁ ଯାଇଥିଲେ ସେ ସମୟରେ ବ୍ରଜ ଦାଣ୍ଡରେ ଶ୍ରୀକୃଷ୍ଣଙ୍କୁ ଏହି ବେଶରେ ଦର୍ଶନ କରିଥିଲେ ଅକ୍ରୁର । ସେହି ସ୍ମୃତିରେ ଏହି ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଆସୁଛି । ଏହି ବେଶରେ ଠାକୁର ମାନେ ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି । ଚୁଡା ମଧ୍ୟ ଧାରଣ କରିଥାନ୍ତି । ମସ୍ତକରେ ଏହି ଚୁଡା ବା ଚୁଳ ଦକ୍ଷିଣ ଦିଗକୁ ଢଳି ରହିଥାଏ । ଏଣୁ ମହାପ୍ରଭୁଙ୍କ ଏହି ବେଶକୁ ବାଙ୍କଚୁଡ଼ ବେଶ କୁହାଯାଏ ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

05 Nov 2022 By The Sakala

ବାଙ୍କଚୁଡ଼ ବେଶରେ ମହାପ୍ରଭୁ; ଦର୍ଶନର ଲାଭ ଉଠାଉଛନ୍ତି ଭକ୍ତ

ପୁରୀ: କାର୍ତ୍ତିକ ମାସ ଶୁକ୍ଳପକ୍ଷ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଅତ୍ୟନ୍ତ ଚିତାକର୍ଷକ ବାଙ୍କଚୁଡ଼ ବେଶ ଅନୁଷ୍ଠିତ ହୋଇଛି । ସମସ୍ତ ନୀତିକାନ୍ତି ବଢ଼ି ଅବକାଶ ନୀତି ପରେ ମହାପ୍ରଭୁ ବାଙ୍କଚୂଡ଼ ବେଶରେ ଦର୍ଶନ ଦେଉଛନ୍ତି । ତେବେ ଆଜିର ଦିନରେ ମହାପ୍ରଭୁଙ୍କ ଏହି ଚିତାକର୍ଷକ ବେଶ ଯିଏ ଦର୍ଶନ କରିଥାନ୍ତି, ତାଙ୍କୁ ଅପାର ଆନନ୍ଦ ଲାଭ ସହ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତିମିଳେ ବୋଲି ବିଶ୍ୱାସ ରହିଛି ।

ଯେତେବେଳେ ଅକ୍ରୁର ଶ୍ରୀକୃଷ୍ଣ ଓ ବଳରାମଙ୍କୁ ମଥୁରାକୁ ଆଣିବାକୁ ଗୋପପୁରକୁ ଯାଇଥିଲେ ସେ ସମୟରେ ବ୍ରଜ ଦାଣ୍ଡରେ ଶ୍ରୀକୃଷ୍ଣଙ୍କୁ ଏହି ବେଶରେ ଦର୍ଶନ କରିଥିଲେ ଅକ୍ରୁର । ସେହି ସ୍ମୃତିରେ ଏହି ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଆସୁଛି । ଏହି ବେଶରେ ଠାକୁର ମାନେ ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି । ଚୁଡା ମଧ୍ୟ ଧାରଣ କରିଥାନ୍ତି । ମସ୍ତକରେ ଏହି ଚୁଡା ବା ଚୁଳ ଦକ୍ଷିଣ ଦିଗକୁ ଢଳି ରହିଥାଏ । ଏଣୁ ମହାପ୍ରଭୁଙ୍କ ଏହି ବେଶକୁ ବାଙ୍କଚୁଡ଼ ବେଶ କୁହାଯାଏ ।

https://www.thesakala.in/latest-odisha-news/puri/mahaprabhu-in-bankachuda-besha/article-16309
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର