ରଥଯାତ୍ରାବେଳେ ପୁରୀରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ

The Sakala Picture
Published On

ପୁରୀ: ଶ୍ରୀଜିଉଙ୍କ ରଥଯାତ୍ରା ବେଳେ ଶ୍ରୀକ୍ଷେତ୍ର ପୁରୀରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଭିଡ ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା ଦାୟିତ୍ଵରେ ରହିବେ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ । ଏନେଇ ପୁରୀ ପୋଲିସ ପକ୍ଷରୁ ପ୍ରସ୍ତୁତ ହୋଇଛି ସ୍ବତନ୍ତ୍ର ବ୍ଲୁପ୍ରିଣ୍ଟ । ଆସନ୍ତା ୨୦ରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାବେଳେ ଆଜି ପୋଲିସ ଏଡିଜି ଅମିତାଭ ଠାକୁରଙ୍କ ଅଧ୍ୟକ୍ଷତାରେ ପୁରୀ ଏସପିଙ୍କ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ […]

ପୁରୀ: ଶ୍ରୀଜିଉଙ୍କ ରଥଯାତ୍ରା ବେଳେ ଶ୍ରୀକ୍ଷେତ୍ର ପୁରୀରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଭିଡ ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା ଦାୟିତ୍ଵରେ ରହିବେ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ । ଏନେଇ ପୁରୀ ପୋଲିସ ପକ୍ଷରୁ ପ୍ରସ୍ତୁତ ହୋଇଛି ସ୍ବତନ୍ତ୍ର ବ୍ଲୁପ୍ରିଣ୍ଟ । ଆସନ୍ତା ୨୦ରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାବେଳେ ଆଜି ପୋଲିସ ଏଡିଜି ଅମିତାଭ ଠାକୁରଙ୍କ ଅଧ୍ୟକ୍ଷତାରେ ପୁରୀ ଏସପିଙ୍କ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

ବୈଠକରେ ଜନଗହଳି ନିୟନ୍ତ୍ରଣ ସହ ଟ୍ରାଫିକ ସୁପରିଚାଳନା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି । କେବଳ ଭିଡ ନିୟନ୍ତ୍ରଣ ଓ ଟ୍ରାଫିକ ସୁପରିଚାଳନା ପାଇଁ ସ୍ବତନ୍ତ୍ର ଭାବେ ୪୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ଏଥିସହ ପୁରୀ ସହର, ଶ୍ରୀମନ୍ଦିର ଭିତର, ବାହାର ଓ ଏହାର ଚତୁଃପାର୍ଶ୍ଵ ସହ ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ସିସିଟିଭି କ୍ୟାମେରା, ପୋଲିସ କଣ୍ଟ୍ରୋଲ ରୁମ୍ ସହ ଅନ୍ୟାନ୍ୟ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଥିବା କହିଛନ୍ତି ଏଡିଜି । ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ, ଆଡିସନାଲ୍ ସିପି ଉମାଶଙ୍କର ଦାସ, ଡିଆଇଜି ଅଖିଳେଶ୍ବର ସିଂଙ୍କ ସହ ଜଗତସିଂହପୁର ଓ ପୁରୀ ଏସପି ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

08 Jun 2023 By The Sakala

ରଥଯାତ୍ରାବେଳେ ପୁରୀରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ: ଶ୍ରୀଜିଉଙ୍କ ରଥଯାତ୍ରା ବେଳେ ଶ୍ରୀକ୍ଷେତ୍ର ପୁରୀରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଭିଡ ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା ଦାୟିତ୍ଵରେ ରହିବେ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ । ଏନେଇ ପୁରୀ ପୋଲିସ ପକ୍ଷରୁ ପ୍ରସ୍ତୁତ ହୋଇଛି ସ୍ବତନ୍ତ୍ର ବ୍ଲୁପ୍ରିଣ୍ଟ । ଆସନ୍ତା ୨୦ରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାବେଳେ ଆଜି ପୋଲିସ ଏଡିଜି ଅମିତାଭ ଠାକୁରଙ୍କ ଅଧ୍ୟକ୍ଷତାରେ ପୁରୀ ଏସପିଙ୍କ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ବୈଠକରେ ଜନଗହଳି ନିୟନ୍ତ୍ରଣ ସହ ଟ୍ରାଫିକ ସୁପରିଚାଳନା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି । କେବଳ ଭିଡ ନିୟନ୍ତ୍ରଣ ଓ ଟ୍ରାଫିକ ସୁପରିଚାଳନା ପାଇଁ ସ୍ବତନ୍ତ୍ର ଭାବେ ୪୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ଏଥିସହ ପୁରୀ ସହର, ଶ୍ରୀମନ୍ଦିର ଭିତର, ବାହାର ଓ ଏହାର ଚତୁଃପାର୍ଶ୍ଵ ସହ ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ସିସିଟିଭି କ୍ୟାମେରା, ପୋଲିସ କଣ୍ଟ୍ରୋଲ ରୁମ୍ ସହ ଅନ୍ୟାନ୍ୟ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଥିବା କହିଛନ୍ତି ଏଡିଜି । ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ, ଆଡିସନାଲ୍ ସିପି ଉମାଶଙ୍କର ଦାସ, ଡିଆଇଜି ଅଖିଳେଶ୍ବର ସିଂଙ୍କ ସହ ଜଗତସିଂହପୁର ଓ ପୁରୀ ଏସପି ଉପସ୍ଥିତ ଥିଲେ ।

https://www.thesakala.in/latest-odisha-news/puri/180-platoon-police-force-will-be-deployed-in-puri-during-ratha-yatra/article-22423
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର