ଓଡ଼ିଶାରେ ଚାଲିବାକୁ ଥିବା ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ ଆରମ୍ଭ

The Sakala Picture
Published On

ପୁରୀ: ଓଡ଼ିଶାରେ ଗଡ଼ିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ। ପୁରୀରୁ ତାଳଚେର ମଧ୍ୟରେ କରାଯାଇଛି ଟ୍ରାଏଲ ରନ୍ । ଟ୍ରାଏଲ ରନ୍ ବେଳେ ଖୋର୍ଦ୍ଧା, ଭୁବନେଶ୍ୱର, କଟକ ଓ ଢ଼େଙ୍କାନାଳ ଷ୍ଟେସନରେ ମାତ୍ର ୨ ମିନିଟ୍ ଲେଖାଏଁ ରହିଥିଲା ଏହି ଟ୍ରେନ୍ । ପୁରୀ ଷ୍ଟେସନରୁ ସକାଳ ୯ଟା ୩୦ରେ ବାହାରି ଦିନ ୧୨ଟା ୩୦ରେ ତାଳଚେରରେ ପହଞ୍ଚି ଥିଲା ବନ୍ଦେ ଭାରତ ଏକ୍ସପ୍ରେସ । ଏହି ଟ୍ରେନର ଚଳପ୍ରଚଳ ଦ୍ଵାରା ଉପକୃତ ହେବେ ପଶ୍ଚିମ ଓଡ଼ିଶାବାସୀ । […]

ପୁରୀ: ଓଡ଼ିଶାରେ ଗଡ଼ିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ। ପୁରୀରୁ ତାଳଚେର ମଧ୍ୟରେ କରାଯାଇଛି ଟ୍ରାଏଲ ରନ୍ । ଟ୍ରାଏଲ ରନ୍ ବେଳେ ଖୋର୍ଦ୍ଧା, ଭୁବନେଶ୍ୱର, କଟକ ଓ ଢ଼େଙ୍କାନାଳ ଷ୍ଟେସନରେ ମାତ୍ର ୨ ମିନିଟ୍ ଲେଖାଏଁ ରହିଥିଲା ଏହି ଟ୍ରେନ୍ । ପୁରୀ ଷ୍ଟେସନରୁ ସକାଳ ୯ଟା ୩୦ରେ ବାହାରି ଦିନ ୧୨ଟା ୩୦ରେ ତାଳଚେରରେ ପହଞ୍ଚି ଥିଲା ବନ୍ଦେ ଭାରତ ଏକ୍ସପ୍ରେସ । ଏହି ଟ୍ରେନର ଚଳପ୍ରଚଳ ଦ୍ଵାରା ଉପକୃତ ହେବେ ପଶ୍ଚିମ ଓଡ଼ିଶାବାସୀ ।  ଯାହାକୁ ଭର୍ଚୁଆଲରେ ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

ଆହୁରି ପଢ଼ନ୍ତୁ: ସାନସୀମା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ଭାବବିହ୍ୱଳ ବିଦାୟ ସମ୍ବର୍ଦ୍ଧନା

11 Sep 2023 By The Sakala

ଓଡ଼ିଶାରେ ଚାଲିବାକୁ ଥିବା ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ ଆରମ୍ଭ

ପୁରୀ: ଓଡ଼ିଶାରେ ଗଡ଼ିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ। ପୁରୀରୁ ତାଳଚେର ମଧ୍ୟରେ କରାଯାଇଛି ଟ୍ରାଏଲ ରନ୍ । ଟ୍ରାଏଲ ରନ୍ ବେଳେ ଖୋର୍ଦ୍ଧା, ଭୁବନେଶ୍ୱର, କଟକ ଓ ଢ଼େଙ୍କାନାଳ ଷ୍ଟେସନରେ ମାତ୍ର ୨ ମିନିଟ୍ ଲେଖାଏଁ ରହିଥିଲା ଏହି ଟ୍ରେନ୍ । ପୁରୀ ଷ୍ଟେସନରୁ ସକାଳ ୯ଟା ୩୦ରେ ବାହାରି ଦିନ ୧୨ଟା ୩୦ରେ ତାଳଚେରରେ ପହଞ୍ଚି ଥିଲା ବନ୍ଦେ ଭାରତ ଏକ୍ସପ୍ରେସ । ଏହି ଟ୍ରେନର ଚଳପ୍ରଚଳ ଦ୍ଵାରା ଉପକୃତ ହେବେ ପଶ୍ଚିମ ଓଡ଼ିଶାବାସୀ ।  ଯାହାକୁ ଭର୍ଚୁଆଲରେ ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

https://www.thesakala.in/latest-odisha-news/puri/trial-run-of-bharat-express-has-started-at-the-second-station-to-be-run-in-odisha/article-25319
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର