ଭିତରକାଠ ନିକଟରେ ରକ୍ତଛିଟା, ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ

The Sakala Picture
Published On

ପୁରୀ: ଶ୍ରୀମନ୍ଦିରରେ ଅଘଟଣ। ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ।  ଭିତରକାଠ ନିକଟରେ ରକ୍ତଛିଟା ପଡିବାରୁ ମହାପ୍ରଭୁଙ୍କର ହେଲା ବଡମହାସ୍ନାନ। ମଙ୍ଗଳାଳତି ପୂର୍ବରୁ ମହାସ୍ନାନ ହେଲେ ମହାପ୍ରଭୁ। ସକାଳ ୫ଟା ୨୧ରେ  ସିଂହଦ୍ଵାର ଫିଟିବା ପରେ ପ୍ରଥମେ ସେବାୟତ ଘରର ମହିଳାମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବେଶ କରିଥିଲେ। ଭିତରକାଠ ନିକଟ ଧୁକୁଡି ଦ୍ୱାର ନିକଟରେ ଜଣେ ସେବାୟତ ମହିଳାଙ୍କ ଆଙ୍ଗୁଠିରୁ ରକ୍ତଛିଟା ଲାଗିଥିଲା। ଏଥିପାଇଁ  ମଙ୍ଗଳାଳତି ପୂର୍ବରୁ ନୀତିକାନ୍ତି ବନ୍ଦକରାଯାଇଥିଲା । ପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ […]

ପୁରୀ: ଶ୍ରୀମନ୍ଦିରରେ ଅଘଟଣ। ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ।  ଭିତରକାଠ ନିକଟରେ ରକ୍ତଛିଟା ପଡିବାରୁ ମହାପ୍ରଭୁଙ୍କର ହେଲା ବଡମହାସ୍ନାନ। ମଙ୍ଗଳାଳତି ପୂର୍ବରୁ ମହାସ୍ନାନ ହେଲେ ମହାପ୍ରଭୁ। ସକାଳ ୫ଟା ୨୧ରେ  ସିଂହଦ୍ଵାର ଫିଟିବା ପରେ ପ୍ରଥମେ ସେବାୟତ ଘରର ମହିଳାମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବେଶ କରିଥିଲେ। ଭିତରକାଠ ନିକଟ ଧୁକୁଡି ଦ୍ୱାର ନିକଟରେ ଜଣେ ସେବାୟତ ମହିଳାଙ୍କ ଆଙ୍ଗୁଠିରୁ ରକ୍ତଛିଟା ଲାଗିଥିଲା। ଏଥିପାଇଁ  ମଙ୍ଗଳାଳତି ପୂର୍ବରୁ ନୀତିକାନ୍ତି ବନ୍ଦକରାଯାଇଥିଲା । ପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହେବା ପରେ ନୀତି ଆଗକୁ ବଢିଛି। ଏବେ ଦର୍ଶନ ବ୍ୟବସ୍ଥା ସ୍ୱାଭାବିକ ହୋଇଛି ।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର