୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଶ୍ରୀଜିଉ

The Sakala Picture
Published On

ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ରତ୍ନବେଦୀ ଛାଡ଼ି ସ୍ନାନ ବେଦୀରେ ଶ୍ରୀଜିଉ। ସ୍ନାନବେଦୀ ମହାପ୍ରଭୂଙ୍କ ସ୍ନାନ ନୀତି ସଂପର୍ଣ୍ଣ ହୋଇଛି। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି ଶ୍ରୀଜିଉ। ମହାସ୍ନାନ ପରେ ଶ୍ରୀଜିଉଙ୍କ ହାତୀବେଶ ଦର୍ଶନ ଅନୁଷ୍ଠିତ ହେବ। ଅତ୍ୟଧିକ ସ୍ନାନ ଯୋଗୁଁ ମହାପ୍ରଭୁ ଜ୍ବରରେ ପୀଡିତ ହୋଇ ଅଣସର ଘରେ ଅବସ୍ଥାନ କରିବେ। ଅଣସର ଘରେ ଗୁପ୍ତ ସେବା ଉପଚାର ଆଗାମୀ ୧୫ଦିନ ଧରି ଜାରି ରହିବ। ଚଳିତ ବର୍ଷ କରୋନା କଟକଣା ଯୋଗୁଁ […]

ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ରତ୍ନବେଦୀ ଛାଡ଼ି ସ୍ନାନ ବେଦୀରେ ଶ୍ରୀଜିଉ। ସ୍ନାନବେଦୀ ମହାପ୍ରଭୂଙ୍କ ସ୍ନାନ ନୀତି ସଂପର୍ଣ୍ଣ ହୋଇଛି। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି ଶ୍ରୀଜିଉ। ମହାସ୍ନାନ ପରେ ଶ୍ରୀଜିଉଙ୍କ ହାତୀବେଶ ଦର୍ଶନ ଅନୁଷ୍ଠିତ ହେବ। ଅତ୍ୟଧିକ ସ୍ନାନ ଯୋଗୁଁ ମହାପ୍ରଭୁ ଜ୍ବରରେ ପୀଡିତ ହୋଇ ଅଣସର ଘରେ ଅବସ୍ଥାନ କରିବେ। ଅଣସର ଘରେ ଗୁପ୍ତ ସେବା ଉପଚାର ଆଗାମୀ ୧୫ଦିନ ଧରି ଜାରି ରହିବ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

ଚଳିତ ବର୍ଷ କରୋନା କଟକଣା ଯୋଗୁଁ ବିନା ଭକ୍ତରେ ସ୍ନାନ ପୁର୍ଣିମା ନୀତି କରାଯାଉଛି। ସ୍ନାନ ପୂର୍ଣ୍ଣିମା ପାଇଁ ସହରର ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ସୁରକ୍ଷା ବ୍ୟବସ୍ଥା ଲାଗି ସହରକୁ ୬ଟି ଜୋନରେ ବିଭକ୍ତ କରାଯାଇଛି। ୫ ଜଣ ଅତିରିକ୍ତ ଏସପି, ୩୫ ପ୍ଲାଟୁନ ଫୋର୍ସ, ୨୩ ଡିଏସ୍ପି, ୪୧ରୁ ଅଧିକ ଇନ୍ସପେକ୍ଟର ଓ ୧୫୦ରୁ ଅଧିକ ଅଧିକାରୀ ମୁତୟନ ହୋଇଛନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱ, ବଡ଼ଦାଣ୍ଡ ଓ ପୁରୀ ପ୍ରବେଶ ପଥରେ ୧୫ଟି ସିସିଟିଭି କ୍ୟାମେରା ଲାଗିଛି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

24 Jun 2021 By The Sakala

୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଶ୍ରୀଜିଉ

ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ରତ୍ନବେଦୀ ଛାଡ଼ି ସ୍ନାନ ବେଦୀରେ ଶ୍ରୀଜିଉ। ସ୍ନାନବେଦୀ ମହାପ୍ରଭୂଙ୍କ ସ୍ନାନ ନୀତି ସଂପର୍ଣ୍ଣ ହୋଇଛି। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି ଶ୍ରୀଜିଉ। ମହାସ୍ନାନ ପରେ ଶ୍ରୀଜିଉଙ୍କ ହାତୀବେଶ ଦର୍ଶନ ଅନୁଷ୍ଠିତ ହେବ। ଅତ୍ୟଧିକ ସ୍ନାନ ଯୋଗୁଁ ମହାପ୍ରଭୁ ଜ୍ବରରେ ପୀଡିତ ହୋଇ ଅଣସର ଘରେ ଅବସ୍ଥାନ କରିବେ। ଅଣସର ଘରେ ଗୁପ୍ତ ସେବା ଉପଚାର ଆଗାମୀ ୧୫ଦିନ ଧରି ଜାରି ରହିବ।

ଚଳିତ ବର୍ଷ କରୋନା କଟକଣା ଯୋଗୁଁ ବିନା ଭକ୍ତରେ ସ୍ନାନ ପୁର୍ଣିମା ନୀତି କରାଯାଉଛି। ସ୍ନାନ ପୂର୍ଣ୍ଣିମା ପାଇଁ ସହରର ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ସୁରକ୍ଷା ବ୍ୟବସ୍ଥା ଲାଗି ସହରକୁ ୬ଟି ଜୋନରେ ବିଭକ୍ତ କରାଯାଇଛି। ୫ ଜଣ ଅତିରିକ୍ତ ଏସପି, ୩୫ ପ୍ଲାଟୁନ ଫୋର୍ସ, ୨୩ ଡିଏସ୍ପି, ୪୧ରୁ ଅଧିକ ଇନ୍ସପେକ୍ଟର ଓ ୧୫୦ରୁ ଅଧିକ ଅଧିକାରୀ ମୁତୟନ ହୋଇଛନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱ, ବଡ଼ଦାଣ୍ଡ ଓ ପୁରୀ ପ୍ରବେଶ ପଥରେ ୧୫ଟି ସିସିଟିଭି କ୍ୟାମେରା ଲାଗିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର