ଖୋଲିଲା ରତ୍ନଭଣ୍ଡାର

The Sakala Picture
Published On

ପୁରୀ: ଆରମ୍ଭ ହେଲା ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା । ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲାଯାଇଛି। ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଯାଇଥିବା ସୂଚନା ମିଳିଛି।  ଆଜି କେବଳ ରତ୍ନଭଣ୍ଡାର ଯାଞ୍ଚ ହେବ।  ରତ୍ନ ଅଳଙ୍କାର ଗଣତି ହେବନାହିଁ । ରତ୍ନଭଣ୍ଡାର ଭିତରକୁ ୧୧ ଜଣ ସଦସ୍ୟ ଯାଇଛନ୍ତି।  ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏଏସଆଇ ଅଧିକ୍ଷକ , ରତ୍ନଭଣ୍ଡାର ସବ୍ କମିଟିର ଜଣେ , ହାଇଲେବୁଲ୍ କମିଟିର ଦୁଇ ଜଣ ସଦସ୍ୟ ,  ଗଜପତି […]

ପୁରୀ: ଆରମ୍ଭ ହେଲା ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା । ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲାଯାଇଛି। ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଯାଇଥିବା ସୂଚନା ମିଳିଛି।  ଆଜି କେବଳ ରତ୍ନଭଣ୍ଡାର ଯାଞ୍ଚ ହେବ।  ରତ୍ନ ଅଳଙ୍କାର ଗଣତି ହେବନାହିଁ ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

ରତ୍ନଭଣ୍ଡାର ଭିତରକୁ ୧୧ ଜଣ ସଦସ୍ୟ ଯାଇଛନ୍ତି।  ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏଏସଆଇ ଅଧିକ୍ଷକ , ରତ୍ନଭଣ୍ଡାର ସବ୍ କମିଟିର ଜଣେ , ହାଇଲେବୁଲ୍ କମିଟିର ଦୁଇ ଜଣ ସଦସ୍ୟ ,  ଗଜପତି ମହାରାଜାଙ୍କ ପ୍ରତିନିଧି, ପାଟ୍ଟଯୋଶୀ ମହାପାତ୍ର , ଭଣ୍ଡାର ମେକାପ, ଚଢାଉ କରଣ ଓ ଦେଉଳ କରଣ ରତ୍ନଭଣ୍ଡାର ଭିତରକୁ ଯାଇଛନ୍ତି। ୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲାଯାଇଛି। ଶେଷଥର ପାଇଁ ୧୯୭୮ ମସିହାରେ ଭିତର ରତ୍ନଭଣ୍ଡାର ଖୋଲିଥିଲା।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ଏଣେ ପୁରୀରେ ପହଞ୍ଚିଛି ୬ଟି ସିନ୍ଦୁକ। ରବିବାର ରତ୍ନଭଣ୍ଡାରର ଅଳଙ୍କାରକୁ ରଖିବା ପାଇଁ ପୁରୀରେ ପହଞ୍ଚିଛି ୬ଟି ସିନ୍ଦୁକ। ତେବେ ପ୍ରାଥମିକ ସୂଚନା ମୁତାବକ, ଶାଗୁଆନ୍ କାଠରେ ଏହି ସିନ୍ଦୁକକୁ ପ୍ରସ୍ତୁତ କରାଯାଇଛି। ତା ସହ ଏଥିରେ ପିତ୍ତଳର ଲେପ ମଧ୍ୟ ଦିଆଯାଇଛି। ରତ୍ନଭଣ୍ଡାରର ଅଳଙ୍କାର ସବୁକୁ ଏହି ସିନ୍ଦୁକରେ ରଖାଯିବ ବୋଲି କୁହାଯାଉଛି। ବର୍ତ୍ତମାନ ଏହି ସିନ୍ଦୁକକୁ ଶ୍ରୀମନ୍ଦିର ଭିତରକୁ ନିଆଯାଉଛି। ଏଥିସହ ତାଲା ଭାଙ୍ଗିବାକୁ କଟର୍ ମେସିନ୍ ମଧ୍ୟ ଯାଇଛି।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

14 Jul 2024 By The Sakala

ଖୋଲିଲା ରତ୍ନଭଣ୍ଡାର

ପୁରୀ: ଆରମ୍ଭ ହେଲା ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା । ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲାଯାଇଛି। ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଯାଇଥିବା ସୂଚନା ମିଳିଛି।  ଆଜି କେବଳ ରତ୍ନଭଣ୍ଡାର ଯାଞ୍ଚ ହେବ।  ରତ୍ନ ଅଳଙ୍କାର ଗଣତି ହେବନାହିଁ ।

ରତ୍ନଭଣ୍ଡାର ଭିତରକୁ ୧୧ ଜଣ ସଦସ୍ୟ ଯାଇଛନ୍ତି।  ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏଏସଆଇ ଅଧିକ୍ଷକ , ରତ୍ନଭଣ୍ଡାର ସବ୍ କମିଟିର ଜଣେ , ହାଇଲେବୁଲ୍ କମିଟିର ଦୁଇ ଜଣ ସଦସ୍ୟ ,  ଗଜପତି ମହାରାଜାଙ୍କ ପ୍ରତିନିଧି, ପାଟ୍ଟଯୋଶୀ ମହାପାତ୍ର , ଭଣ୍ଡାର ମେକାପ, ଚଢାଉ କରଣ ଓ ଦେଉଳ କରଣ ରତ୍ନଭଣ୍ଡାର ଭିତରକୁ ଯାଇଛନ୍ତି। ୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲାଯାଇଛି। ଶେଷଥର ପାଇଁ ୧୯୭୮ ମସିହାରେ ଭିତର ରତ୍ନଭଣ୍ଡାର ଖୋଲିଥିଲା।

ଏଣେ ପୁରୀରେ ପହଞ୍ଚିଛି ୬ଟି ସିନ୍ଦୁକ। ରବିବାର ରତ୍ନଭଣ୍ଡାରର ଅଳଙ୍କାରକୁ ରଖିବା ପାଇଁ ପୁରୀରେ ପହଞ୍ଚିଛି ୬ଟି ସିନ୍ଦୁକ। ତେବେ ପ୍ରାଥମିକ ସୂଚନା ମୁତାବକ, ଶାଗୁଆନ୍ କାଠରେ ଏହି ସିନ୍ଦୁକକୁ ପ୍ରସ୍ତୁତ କରାଯାଇଛି। ତା ସହ ଏଥିରେ ପିତ୍ତଳର ଲେପ ମଧ୍ୟ ଦିଆଯାଇଛି। ରତ୍ନଭଣ୍ଡାରର ଅଳଙ୍କାର ସବୁକୁ ଏହି ସିନ୍ଦୁକରେ ରଖାଯିବ ବୋଲି କୁହାଯାଉଛି। ବର୍ତ୍ତମାନ ଏହି ସିନ୍ଦୁକକୁ ଶ୍ରୀମନ୍ଦିର ଭିତରକୁ ନିଆଯାଉଛି। ଏଥିସହ ତାଲା ଭାଙ୍ଗିବାକୁ କଟର୍ ମେସିନ୍ ମଧ୍ୟ ଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର