ସୁନା ବେଶରେ ଦର୍ଶନ ଦେଉଛନ୍ତି ତିନି ଠାକୁର

The Sakala Picture
Published On

ପୁରୀ: ତିନି ରଥରେ ବସି ବିଶ୍ୱବାସୀଙ୍କୁ ଦର୍ଶନ ଦେଉଛନ୍ତି ତିନି ଠାକୁର । ମାଉସୀ ମା ଘରେ ପୋଡ଼ ପିଠା ଖାଇ ଫେରିବା ପରେ ଆଜି ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ବଡ଼ଦାଣ୍ଡରେ ତିନି ରଥିରେ ତିନି ଠାକୁର ସୁନା ବେଶରେ ଦର୍ଶନ ଦେଉଛନ୍ତି । ତେବେ ସୁନାବେଶ (ବା ରାଜବେଶ ବା ବଡ଼ତଢାଉ ବେଶ) ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଏକ ବିଶେଷ ବେଶ,  ଯହିଁରେ ଦିଅଙ୍କୁ ସୁବର୍ଣ୍ଣ ଆଭୂଷଣରେ ସାଜ କରାଯାଏ । ରଥଯାତ୍ରା […]

ପୁରୀ: ତିନି ରଥରେ ବସି ବିଶ୍ୱବାସୀଙ୍କୁ ଦର୍ଶନ ଦେଉଛନ୍ତି ତିନି ଠାକୁର । ମାଉସୀ ମା ଘରେ ପୋଡ଼ ପିଠା ଖାଇ ଫେରିବା ପରେ ଆଜି ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ବଡ଼ଦାଣ୍ଡରେ ତିନି ରଥିରେ ତିନି ଠାକୁର ସୁନା ବେଶରେ ଦର୍ଶନ ଦେଉଛନ୍ତି । ତେବେ ସୁନାବେଶ (ବା ରାଜବେଶ ବା ବଡ଼ତଢାଉ ବେଶ) ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଏକ ବିଶେଷ ବେଶ,  ଯହିଁରେ ଦିଅଙ୍କୁ ସୁବର୍ଣ୍ଣ ଆଭୂଷଣରେ ସାଜ କରାଯାଏ ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

ରଥଯାତ୍ରା ପ୍ରଭୁ ସୁନାବେଶରେ ଦର୍ଶନ ଦେଉଥିବାବେଳେ ଏଥିମଧ୍ୟରୁ ଶ୍ରୀମନ୍ଦିରସ୍ଥ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନେ କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା ଓ ଦଶହରା ତିଥି ଗୁଡ଼ିକରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଅନ୍ୟପଟେ କେବଳ ଥରେ ମାତ୍ର ସମସ୍ତବର୍ଗର ଜନତାଙ୍କ ପାଇଁ ଆଷାଢ଼ ଶୁକ୍ଲ ଏକାଦଶୀଦିନ ସିଂହଦ୍ୱାରଠାରେ ରଖାଯାଇଥିବା ତିନିରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି । ଶ୍ରୀଜୀଉମାନଙ୍କର ମଧ୍ୟାହ୍ନ ଧୂପ ଶେଷ ହେବା ପରେ, ପ୍ରାୟ ୨ଘଣ୍ଟା ସମୟ ବିନିମୟରେ ତିନିରଥ ଉପରେ ସୁନାବେଶ ଅନୁଷ୍ଠିତ ହୋଇଥାଏ । ଶ୍ରୀଜୀଉମାନେ ସୁନାବେଶରେ ପ୍ରାୟ ୬ଘଣ୍ଟା ପର୍ଯ୍ଯନ୍ତ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

21 Jul 2021 By The Sakala

ସୁନା ବେଶରେ ଦର୍ଶନ ଦେଉଛନ୍ତି ତିନି ଠାକୁର

ପୁରୀ: ତିନି ରଥରେ ବସି ବିଶ୍ୱବାସୀଙ୍କୁ ଦର୍ଶନ ଦେଉଛନ୍ତି ତିନି ଠାକୁର । ମାଉସୀ ମା ଘରେ ପୋଡ଼ ପିଠା ଖାଇ ଫେରିବା ପରେ ଆଜି ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ବଡ଼ଦାଣ୍ଡରେ ତିନି ରଥିରେ ତିନି ଠାକୁର ସୁନା ବେଶରେ ଦର୍ଶନ ଦେଉଛନ୍ତି । ତେବେ ସୁନାବେଶ (ବା ରାଜବେଶ ବା ବଡ଼ତଢାଉ ବେଶ) ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଏକ ବିଶେଷ ବେଶ,  ଯହିଁରେ ଦିଅଙ୍କୁ ସୁବର୍ଣ୍ଣ ଆଭୂଷଣରେ ସାଜ କରାଯାଏ ।

ରଥଯାତ୍ରା ପ୍ରଭୁ ସୁନାବେଶରେ ଦର୍ଶନ ଦେଉଥିବାବେଳେ ଏଥିମଧ୍ୟରୁ ଶ୍ରୀମନ୍ଦିରସ୍ଥ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନେ କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା ଓ ଦଶହରା ତିଥି ଗୁଡ଼ିକରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ।

ଅନ୍ୟପଟେ କେବଳ ଥରେ ମାତ୍ର ସମସ୍ତବର୍ଗର ଜନତାଙ୍କ ପାଇଁ ଆଷାଢ଼ ଶୁକ୍ଲ ଏକାଦଶୀଦିନ ସିଂହଦ୍ୱାରଠାରେ ରଖାଯାଇଥିବା ତିନିରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି । ଶ୍ରୀଜୀଉମାନଙ୍କର ମଧ୍ୟାହ୍ନ ଧୂପ ଶେଷ ହେବା ପରେ, ପ୍ରାୟ ୨ଘଣ୍ଟା ସମୟ ବିନିମୟରେ ତିନିରଥ ଉପରେ ସୁନାବେଶ ଅନୁଷ୍ଠିତ ହୋଇଥାଏ । ଶ୍ରୀଜୀଉମାନେ ସୁନାବେଶରେ ପ୍ରାୟ ୬ଘଣ୍ଟା ପର୍ଯ୍ଯନ୍ତ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି ।

https://www.thesakala.in/latest-odisha-news/puri/suna-besha-of-lord-jagannatha-balabhadra-and-subhadra/article-3973
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର