ପୁରୀ ସହରରେ ‘ସୁଜଳ’ ଯୋଜନାର ସଫଳତା ପାଇଁ ୱାଟ୍‌କୋକୁ ‘ଆୱାର୍ଡ ଅଫ୍ ଏକ୍ସେଲେନ୍ସ’

The Sakala Picture
Published On

ଭୁବନେଶ୍ୱର: ପୁରୀ ସହରରେ ‘ସୁଜଳ’ ଯୋଜନାର ସଫଳ କାର୍ଯ୍ଯକାରିତା ନିମନ୍ତେ ୱାଟ୍‌କୋକୁ ‘ଆୱାର୍ଡ ଅଫ୍ ଏକ୍ସେଲେନ୍ସ’ ପୁରସ୍କାର ଦିଆଯାଇଛି । ଗତ ଗୁରୁବାର ଭାରତ ସରକାରଙ୍କ ଜଳଶକ୍ତି ମନ୍ତ୍ରଣାଳୟ ଓ ଇଲେଟ୍ସ ଟେକ୍ନୋ ମଡ଼ିଆ ଆୟୋଜିତ ୨ୟ ଜାତୀୟ ଜଳ ଓ ପରିମଳ ସମ୍ମିଳନୀ ୨୦୨୧ ଉଦ୍‌ଯାପନ ହୋଇଛି । ସ୍ମାର୍ଟ ଜଳ ପରିବହନ ଏବଂ ବିତରଣ ବିଭାଗରେ ଦେଶର ବିଭିନ୍ନ ସହରରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣରେ ଉତ୍କର୍ଷତା ପାଇଁ ପ୍ରତିଯୋଗୀତା ହୋଇଥିଲା । ଏହି […]

ଭୁବନେଶ୍ୱର: ପୁରୀ ସହରରେ ‘ସୁଜଳ’ ଯୋଜନାର ସଫଳ କାର୍ଯ୍ଯକାରିତା ନିମନ୍ତେ ୱାଟ୍‌କୋକୁ ‘ଆୱାର୍ଡ ଅଫ୍ ଏକ୍ସେଲେନ୍ସ’ ପୁରସ୍କାର ଦିଆଯାଇଛି । ଗତ ଗୁରୁବାର ଭାରତ ସରକାରଙ୍କ ଜଳଶକ୍ତି ମନ୍ତ୍ରଣାଳୟ ଓ ଇଲେଟ୍ସ ଟେକ୍ନୋ ମଡ଼ିଆ ଆୟୋଜିତ ୨ୟ ଜାତୀୟ ଜଳ ଓ ପରିମଳ ସମ୍ମିଳନୀ ୨୦୨୧ ଉଦ୍‌ଯାପନ ହୋଇଛି । ସ୍ମାର୍ଟ ଜଳ ପରିବହନ ଏବଂ ବିତରଣ ବିଭାଗରେ ଦେଶର ବିଭିନ୍ନ ସହରରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣରେ ଉତ୍କର୍ଷତା ପାଇଁ ପ୍ରତିଯୋଗୀତା ହୋଇଥିଲା । ଏହି ପ୍ରତିଯୋଗିତାରେ ପୁରୀ ସହର ପାଇଁ ଓ୍ୱାଟ୍‌କୋକୁ ପୁରସ୍କାର କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଜିଠୁ ପୁରୀରେ ବ୍ରିକ୍ସ ସମ୍ମିଳନୀ; ଏକାଠି ହେବେ ୧୧ ଦେଶର ପ୍ରତିନିଧି, ତ୍ରିସ୍ତରୀୟ ସୁରକ୍ଷା ବଳୟରେ ସହର

ପୁରୀ ସହରରେ ୱାଟ୍‌କୋ ଦ୍ୱାରା କାର୍ଯ୍ଯକାରୀ କରାଯାଇଥିବା ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାକୁ ପୁରସ୍କୃତ କରାଯାଇଛି । ଏନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ସୂତ୍ରରୁ ପ୍ରକାଶ । ୱାଟ୍‌କୋର ଏହି ସଫଳତା ନିମନ୍ତେ ପଂଚାୟତିରାଜ, ପାନୟଜଳ, ଆଇନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଖୁସି ବ୍ୟକ୍ତ କରି ବିଭାଗୀୟ ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଆହୁରି ପଢ଼ନ୍ତୁ: ପୁରୀ ବ୍ରିକ୍ସ ସମ୍ମିଳନୀକୁ ପ୍ରଶଂସା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

21 Mar 2021 By The Sakala

ପୁରୀ ସହରରେ ‘ସୁଜଳ’ ଯୋଜନାର ସଫଳତା ପାଇଁ ୱାଟ୍‌କୋକୁ ‘ଆୱାର୍ଡ ଅଫ୍ ଏକ୍ସେଲେନ୍ସ’

ଭୁବନେଶ୍ୱର: ପୁରୀ ସହରରେ ‘ସୁଜଳ’ ଯୋଜନାର ସଫଳ କାର୍ଯ୍ଯକାରିତା ନିମନ୍ତେ ୱାଟ୍‌କୋକୁ ‘ଆୱାର୍ଡ ଅଫ୍ ଏକ୍ସେଲେନ୍ସ’ ପୁରସ୍କାର ଦିଆଯାଇଛି । ଗତ ଗୁରୁବାର ଭାରତ ସରକାରଙ୍କ ଜଳଶକ୍ତି ମନ୍ତ୍ରଣାଳୟ ଓ ଇଲେଟ୍ସ ଟେକ୍ନୋ ମଡ଼ିଆ ଆୟୋଜିତ ୨ୟ ଜାତୀୟ ଜଳ ଓ ପରିମଳ ସମ୍ମିଳନୀ ୨୦୨୧ ଉଦ୍‌ଯାପନ ହୋଇଛି । ସ୍ମାର୍ଟ ଜଳ ପରିବହନ ଏବଂ ବିତରଣ ବିଭାଗରେ ଦେଶର ବିଭିନ୍ନ ସହରରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣରେ ଉତ୍କର୍ଷତା ପାଇଁ ପ୍ରତିଯୋଗୀତା ହୋଇଥିଲା । ଏହି ପ୍ରତିଯୋଗିତାରେ ପୁରୀ ସହର ପାଇଁ ଓ୍ୱାଟ୍‌କୋକୁ ପୁରସ୍କାର କରାଯାଇଛି ।

ପୁରୀ ସହରରେ ୱାଟ୍‌କୋ ଦ୍ୱାରା କାର୍ଯ୍ଯକାରୀ କରାଯାଇଥିବା ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାକୁ ପୁରସ୍କୃତ କରାଯାଇଛି । ଏନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ସୂତ୍ରରୁ ପ୍ରକାଶ । ୱାଟ୍‌କୋର ଏହି ସଫଳତା ନିମନ୍ତେ ପଂଚାୟତିରାଜ, ପାନୟଜଳ, ଆଇନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଖୁସି ବ୍ୟକ୍ତ କରି ବିଭାଗୀୟ ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର