ମନୋରଞ୍ଜନ
ଓଡ଼ିଶା
ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି। ନୀତି ପାଇଁ ୫ ଘଣ୍ଟା ଦର୍ଶନ ବନ୍ଦ ରଖିବାକୁ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି । ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ଏହି ବନକ ଲାଗି ନୀତିରେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଥାଏ। ଦ୍ୱିତୀୟ ଭୋଗମଣ୍ଡପ ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। ନେଇ ଶ୍ରୀଜଗନ୍ନାଥ […]
ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି। ନୀତି ପାଇଁ ୫ ଘଣ୍ଟା ଦର୍ଶନ ବନ୍ଦ ରଖିବାକୁ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି । ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ।
ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ
ଏହି ବନକ ଲାଗି ନୀତିରେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଥାଏ। ଦ୍ୱିତୀୟ ଭୋଗମଣ୍ଡପ ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। ନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ସୂଚନା ଦେଇଛି ।






