ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟରେ ପିଟି ହେଲା ବାଇକ୍, ୨ମୃତ

The Sakala Picture
Published On

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ଅନ୍ତର୍ଗତ ଦାସ ବିଦ୍ୟାଧରପୁର ପଞ୍ଚାୟତ ଭଣ୍ଡାରିଦଣ୍ଡାରେ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟରେ ପିଟି ହେଲା ବାଇକ । ଫଳରେ ୨ଜଣ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଆଦିତ୍ୟ ପାଢ଼ୀ ଓ ଶୁଭରଞ୍ଜନ ସେନାପତି। ସେମାନଙ୍କ ଘର ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ଇନ୍ଦିପୁର ଗାଁରେ ବୋଲି ଜଣାପଡ଼ିଛି। ଖବର ଅନୁଯାୟୀ, ଆଜି ସକାଳେ ଏକ ବାଇକ୍‌ରେ ୨ଜଣ ବାଇକ୍ ଆରୋହୀ ଯିବା ବେଳେ […]

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ଅନ୍ତର୍ଗତ ଦାସ ବିଦ୍ୟାଧରପୁର ପଞ୍ଚାୟତ ଭଣ୍ଡାରିଦଣ୍ଡାରେ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟରେ ପିଟି ହେଲା ବାଇକ । ଫଳରେ ୨ଜଣ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଆଦିତ୍ୟ ପାଢ଼ୀ ଓ ଶୁଭରଞ୍ଜନ ସେନାପତି। ସେମାନଙ୍କ ଘର ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ଇନ୍ଦିପୁର ଗାଁରେ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଓସମା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଚେତାବନୀ: ଲୋୟର ପିଏମଜିରେ ଗର୍ଜିଲେ ଶତାଧିକ କର୍ମଚାରୀ

ଖବର ଅନୁଯାୟୀ, ଆଜି ସକାଳେ ଏକ ବାଇକ୍‌ରେ ୨ଜଣ ବାଇକ୍ ଆରୋହୀ ଯିବା ବେଳେ ଭଣ୍ଡାରିଦଣ୍ଡାରେ ଗାଁ ରାସ୍ତାରେ ଦୁର୍ଘଟଣା ଘଟିଥିଲା। ଗ୍ରାମବାସୀ ଦୁଇ ଜଣ ବାଇକ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଥରକେ ୫୦ ଲିଟରରୁ ଅଧିକ ପେଟ୍ରୋଲ ବିକ୍ରି ଉପରେ କଟକଣା, ପେଟ୍ରୋଲ ପମ୍ପଗୁଡ଼ିକୁ ନୋଟିସ୍ ଜାରି

16 Dec 2023 By The Sakala

ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟରେ ପିଟି ହେଲା ବାଇକ୍, ୨ମୃତ

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ଅନ୍ତର୍ଗତ ଦାସ ବିଦ୍ୟାଧରପୁର ପଞ୍ଚାୟତ ଭଣ୍ଡାରିଦଣ୍ଡାରେ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟରେ ପିଟି ହେଲା ବାଇକ । ଫଳରେ ୨ଜଣ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଆଦିତ୍ୟ ପାଢ଼ୀ ଓ ଶୁଭରଞ୍ଜନ ସେନାପତି। ସେମାନଙ୍କ ଘର ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ଇନ୍ଦିପୁର ଗାଁରେ ବୋଲି ଜଣାପଡ଼ିଛି।

ଖବର ଅନୁଯାୟୀ, ଆଜି ସକାଳେ ଏକ ବାଇକ୍‌ରେ ୨ଜଣ ବାଇକ୍ ଆରୋହୀ ଯିବା ବେଳେ ଭଣ୍ଡାରିଦଣ୍ଡାରେ ଗାଁ ରାସ୍ତାରେ ଦୁର୍ଘଟଣା ଘଟିଥିଲା। ଗ୍ରାମବାସୀ ଦୁଇ ଜଣ ବାଇକ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର