ଥାନା ଭିତରେ ଭୟଙ୍କର ବିସ୍ଫୋରଣ: ଭୁଶୁଡ଼ିଲା ଥାନାର ଛାତ, ଫାଟିଗଲା କାନ୍ଥ

The Sakala Picture
Published On

ପିପିଲି: ପୁରୀ ଜିଲ୍ଲା ପିପିଲି ବଳଙ୍ଗା ଥାନାରେ ବିସ୍ଫୋରଣ। ଏହି ବିସ୍ଫୋରଣରେ ଥାନାର ଛାତ ଭୁଶୁଡ଼ିବା ସହ କାନ୍ଥ ଫାଟିଯାଇଛି। ବିଳମ୍ବିତ ରାତିରେ ଅଚାନକ ପୁରୀ ଜିଲ୍ଲା ବଳଙ୍ଗା ଥାନାରେ ବିସ୍ଫୋରଣ ହୋଇଥିବା ବେଳେ କାରଣ ଅସ୍ପଷ୍ଟ ରହିଛି। ସୂଚନା ଅନୁଯାୟୀସ, କୌଣସି ଜବତ ବିସ୍ଫୋରକ ସାମଗ୍ରୀ ବିସ୍ଫୋରଣ ହୋଇଥିବା ଅନୁମାନ କରାଯାଉଛି। ବିସ୍ଫୋରଣରେ ଛାତ ଉଡିଯିବା ସହ ସମସ୍ତ ଆସବାବପତ୍ର ପୋଡିଯାଇଛି। । ଅନେକ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ସମେତ, କମ୍ପ୍ୟୁଟର, ଟେବୁଲ, ଚେୟାର ସବୁ ନଷ୍ଟ […]

ପିପିଲି: ପୁରୀ ଜିଲ୍ଲା ପିପିଲି ବଳଙ୍ଗା ଥାନାରେ ବିସ୍ଫୋରଣ। ଏହି ବିସ୍ଫୋରଣରେ ଥାନାର ଛାତ ଭୁଶୁଡ଼ିବା ସହ କାନ୍ଥ ଫାଟିଯାଇଛି। ବିଳମ୍ବିତ ରାତିରେ ଅଚାନକ ପୁରୀ ଜିଲ୍ଲା ବଳଙ୍ଗା ଥାନାରେ ବିସ୍ଫୋରଣ ହୋଇଥିବା ବେଳେ କାରଣ ଅସ୍ପଷ୍ଟ ରହିଛି।

ଆହୁରି ପଢ଼ନ୍ତୁ: ମୃତ ବୃଦ୍ଧାଙ୍କୁ ଜୀବିତ ଦର୍ଶାଇ ଭତ୍ତା ଲୁଟ୍: ସାତପଡ଼ାରେ ସାମ୍ନାକୁ ଆସିଲା ସାଂଘାତିକ ଦୁର୍ନୀତି

ସୂଚନା ଅନୁଯାୟୀସ, କୌଣସି ଜବତ ବିସ୍ଫୋରକ ସାମଗ୍ରୀ ବିସ୍ଫୋରଣ ହୋଇଥିବା ଅନୁମାନ କରାଯାଉଛି। ବିସ୍ଫୋରଣରେ ଛାତ ଉଡିଯିବା ସହ ସମସ୍ତ ଆସବାବପତ୍ର ପୋଡିଯାଇଛି। । ଅନେକ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ସମେତ, କମ୍ପ୍ୟୁଟର, ଟେବୁଲ, ଚେୟାର ସବୁ ନଷ୍ଟ ହୋଇଛି। ସବୁଠାରୁ ବଡ଼ କଥା ହେଉଛି ବିସ୍ଫୋରଣରେ କାହାରି ଜୀବନ ପ୍ରତି ଆଞ୍ଚ ଆସିନାହିଁ। କୌଣସି ଥାନା କର୍ମଚାରୀ ଥାନା ଭିତରେ  ନଥିଲେ। ଯାହାଦ୍ୱାରା ବଡ଼ ଅଘଟଣରୁ ଥାନା କର୍ମଚାରୀ ବର୍ତ୍ତିଯାଇଛନ୍ତି। ବିସ୍ଫୋରଣରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ବେଳେ ଘଟଣାସ୍ଥଳରେ ପିପିଲି ଏସଡିପିଓଙ୍କ ସମେତ ପୁରୀ ଏସପି ପହଞ୍ଚିଛନ୍ତି। ବିସ୍ଫୋରଣକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।

ଆହୁରି ପଢ଼ନ୍ତୁ: ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଜି ମହାପ୍ରଭୁଙ୍କ ଶେଷ ଆଡ଼ପ ଦର୍ଶନ, ସନ୍ଧ୍ୟା ୬ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

28 Sep 2021 By The Sakala

ଥାନା ଭିତରେ ଭୟଙ୍କର ବିସ୍ଫୋରଣ: ଭୁଶୁଡ଼ିଲା ଥାନାର ଛାତ, ଫାଟିଗଲା କାନ୍ଥ

ପିପିଲି: ପୁରୀ ଜିଲ୍ଲା ପିପିଲି ବଳଙ୍ଗା ଥାନାରେ ବିସ୍ଫୋରଣ। ଏହି ବିସ୍ଫୋରଣରେ ଥାନାର ଛାତ ଭୁଶୁଡ଼ିବା ସହ କାନ୍ଥ ଫାଟିଯାଇଛି। ବିଳମ୍ବିତ ରାତିରେ ଅଚାନକ ପୁରୀ ଜିଲ୍ଲା ବଳଙ୍ଗା ଥାନାରେ ବିସ୍ଫୋରଣ ହୋଇଥିବା ବେଳେ କାରଣ ଅସ୍ପଷ୍ଟ ରହିଛି।

ସୂଚନା ଅନୁଯାୟୀସ, କୌଣସି ଜବତ ବିସ୍ଫୋରକ ସାମଗ୍ରୀ ବିସ୍ଫୋରଣ ହୋଇଥିବା ଅନୁମାନ କରାଯାଉଛି। ବିସ୍ଫୋରଣରେ ଛାତ ଉଡିଯିବା ସହ ସମସ୍ତ ଆସବାବପତ୍ର ପୋଡିଯାଇଛି। । ଅନେକ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ସମେତ, କମ୍ପ୍ୟୁଟର, ଟେବୁଲ, ଚେୟାର ସବୁ ନଷ୍ଟ ହୋଇଛି। ସବୁଠାରୁ ବଡ଼ କଥା ହେଉଛି ବିସ୍ଫୋରଣରେ କାହାରି ଜୀବନ ପ୍ରତି ଆଞ୍ଚ ଆସିନାହିଁ। କୌଣସି ଥାନା କର୍ମଚାରୀ ଥାନା ଭିତରେ  ନଥିଲେ। ଯାହାଦ୍ୱାରା ବଡ଼ ଅଘଟଣରୁ ଥାନା କର୍ମଚାରୀ ବର୍ତ୍ତିଯାଇଛନ୍ତି। ବିସ୍ଫୋରଣରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ବେଳେ ଘଟଣାସ୍ଥଳରେ ପିପିଲି ଏସଡିପିଓଙ୍କ ସମେତ ପୁରୀ ଏସପି ପହଞ୍ଚିଛନ୍ତି। ବିସ୍ଫୋରଣକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର