ଶ୍ରୀମନ୍ଦିରରେ ପଡ଼ିଥିଲା ରକ୍ତ ଛିଟା, ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ

The Sakala Picture
Published On

ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ହୋଇଛି ବଡ଼ ମହାସ୍ନାନ । ଚାଙ୍ଗଡ଼ା ଦ୍ୱାରରୁ ବେହେରଣ ଦ୍ୱାର ପର୍ଯ୍ୟନ୍ତ ରକ୍ତ ଛିଟା ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି । ରବିବାର ଭୋର ୫ଟା ୪୦ରେ ଦ୍ୱାର ଫିଟିଥିଲା । ସକାଳ ୬ଟା ୨୫ରେ ମଙ୍ଗଳ ଆଳତି ବଢି ଅନ୍ୟାନ୍ୟ ନୀତି ଚାଲିଥିଲା । ପୂର୍ବାହ୍ନ ୧୧ଟା ୫ରେ ସକାଳଧୂପ ବଢିଥିଲା । ଏହାପରେ ଶ୍ରଦ୍ଧାଳୁମାନେ ଭିତର କାଠକୁ ଯାଇ ଦର୍ଶନ କରୁଥିଲେ । ଏହି ସମୟରେ ଚାଙ୍ଗଡ଼ା ଦ୍ୱାରରୁ […]

ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ହୋଇଛି ବଡ଼ ମହାସ୍ନାନ । ଚାଙ୍ଗଡ଼ା ଦ୍ୱାରରୁ ବେହେରଣ ଦ୍ୱାର ପର୍ଯ୍ୟନ୍ତ ରକ୍ତ ଛିଟା ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି । ରବିବାର ଭୋର ୫ଟା ୪୦ରେ ଦ୍ୱାର ଫିଟିଥିଲା । ସକାଳ ୬ଟା ୨୫ରେ ମଙ୍ଗଳ ଆଳତି ବଢି ଅନ୍ୟାନ୍ୟ ନୀତି ଚାଲିଥିଲା । ପୂର୍ବାହ୍ନ ୧୧ଟା ୫ରେ ସକାଳଧୂପ ବଢିଥିଲା । ଏହାପରେ ଶ୍ରଦ୍ଧାଳୁମାନେ ଭିତର କାଠକୁ ଯାଇ ଦର୍ଶନ କରୁଥିଲେ । ଏହି ସମୟରେ ଚାଙ୍ଗଡ଼ା ଦ୍ୱାରରୁ ବେହେରଣ ଦ୍ୱାର ପର୍ଯ୍ୟନ୍ତ ରକ୍ତ ଛିଟା ପଡିଥିବା ଦେଖିବାକୁ ମିଳିଥିଲା ।

ଆହୁରି ପଢ଼ନ୍ତୁ: ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ: ଆଜି ହେବ ତିନି ରଥର ଦକ୍ଷିଣ ମୋଡ଼

ରକ୍ତ ପଡ଼ିଥିବା ଜଣାପଡିବା ପରେ ସେହିଠାରେ ନୀତି ଅଟକା ଯାଇ ମହାସ୍ନାନ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ରତ୍ନସିଂହାସନଠାରୁ ଜୟ ବିଜୟ ଦ୍ୱାର ପର୍ଯ୍ୟନ୍ତ ଧୂଆ ହୋଇ ଚୁନପାଣି ପଡିବ । ପୂଜାପଣ୍ଡା ସେବକମାନେ ମହାସ୍ନାନ ପୂଜା କରିବା ପରେ ପୁନଶ୍ଚ ଯେଉଁଠୁ ନୀତି ଅଟକି ଥିଲା ସେହିଠାରୁ ଆରମ୍ଭ ହେବ । ତେବେ ରକ୍ତ କିପରି ପଡିଥିଲା ତାହା ଜଣାପଡି ନାହିଁ ।

ଆହୁରି ପଢ଼ନ୍ତୁ: ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

21 Apr 2024 By The Sakala

ଶ୍ରୀମନ୍ଦିରରେ ପଡ଼ିଥିଲା ରକ୍ତ ଛିଟା, ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ

ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ହୋଇଛି ବଡ଼ ମହାସ୍ନାନ । ଚାଙ୍ଗଡ଼ା ଦ୍ୱାରରୁ ବେହେରଣ ଦ୍ୱାର ପର୍ଯ୍ୟନ୍ତ ରକ୍ତ ଛିଟା ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି । ରବିବାର ଭୋର ୫ଟା ୪୦ରେ ଦ୍ୱାର ଫିଟିଥିଲା । ସକାଳ ୬ଟା ୨୫ରେ ମଙ୍ଗଳ ଆଳତି ବଢି ଅନ୍ୟାନ୍ୟ ନୀତି ଚାଲିଥିଲା । ପୂର୍ବାହ୍ନ ୧୧ଟା ୫ରେ ସକାଳଧୂପ ବଢିଥିଲା । ଏହାପରେ ଶ୍ରଦ୍ଧାଳୁମାନେ ଭିତର କାଠକୁ ଯାଇ ଦର୍ଶନ କରୁଥିଲେ । ଏହି ସମୟରେ ଚାଙ୍ଗଡ଼ା ଦ୍ୱାରରୁ ବେହେରଣ ଦ୍ୱାର ପର୍ଯ୍ୟନ୍ତ ରକ୍ତ ଛିଟା ପଡିଥିବା ଦେଖିବାକୁ ମିଳିଥିଲା ।

ରକ୍ତ ପଡ଼ିଥିବା ଜଣାପଡିବା ପରେ ସେହିଠାରେ ନୀତି ଅଟକା ଯାଇ ମହାସ୍ନାନ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ରତ୍ନସିଂହାସନଠାରୁ ଜୟ ବିଜୟ ଦ୍ୱାର ପର୍ଯ୍ୟନ୍ତ ଧୂଆ ହୋଇ ଚୁନପାଣି ପଡିବ । ପୂଜାପଣ୍ଡା ସେବକମାନେ ମହାସ୍ନାନ ପୂଜା କରିବା ପରେ ପୁନଶ୍ଚ ଯେଉଁଠୁ ନୀତି ଅଟକି ଥିଲା ସେହିଠାରୁ ଆରମ୍ଭ ହେବ । ତେବେ ରକ୍ତ କିପରି ପଡିଥିଲା ତାହା ଜଣାପଡି ନାହିଁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର