ପୁରୀରୁ ୫ ଡ୍ରଗ୍ସ ବ୍ୟବସାୟୀ ଗିରଫ, ୨୫୨ ଗ୍ରାମ ବ୍ରାଉନସୁଗର ଜବତ

The Sakala Picture
Published On

ପୁରୀ: ବ୍ରାଉନସୁଗର ବିକ୍ରି ଅଭିଯୋଗରେ ୫ ଜଣ ଡ୍ରଗ୍ସ ବ୍ୟବସାୟୀ ଗିରଫ କରିଛି ପୁରୀ ଏସଟିଏଫ୍ । ଏନେଇ ବଳିଆପଣ୍ଡା ଥାନାରେ ମାମଲା ରୁଜୁ ହୋଇଛି । ଗିରଫ ଅଭିଯୁକ୍ତଙ୍କ ପାଖରୁ ୨୫୨ ଗ୍ରାମ ବ୍ରାଉନସୁଗର ଜବତ ହୋଇଛି । ଘଟଣାରେ ଗୋଟିଏ ବାଇକ, ଗୋଟିଏ କାର, ୧୧ଟି ମୋବାଇଲ ଫୋନ, ଦୁଇଟି ଡେବିଟ କାର୍ଡ ଜବତ ହୋଇଛି । ଅଭିଯୁକ୍ତ ମାନେ ବଳିଆପଣ୍ଡା ବାଇପାସ ରାସ୍ତାରେ ଡ୍ରଗ୍ସ ବ୍ୟବସାୟ କରିବା ପାଇଁ ଯୋଜନା କରୁଥିବା ବେଳେ […]

ପୁରୀ: ବ୍ରାଉନସୁଗର ବିକ୍ରି ଅଭିଯୋଗରେ ୫ ଜଣ ଡ୍ରଗ୍ସ ବ୍ୟବସାୟୀ ଗିରଫ କରିଛି ପୁରୀ ଏସଟିଏଫ୍ । ଏନେଇ ବଳିଆପଣ୍ଡା ଥାନାରେ ମାମଲା ରୁଜୁ ହୋଇଛି । ଗିରଫ ଅଭିଯୁକ୍ତଙ୍କ ପାଖରୁ ୨୫୨ ଗ୍ରାମ ବ୍ରାଉନସୁଗର ଜବତ ହୋଇଛି । ଘଟଣାରେ ଗୋଟିଏ ବାଇକ, ଗୋଟିଏ କାର, ୧୧ଟି ମୋବାଇଲ ଫୋନ, ଦୁଇଟି ଡେବିଟ କାର୍ଡ ଜବତ ହୋଇଛି । ଅଭିଯୁକ୍ତ ମାନେ ବଳିଆପଣ୍ଡା ବାଇପାସ ରାସ୍ତାରେ ଡ୍ରଗ୍ସ ବ୍ୟବସାୟ କରିବା ପାଇଁ ଯୋଜନା କରୁଥିବା ବେଳେ ପୋଲିସ ଓ ଏସଟିଏଫ ମିଳିତ କରି ଏମାନଙ୍କୁ ଗିରଫ କରିଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା ପରେ ତତ୍ପର ରାଜ୍ୟ ସରକାର: ୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ପାଇଁ ନିର୍ଦ୍ଦେଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର