ସରିଲା ଛେରାପହଁରା ନୀତି, ଆଉ କିଛି ସମୟ ପରେ ଆରମ୍ଭ ହେବ ରଥଟଣା

The Sakala Picture
Published On

ପୁରୀ: ଶେଷ ହେଲା ତିନି ଠାକୁରଙ୍କ ଛେରାପହଁରା ନୀତି। ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ନୀତି ଛେରାପହଁରା ନୀତି କରିବାକୁ ଶ୍ରୀନଅରରୁ ତାମ୍‌ଜାନ୍‌ ବସି ଗଜପତି ମହାରାଜ ରଥ ଖଳାକୁ ଆସିଥିଲେ। ରାଜବେଶରେ ଗଜପତି ମହାରାଜ ଗୋଟିଏ ପରେ ଗୋଟିଏ ରଥରେ ଛେରାପହଁରା ନୀତି ସମ୍ପାଦନ କରିଥିଲେ। ଏବେ ତିନି ରଥରେ ଘୋଡା ଏବଂ ଦଉଡି ବନ୍ଧା କାର୍ଯ୍ୟ ଚାଲିଛି। ଏହାପୂର୍ବରୁ ଧାଡି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତୀ ରଥ ବିଜେ କରିଥିଲେ। ପ୍ରଥମେ ସୁଦର୍ଶନ ମହାପ୍ରଭୁ ପହଣ୍ଡି ହୋଇ ରଥାରୂ […]

ପୁରୀ: ଶେଷ ହେଲା ତିନି ଠାକୁରଙ୍କ ଛେରାପହଁରା ନୀତି। ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ନୀତି ଛେରାପହଁରା ନୀତି କରିବାକୁ ଶ୍ରୀନଅରରୁ ତାମ୍‌ଜାନ୍‌ ବସି ଗଜପତି ମହାରାଜ ରଥ ଖଳାକୁ ଆସିଥିଲେ। ରାଜବେଶରେ ଗଜପତି ମହାରାଜ ଗୋଟିଏ ପରେ ଗୋଟିଏ ରଥରେ ଛେରାପହଁରା ନୀତି ସମ୍ପାଦନ କରିଥିଲେ। ଏବେ ତିନି ରଥରେ ଘୋଡା ଏବଂ ଦଉଡି ବନ୍ଧା କାର୍ଯ୍ୟ ଚାଲିଛି। ଏହାପୂର୍ବରୁ ଧାଡି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତୀ ରଥ ବିଜେ କରିଥିଲେ। ପ୍ରଥମେ ସୁଦର୍ଶନ ମହାପ୍ରଭୁ ପହଣ୍ଡି ହୋଇ ରଥାରୂ ହେବା ପରେ ଶ୍ରୀବଳଭଦ୍ର ଓ ପରେ ହେଲା ଦେବୀ ସୁଭଦ୍ରାଙ୍କ ପହଣ୍ଡି। ପରେ ଶେଷରେ ପହଣ୍ଡିରେ ଆସିଥିଲେ କାଳିଆ ସାଆନ୍ତ।

ଆହୁରି ପଢ଼ନ୍ତୁ: ଆଜିଠୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ, ଅପେକ୍ଷାରେ ନନ୍ଦା ଓ ଭଦ୍ରା

28 Jun 2023 By The Sakala

ସରିଲା ଛେରାପହଁରା ନୀତି, ଆଉ କିଛି ସମୟ ପରେ ଆରମ୍ଭ ହେବ ରଥଟଣା

ପୁରୀ: ଶେଷ ହେଲା ତିନି ଠାକୁରଙ୍କ ଛେରାପହଁରା ନୀତି। ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ନୀତି ଛେରାପହଁରା ନୀତି କରିବାକୁ ଶ୍ରୀନଅରରୁ ତାମ୍‌ଜାନ୍‌ ବସି ଗଜପତି ମହାରାଜ ରଥ ଖଳାକୁ ଆସିଥିଲେ। ରାଜବେଶରେ ଗଜପତି ମହାରାଜ ଗୋଟିଏ ପରେ ଗୋଟିଏ ରଥରେ ଛେରାପହଁରା ନୀତି ସମ୍ପାଦନ କରିଥିଲେ। ଏବେ ତିନି ରଥରେ ଘୋଡା ଏବଂ ଦଉଡି ବନ୍ଧା କାର୍ଯ୍ୟ ଚାଲିଛି। ଏହାପୂର୍ବରୁ ଧାଡି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତୀ ରଥ ବିଜେ କରିଥିଲେ। ପ୍ରଥମେ ସୁଦର୍ଶନ ମହାପ୍ରଭୁ ପହଣ୍ଡି ହୋଇ ରଥାରୂ ହେବା ପରେ ଶ୍ରୀବଳଭଦ୍ର ଓ ପରେ ହେଲା ଦେବୀ ସୁଭଦ୍ରାଙ୍କ ପହଣ୍ଡି। ପରେ ଶେଷରେ ପହଣ୍ଡିରେ ଆସିଥିଲେ କାଳିଆ ସାଆନ୍ତ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର