ରଥଯାତ୍ରାରେ ପୁରୀ ଯାଇ ପରିକ୍ରମା ପ୍ରକଳ୍ପ କାମ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ପୁରୀ: ରଥଯାତ୍ରାରେ ପୁରୀ ଯାଇ ପରିକ୍ରମା ପ୍ରକଳ୍ପ କାମ ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶ୍ରୀମନ୍ଦିର ଦକ୍ଷିଣ ଦ୍ବାର ପଞ୍ଜାବୀ ମଠ ନିକଟରେ ନିର୍ମାଣ କାମ ପରିଦର୍ଶନ କରିଛନ୍ତି । କେତେ ପ୍ରତିଶତ କାର୍ଯ୍ଯ ଶେଷ ହୋଇଛି। ପରିକ୍ରମା ପ୍ରକଳ୍ପ ମ୍ୟାପ୍ ଦେଖି ନିର୍ମାଣ କାର୍ଯ୍ଯର ଅଗ୍ରଗତି ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ। ଉତ୍କଳୀୟ ଢାଞ୍ଚାରେ ଖଣ୍ଡୋଲାଇଟ୍ ପଥରରେ କାମ ହୋଇଛି। ଯାହା ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଉଛି। ଦକ୍ଷିଣ ଦ୍ବାର ପାଖରେ ୯୦ପ୍ରତିଶତ ନିର୍ମାଣ […]

ପୁରୀ: ରଥଯାତ୍ରାରେ ପୁରୀ ଯାଇ ପରିକ୍ରମା ପ୍ରକଳ୍ପ କାମ ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶ୍ରୀମନ୍ଦିର ଦକ୍ଷିଣ ଦ୍ବାର ପଞ୍ଜାବୀ ମଠ ନିକଟରେ ନିର୍ମାଣ କାମ ପରିଦର୍ଶନ କରିଛନ୍ତି । କେତେ ପ୍ରତିଶତ କାର୍ଯ୍ଯ ଶେଷ ହୋଇଛି। ପରିକ୍ରମା ପ୍ରକଳ୍ପ ମ୍ୟାପ୍ ଦେଖି ନିର୍ମାଣ କାର୍ଯ୍ଯର ଅଗ୍ରଗତି ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ। ଉତ୍କଳୀୟ ଢାଞ୍ଚାରେ ଖଣ୍ଡୋଲାଇଟ୍ ପଥରରେ କାମ ହୋଇଛି। ଯାହା ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଉଛି। ଦକ୍ଷିଣ ଦ୍ବାର ପାଖରେ ୯୦ପ୍ରତିଶତ ନିର୍ମାଣ କାମ ଶେଷ ହୋଇଛି।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

ସେହିପରି ସେଲ୍ଟର ପାଭିଲିୟନ୍ ବୁଲି ଦେଖିବା ସହ ପାଖାପାଖି ୧୫ମିନିଟ୍ ଧରି ନିର୍ମାଣ କାମର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ। ବାସ୍ତବ ରୂପ ନେଉଛି ନବୀନଙ୍କ ଶ୍ରୀକ୍ଷେତ୍ର ନବକଳେବର ସ୍ବପ୍ନ। ପରିକ୍ରମା ପ୍ରକଳ୍ପ ଅଞ୍ଚଳକୁ ରଙ୍ଗବେରଙ୍ଗ ଗଛରେ ସଜାଯାଇଥିବା ବେଳେ ଆଲୋକୀକରଣ କରାଯାଇଛି। ପ୍ରକଳ୍ପ କାମ ଚାଲିଥିବା ବେଳେ ଏବେଠୁ ଆକର୍ଷଣର କେନ୍ଦ୍ର ପାଲଟିଛି। ପୂର୍ଣ୍ଣାଙ୍ଗ ପ୍ରକଳ୍ପ ଆହୁରି ଚିତାକର୍ଷକ ହେବ ।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

ଆସନ୍ତା ୯ମାସ ମଧ୍ୟରେ କାମ ସାରିବାକୁ ଟାର୍ଗେଟ୍ ରଖାଯାଇଛି। ଐତିହ୍ୟ ପ୍ରକଳ୍ପ କାମ ସରିଲେ ଜଗନ୍ନାଥଙ୍କ ସହ ଜଡିତ ବିଭିନ୍ନ ରିତିନୀତି ଓ ପର୍ବପର୍ବାଣୀ ଅତି ସହଜରେ ପାଳନ ହେବ। ପରିକ୍ରମା ପ୍ରକଳ୍ପରେ ପାଞ୍ଚଟି ଜୋନ୍ ରହିଛି। ପ୍ରବେଶ ନିଷେଧ ଜୋନ୍, ଭିତର ପ୍ରଦକ୍ଷିଣ ଜୋନ୍, ଶ୍ରୀମନ୍ଦିର ପରିସର, ବାହାର ପ୍ରଦକ୍ଷିଣ ଜୋନ୍, ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଏକ ଜୋନ୍ କରାଯାଇଛି। ଭିତର ପରିକ୍ରମା ପଥ ପାରମ୍ପରିକ ରୀତିନୀତି, ଦେବାଦେବୀଙ୍କ ଶୋଭାଯାତ୍ରା ଓ ଶ୍ରଦ୍ଧାଳୁଙ୍କ ମନ୍ଦିର ପରିକ୍ରମା ପାଇଁ ବ୍ୟବହାର କରାଯିବ। ସବୁଜ ବଳୟରେ କଳାକୃତିରେ ଝଲସିବ ଶ୍ରୀଜଗନ୍ନାଥ ସଂସ୍କୃତିର ଝଲକ। ପ୍ରକଳ୍ପ ପାଇଁ ପ୍ରଥମ ପର୍ୟ୍ୟାୟରେ ୩୩୧.୨୮କୋଟି ଟଙ୍କା ଖର୍ଚ୍ଚ ହେଉଛି।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

01 Jul 2022 By The Sakala

ରଥଯାତ୍ରାରେ ପୁରୀ ଯାଇ ପରିକ୍ରମା ପ୍ରକଳ୍ପ କାମ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

ପୁରୀ: ରଥଯାତ୍ରାରେ ପୁରୀ ଯାଇ ପରିକ୍ରମା ପ୍ରକଳ୍ପ କାମ ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶ୍ରୀମନ୍ଦିର ଦକ୍ଷିଣ ଦ୍ବାର ପଞ୍ଜାବୀ ମଠ ନିକଟରେ ନିର୍ମାଣ କାମ ପରିଦର୍ଶନ କରିଛନ୍ତି । କେତେ ପ୍ରତିଶତ କାର୍ଯ୍ଯ ଶେଷ ହୋଇଛି। ପରିକ୍ରମା ପ୍ରକଳ୍ପ ମ୍ୟାପ୍ ଦେଖି ନିର୍ମାଣ କାର୍ଯ୍ଯର ଅଗ୍ରଗତି ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ। ଉତ୍କଳୀୟ ଢାଞ୍ଚାରେ ଖଣ୍ଡୋଲାଇଟ୍ ପଥରରେ କାମ ହୋଇଛି। ଯାହା ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଉଛି। ଦକ୍ଷିଣ ଦ୍ବାର ପାଖରେ ୯୦ପ୍ରତିଶତ ନିର୍ମାଣ କାମ ଶେଷ ହୋଇଛି।

ସେହିପରି ସେଲ୍ଟର ପାଭିଲିୟନ୍ ବୁଲି ଦେଖିବା ସହ ପାଖାପାଖି ୧୫ମିନିଟ୍ ଧରି ନିର୍ମାଣ କାମର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ। ବାସ୍ତବ ରୂପ ନେଉଛି ନବୀନଙ୍କ ଶ୍ରୀକ୍ଷେତ୍ର ନବକଳେବର ସ୍ବପ୍ନ। ପରିକ୍ରମା ପ୍ରକଳ୍ପ ଅଞ୍ଚଳକୁ ରଙ୍ଗବେରଙ୍ଗ ଗଛରେ ସଜାଯାଇଥିବା ବେଳେ ଆଲୋକୀକରଣ କରାଯାଇଛି। ପ୍ରକଳ୍ପ କାମ ଚାଲିଥିବା ବେଳେ ଏବେଠୁ ଆକର୍ଷଣର କେନ୍ଦ୍ର ପାଲଟିଛି। ପୂର୍ଣ୍ଣାଙ୍ଗ ପ୍ରକଳ୍ପ ଆହୁରି ଚିତାକର୍ଷକ ହେବ ।

ଆସନ୍ତା ୯ମାସ ମଧ୍ୟରେ କାମ ସାରିବାକୁ ଟାର୍ଗେଟ୍ ରଖାଯାଇଛି। ଐତିହ୍ୟ ପ୍ରକଳ୍ପ କାମ ସରିଲେ ଜଗନ୍ନାଥଙ୍କ ସହ ଜଡିତ ବିଭିନ୍ନ ରିତିନୀତି ଓ ପର୍ବପର୍ବାଣୀ ଅତି ସହଜରେ ପାଳନ ହେବ। ପରିକ୍ରମା ପ୍ରକଳ୍ପରେ ପାଞ୍ଚଟି ଜୋନ୍ ରହିଛି। ପ୍ରବେଶ ନିଷେଧ ଜୋନ୍, ଭିତର ପ୍ରଦକ୍ଷିଣ ଜୋନ୍, ଶ୍ରୀମନ୍ଦିର ପରିସର, ବାହାର ପ୍ରଦକ୍ଷିଣ ଜୋନ୍, ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଏକ ଜୋନ୍ କରାଯାଇଛି। ଭିତର ପରିକ୍ରମା ପଥ ପାରମ୍ପରିକ ରୀତିନୀତି, ଦେବାଦେବୀଙ୍କ ଶୋଭାଯାତ୍ରା ଓ ଶ୍ରଦ୍ଧାଳୁଙ୍କ ମନ୍ଦିର ପରିକ୍ରମା ପାଇଁ ବ୍ୟବହାର କରାଯିବ। ସବୁଜ ବଳୟରେ କଳାକୃତିରେ ଝଲସିବ ଶ୍ରୀଜଗନ୍ନାଥ ସଂସ୍କୃତିର ଝଲକ। ପ୍ରକଳ୍ପ ପାଇଁ ପ୍ରଥମ ପର୍ୟ୍ୟାୟରେ ୩୩୧.୨୮କୋଟି ଟଙ୍କା ଖର୍ଚ୍ଚ ହେଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର