ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି ଅନୁଷ୍ଠିତ

The Sakala Picture
Published On

ପୁରୀ: ଦିନେ ପରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା । ତାପୂର୍ବରୁ ଆଜି ଦଇତା ସେବକମାନେ ମଙ୍ଗଳ ଆଳତୀ ପରେ ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି । ପରମ୍ପରା ଅନୁସାରେ, ସ୍ନାନଯାତ୍ରା ପୂର୍ବରୁ ତ୍ରୟୋଦାଶୀ ତିଥିରେ ଦଇତାପତିମାନେ ଶ୍ରୀମନ୍ଦିର ପ୍ରବେଶ କରିଥାନ୍ତି । ଏଥିସହ ଆଜି ଶ୍ରୀମନ୍ଦିରରେ ବାହୁଟ କଣ୍ଟ ବନ୍ଧା ନୀତି ହେଉଛି । ଆସନ୍ତାକାଲି ସେନାପଟା ବନ୍ଧା ଯିବ । ଗୁରୁବାର ଦିନ ଶ୍ରୀମନ୍ଦିରରେ ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନନୀତି  ଅନୁଷ୍ଠିତ ହେବ । ଶ୍ରୀଜୀଉଙ୍କର […]

ପୁରୀ: ଦିନେ ପରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା । ତାପୂର୍ବରୁ ଆଜି ଦଇତା ସେବକମାନେ ମଙ୍ଗଳ ଆଳତୀ ପରେ ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି । ପରମ୍ପରା ଅନୁସାରେ, ସ୍ନାନଯାତ୍ରା ପୂର୍ବରୁ ତ୍ରୟୋଦାଶୀ ତିଥିରେ ଦଇତାପତିମାନେ ଶ୍ରୀମନ୍ଦିର ପ୍ରବେଶ କରିଥାନ୍ତି । ଏଥିସହ ଆଜି ଶ୍ରୀମନ୍ଦିରରେ ବାହୁଟ କଣ୍ଟ ବନ୍ଧା ନୀତି ହେଉଛି । ଆସନ୍ତାକାଲି ସେନାପଟା ବନ୍ଧା ଯିବ । ଗୁରୁବାର ଦିନ ଶ୍ରୀମନ୍ଦିରରେ ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନନୀତି  ଅନୁଷ୍ଠିତ ହେବ ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ଶ୍ରୀଜୀଉଙ୍କର ଅଙ୍ଗରକ୍ଷକ ଭାବେ ପରିଚିତ ଦଇତା ସେବକମାନେ ବାହୁଟ ଓ ସେନାପଟା ଲାଗି କରିଥାନ୍ତି । ଆଜି ଦଇତା ସେବକମାନେ ମଙ୍ଗଳ ଆଳତୀ ନୀତି ସମ୍ପନ୍ନ ହେବା ପରେ ଶ୍ରୀମନ୍ଦିରକୁ ପ୍ରବେଶ କରିଛନ୍ତି । ସ୍ନାନଯାତ୍ରାଠାରୁ ନିଳାଦ୍ରୀ ବିଜେ ଯାଏ ମହାପ୍ରଭୁଙ୍କ ଅଙ୍ଗ ରକ୍ଷକ ଭାବେ ଦଇତାପତି ମାନେ ଦାୟିତ୍ୱ ତୁଲାଇଥାନ୍ତି । ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାରେ ମହାପ୍ରଭୁଙ୍କ ସମସ୍ତ କାମ କରି ଥାଆନ୍ତି ଦଇତା ସେବାୟତ ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

22 Jun 2021 By The Sakala

ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି ଅନୁଷ୍ଠିତ

ପୁରୀ: ଦିନେ ପରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା । ତାପୂର୍ବରୁ ଆଜି ଦଇତା ସେବକମାନେ ମଙ୍ଗଳ ଆଳତୀ ପରେ ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି । ପରମ୍ପରା ଅନୁସାରେ, ସ୍ନାନଯାତ୍ରା ପୂର୍ବରୁ ତ୍ରୟୋଦାଶୀ ତିଥିରେ ଦଇତାପତିମାନେ ଶ୍ରୀମନ୍ଦିର ପ୍ରବେଶ କରିଥାନ୍ତି । ଏଥିସହ ଆଜି ଶ୍ରୀମନ୍ଦିରରେ ବାହୁଟ କଣ୍ଟ ବନ୍ଧା ନୀତି ହେଉଛି । ଆସନ୍ତାକାଲି ସେନାପଟା ବନ୍ଧା ଯିବ । ଗୁରୁବାର ଦିନ ଶ୍ରୀମନ୍ଦିରରେ ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନନୀତି  ଅନୁଷ୍ଠିତ ହେବ ।

ଶ୍ରୀଜୀଉଙ୍କର ଅଙ୍ଗରକ୍ଷକ ଭାବେ ପରିଚିତ ଦଇତା ସେବକମାନେ ବାହୁଟ ଓ ସେନାପଟା ଲାଗି କରିଥାନ୍ତି । ଆଜି ଦଇତା ସେବକମାନେ ମଙ୍ଗଳ ଆଳତୀ ନୀତି ସମ୍ପନ୍ନ ହେବା ପରେ ଶ୍ରୀମନ୍ଦିରକୁ ପ୍ରବେଶ କରିଛନ୍ତି । ସ୍ନାନଯାତ୍ରାଠାରୁ ନିଳାଦ୍ରୀ ବିଜେ ଯାଏ ମହାପ୍ରଭୁଙ୍କ ଅଙ୍ଗ ରକ୍ଷକ ଭାବେ ଦଇତାପତି ମାନେ ଦାୟିତ୍ୱ ତୁଲାଇଥାନ୍ତି । ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାରେ ମହାପ୍ରଭୁଙ୍କ ସମସ୍ତ କାମ କରି ଥାଆନ୍ତି ଦଇତା ସେବାୟତ ।

https://www.thesakala.in/latest-odisha-news/puri/daita-prabesha-niti/article-3148
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର