ମନୋରଞ୍ଜନ

ରିଆଲିଟି ସୋ 'ଦି ଆଲାଏନ୍ସ'ରେ ସୋହେଲ୍ ଖାନ୍‌ଙ୍କ ୱାଇଲ୍ଡ କାର୍ଡ ଏଣ୍ଟ୍ରି: ସଲମାନଙ୍କ ରିଆକ୍ସନ ବିଷୟରେ କହିଲେ ଅଭିନେତା
'କାଲା ହିରଣ' ବିବାଦ: ସେନ୍ସର ବୋର୍ଡକୁ ଯାଇନାହିଁ ଫିଲ୍ମ, ସଲମାନ ଖାନଙ୍କ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ସ୍ଥଗିତ
'ଟକ୍ସିକ୍'ର ନୂଆ ଟିଜର ରିଲିଜ୍: ଆକ୍ସନ୍ ବଦଳରେ ବୋଲ୍ଡ ସିନ୍ ଦେଖି ତାଜୁବ୍ ଫ୍ୟାନ୍ସ, ୟଶ୍ ଏବଂ କିଆରାଙ୍କ ରୋମାନ୍ସକୁ ନେଇ ଟ୍ରୋଲ୍ ହେଲେ ମେକର୍ସ
ବିବାହ ପୂର୍ବରୁ ଲିଭ୍-ଇନ୍‌ରେ ରହିବାକୁ ପରାମର୍ଶ ଦେଲେ ଭେଟେରାନ୍ ଅଭିନେତ୍ରୀ ଜୀନତ ଅମାନ, କହିଲେ '୧୫ ବର୍ଷ ଦୁଃଖରେ ରହିବା ଅପେକ୍ଷା ୫ ବର୍ଷ ଖୁସି ଭଲ'
ଶିବକାର୍ତ୍ତିକେୟନଙ୍କ 'ପରାଶକ୍ତି' ପାଇଁ ବକେୟା ୮ କୋଟି ଟଙ୍କା ଦାବିରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ନିର୍ଦ୍ଦେଶିକା ସୁଧା କୋଙ୍ଗାରା; ବିପଦରେ 'ଇଦୟମ୍ ମୁରଲୀ'ର ରିଲିଜ୍

ଆଜି ଶ୍ରୀମନ୍ଦିରରେ ଖସାପଡ଼ା ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

The Sakala Picture
Published On

ପୁରୀ : ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥି ଅର୍ଥାତ୍‌ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବ। ଏଥିପାଇଁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଅର୍ଥାତ୍‌ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଖସାପଡ଼ା ଲାଗି ହେଉଛି ଏକ ଗୁପ୍ତ ନୀତି। ଏହି ନୀତିରେ ଶ୍ରୀଜିଉଙ୍କର ଶ୍ରୀପୟର ସୁରକ୍ଷା […]

ପୁରୀ : ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥି ଅର୍ଥାତ୍‌ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବ। ଏଥିପାଇଁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଅର୍ଥାତ୍‌ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ରେସର୍ସ ଆଣ୍ଡ ରନର୍ସ କ୍ଲବ୍‌ର ଅଭିନବ ପଦକ୍ଷେପ; ୩୦ ସାଇକେଲ ଆରୋହୀଙ୍କ ଅଂଶଗ୍ରହଣ, ସାଇକେଲ ହେଉଛି ସୁସ୍ଥ ଜୀବନ ଓ ସ୍ଥାୟୀ ପର୍ଯ୍ୟଟନର ସେତୁ

ଖସାପଡ଼ା ଲାଗି ହେଉଛି ଏକ ଗୁପ୍ତ ନୀତି। ଏହି ନୀତିରେ ଶ୍ରୀଜିଉଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ । ମହପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ। ଏହି ନୀତି ପାଇଁ ପୂର୍ବଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି। ସେହିପରି ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି।ଦ୍ୱିତୀୟ ଭୋଗମଣ୍ଡପ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଏ। ବେହେରଣ ଦ୍ୱାର ଦେଇ ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ସମ୍ପନ୍ନ କରିଥା’ନ୍ତି।

ଆହୁରି ପଢ଼ନ୍ତୁ: ହୋଟେଲର ସୁଇମିଂ ପୁଲ୍‌ରେ ବୁଡ଼ି ଯୁବତୀଙ୍କ ମୃତ୍ୟୁ ! ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

28 Jul 2025 By The Sakala

ଆଜି ଶ୍ରୀମନ୍ଦିରରେ ଖସାପଡ଼ା ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ : ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥି ଅର୍ଥାତ୍‌ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବ। ଏଥିପାଇଁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଅର୍ଥାତ୍‌ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଖସାପଡ଼ା ଲାଗି ହେଉଛି ଏକ ଗୁପ୍ତ ନୀତି। ଏହି ନୀତିରେ ଶ୍ରୀଜିଉଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ । ମହପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ। ଏହି ନୀତି ପାଇଁ ପୂର୍ବଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି। ସେହିପରି ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି।ଦ୍ୱିତୀୟ ଭୋଗମଣ୍ଡପ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଏ। ବେହେରଣ ଦ୍ୱାର ଦେଇ ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ସମ୍ପନ୍ନ କରିଥା’ନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର