ରଥଖଳାରେ କରୋନା ଆତଙ୍କ: ରଥ ନିର୍ମାଣରେ ନିୟୋଜିତ ୮ ସେବାୟତ କରୋନା ପଜିଟିଭ୍ ଚିହ୍ନଟ

The Sakala Picture
Published On

ପୁରୀ: ପୁରୀରେ ରଥଖଳାରୁ ପୁଣି ଚିହ୍ନଟ ହେଲେ ୮ ଜଣ କରୋନା ସଂକ୍ରମିତ। ୮ଜଣ ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ ମହାରଣା ଓ ୫ ଜଣ ଭୋଇ ସେବାୟତ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତଙ୍କୁ କୋଭିଡ୍ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଏ ନେଇ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଏହି ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ବୁଧବାର ରଥଖଳାର ୨ ବିଶ୍ବକର୍ମା କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିଲେ । ବର୍ତ୍ତମାନ ସୁଦ୍ଧା ରଥ ନିର୍ମାଣରେ ନିୟୋଜିତ […]

ପୁରୀ: ପୁରୀରେ ରଥଖଳାରୁ ପୁଣି ଚିହ୍ନଟ ହେଲେ ୮ ଜଣ କରୋନା ସଂକ୍ରମିତ। ୮ଜଣ ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ ମହାରଣା ଓ ୫ ଜଣ ଭୋଇ ସେବାୟତ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତଙ୍କୁ କୋଭିଡ୍ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଏ ନେଇ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଏହି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ: ଆଜି ହେବ ତିନି ରଥର ଦକ୍ଷିଣ ମୋଡ଼

ସୂଚନା ଅନୁଯାୟୀ, ବୁଧବାର ରଥଖଳାର ୨ ବିଶ୍ବକର୍ମା କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିଲେ । ବର୍ତ୍ତମାନ ସୁଦ୍ଧା ରଥ ନିର୍ମାଣରେ ନିୟୋଜିତ ୮୯ ଜଣଙ୍କ କୋଭିଡ୍ ପରୀକ୍ଷା କରାଯାଇସାରିଛି ।

ଆହୁରି ପଢ଼ନ୍ତୁ: ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

20 May 2021 By The Sakala

ରଥଖଳାରେ କରୋନା ଆତଙ୍କ: ରଥ ନିର୍ମାଣରେ ନିୟୋଜିତ ୮ ସେବାୟତ କରୋନା ପଜିଟିଭ୍ ଚିହ୍ନଟ

ପୁରୀ: ପୁରୀରେ ରଥଖଳାରୁ ପୁଣି ଚିହ୍ନଟ ହେଲେ ୮ ଜଣ କରୋନା ସଂକ୍ରମିତ। ୮ଜଣ ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ ମହାରଣା ଓ ୫ ଜଣ ଭୋଇ ସେବାୟତ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତଙ୍କୁ କୋଭିଡ୍ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଏ ନେଇ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଏହି ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, ବୁଧବାର ରଥଖଳାର ୨ ବିଶ୍ବକର୍ମା କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିଲେ । ବର୍ତ୍ତମାନ ସୁଦ୍ଧା ରଥ ନିର୍ମାଣରେ ନିୟୋଜିତ ୮୯ ଜଣଙ୍କ କୋଭିଡ୍ ପରୀକ୍ଷା କରାଯାଇସାରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର