ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ କୁମାର ଜେନାଙ୍କ ପରଲୋକ

The Sakala Picture
Published On

ପୁରୀ: ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ କୁମାର ଜେନାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ତାଙ୍କର ଦେହାନ୍ତ ହୋଇଛି। ସେ ଜନତା ଦଳ ଟିକେଟରେ ଦୁଇ ଥର ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ସରକାରୀ ଦଳର ମୁଖ୍ୟ ସଚେତକ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ଅଜୟଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ବିଭିନ୍ନ ନେତା ଓ ମନ୍ତ୍ରୀ ଗଭୀର ଶୋକ […]

ପୁରୀ: ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ କୁମାର ଜେନାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ତାଙ୍କର ଦେହାନ୍ତ ହୋଇଛି।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ସେ ଜନତା ଦଳ ଟିକେଟରେ ଦୁଇ ଥର ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ସରକାରୀ ଦଳର ମୁଖ୍ୟ ସଚେତକ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ଅଜୟଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ବିଭିନ୍ନ ନେତା ଓ ମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

୧୯୪୩ ମସିହା ଜୁଲାଇ ୨୭ ତାରିଖରେ ସେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ୍ ଅନ୍ତର୍ଗତ ତିତିପ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ଅଜୟ କୁମାର ଜେନା ୧୯୭୭ ମସିହାରେ ବ୍ରହ୍ମଗିରି ବିଧାନସଭା ଆସନରେ ଜନତା ଦଳରୁ ପ୍ରଥମେ ସପ୍ତମ ଓଡ଼ିଶା ବିଧାନସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୦ ମସିହାରେ ଦ୍ୱିତୀୟ ଥର ପାଇଁ ଦଶମ ଓଡ଼ିଶା ବିଧାନସଭା ସଦସ୍ୟ ଭାବରେ ବ୍ରହ୍ମଗିରି ବିଧାନସଭା ଆସନରୁ ଜନତା ଦଳ ତରଫରୁ ନିର୍ବାଚିତ ହୋଇ ବିଧାନସଭାକୁ ଆସିଥିଲେ। ଏଥର ତାଙ୍କୁ ସରକାରୀ ଦଳର ମୁଖ୍ୟ ସଚେତକ ଦାୟିତ୍ବ ଦିଆଯାଇଥିଲା।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

24 Oct 2023 By The Sakala

ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ କୁମାର ଜେନାଙ୍କ ପରଲୋକ

ପୁରୀ: ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ କୁମାର ଜେନାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ତାଙ୍କର ଦେହାନ୍ତ ହୋଇଛି।

ସେ ଜନତା ଦଳ ଟିକେଟରେ ଦୁଇ ଥର ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ସରକାରୀ ଦଳର ମୁଖ୍ୟ ସଚେତକ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ଅଜୟଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ବିଭିନ୍ନ ନେତା ଓ ମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

୧୯୪୩ ମସିହା ଜୁଲାଇ ୨୭ ତାରିଖରେ ସେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ୍ ଅନ୍ତର୍ଗତ ତିତିପ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ଅଜୟ କୁମାର ଜେନା ୧୯୭୭ ମସିହାରେ ବ୍ରହ୍ମଗିରି ବିଧାନସଭା ଆସନରେ ଜନତା ଦଳରୁ ପ୍ରଥମେ ସପ୍ତମ ଓଡ଼ିଶା ବିଧାନସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୦ ମସିହାରେ ଦ୍ୱିତୀୟ ଥର ପାଇଁ ଦଶମ ଓଡ଼ିଶା ବିଧାନସଭା ସଦସ୍ୟ ଭାବରେ ବ୍ରହ୍ମଗିରି ବିଧାନସଭା ଆସନରୁ ଜନତା ଦଳ ତରଫରୁ ନିର୍ବାଚିତ ହୋଇ ବିଧାନସଭାକୁ ଆସିଥିଲେ। ଏଥର ତାଙ୍କୁ ସରକାରୀ ଦଳର ମୁଖ୍ୟ ସଚେତକ ଦାୟିତ୍ବ ଦିଆଯାଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର