ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଆଜିଠୁ ସିଂହଦ୍ୱାର ସହ ପଶ୍ଚିମ ଦ୍ୱାର ଦେଇ ଦର୍ଶନ କରିବେ ଭକ୍ତ

The Sakala Picture
Published On

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ପଶ୍ଚିମ ଦ୍ୱାର ଦେଇ ଦର୍ଶନ ବ୍ୟବସ୍ଥା କରାଯାଇଛି । ସିଂହଦ୍ୱାର ସମେତ ପଶ୍ଚିମ ଦ୍ୱାରରେ ମଧ୍ୟ ଭକ୍ତମାନେ ମନ୍ଦିର ଭିତରକୁ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ଆଗକୁ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଥିବାରୁ ରଥ ଖଳାରେ ଆସନ୍ତା ଅକ୍ଷୟ ତୃତୀୟାଠାରୁ ରଥ ନିର୍ମାଣ କାର୍ଯ୍ଯ ଆରମ୍ଭ ହେବ। ଏନେଇ ବଡ଼ଦାଣ୍ଡରେ ଲାଗିଥିବା ସେଡ୍ ଗୁଡ଼ିକ ଖୋଲା ଯାଇଛି । ତେଣୁ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାରରେ […]

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ପଶ୍ଚିମ ଦ୍ୱାର ଦେଇ ଦର୍ଶନ ବ୍ୟବସ୍ଥା କରାଯାଇଛି । ସିଂହଦ୍ୱାର ସମେତ ପଶ୍ଚିମ ଦ୍ୱାରରେ ମଧ୍ୟ ଭକ୍ତମାନେ ମନ୍ଦିର ଭିତରକୁ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ଆଗକୁ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଥିବାରୁ ରଥ ଖଳାରେ ଆସନ୍ତା ଅକ୍ଷୟ ତୃତୀୟାଠାରୁ ରଥ ନିର୍ମାଣ କାର୍ଯ୍ଯ ଆରମ୍ଭ ହେବ। ଏନେଇ ବଡ଼ଦାଣ୍ଡରେ ଲାଗିଥିବା ସେଡ୍ ଗୁଡ଼ିକ ଖୋଲା ଯାଇଛି । ତେଣୁ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାରରେ ଦର୍ଶନ ବ୍ୟବସ୍ଥା କରାଯାଇଛି । ଏଥିସହ ପାନୀୟ ଜଳର ମଧ୍ୟ ବ୍ୟବସ୍ଥା କରାଯାଇଛି । ତେବେ ଦର୍ଶନ ସାରି ଭକ୍ତମାନେ ପଶ୍ଚିମ ଓ ଉତ୍ତର ଦ୍ୱାରରେ ପ୍ରସ୍ଥାନ କରିବାର ବ୍ୟବସ୍ଥା କରାଯାଇଛି । ଏନେଇ ଗତ ଛତିଶା ନିଯୋଗ ଓ ପରିଚାଳନା କମିଟି ବୈଠକରେ ପାରିତ ହୋଇଥିଲା ।

ଆହୁରି ପଢ଼ନ୍ତୁ: ରଥଖଳାରେ ଶୋକର ଛାୟା: ତାଳଧ୍ୱଜ ରଥ ନିର୍ମାଣକାରୀ ଭୋଇ ସେବାୟତଙ୍କ ହୃଦଘାତରେ ମୃତ୍ୟୁ

29 Apr 2022 By The Sakala

ଆଜିଠୁ ସିଂହଦ୍ୱାର ସହ ପଶ୍ଚିମ ଦ୍ୱାର ଦେଇ ଦର୍ଶନ କରିବେ ଭକ୍ତ

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ପଶ୍ଚିମ ଦ୍ୱାର ଦେଇ ଦର୍ଶନ ବ୍ୟବସ୍ଥା କରାଯାଇଛି । ସିଂହଦ୍ୱାର ସମେତ ପଶ୍ଚିମ ଦ୍ୱାରରେ ମଧ୍ୟ ଭକ୍ତମାନେ ମନ୍ଦିର ଭିତରକୁ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ଆଗକୁ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଥିବାରୁ ରଥ ଖଳାରେ ଆସନ୍ତା ଅକ୍ଷୟ ତୃତୀୟାଠାରୁ ରଥ ନିର୍ମାଣ କାର୍ଯ୍ଯ ଆରମ୍ଭ ହେବ। ଏନେଇ ବଡ଼ଦାଣ୍ଡରେ ଲାଗିଥିବା ସେଡ୍ ଗୁଡ଼ିକ ଖୋଲା ଯାଇଛି । ତେଣୁ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାରରେ ଦର୍ଶନ ବ୍ୟବସ୍ଥା କରାଯାଇଛି । ଏଥିସହ ପାନୀୟ ଜଳର ମଧ୍ୟ ବ୍ୟବସ୍ଥା କରାଯାଇଛି । ତେବେ ଦର୍ଶନ ସାରି ଭକ୍ତମାନେ ପଶ୍ଚିମ ଓ ଉତ୍ତର ଦ୍ୱାରରେ ପ୍ରସ୍ଥାନ କରିବାର ବ୍ୟବସ୍ଥା କରାଯାଇଛି । ଏନେଇ ଗତ ଛତିଶା ନିଯୋଗ ଓ ପରିଚାଳନା କମିଟି ବୈଠକରେ ପାରିତ ହୋଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର