ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବଡମହାସ୍ନାନ

The Sakala Picture
Published On

ପୁରୀ: ଶ୍ରୀମନ୍ଦିରରେ ରବିବାର ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ଭିତରକାଠ ନିକଟରେ ବାନ୍ତି ପଡ଼ିଥିବା ଦେଖିବାକୁ ମିଳିବା ପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ କରାଯାଇଛି। ଏଥିପାଇଁ ଶ୍ରୀଜୀଉମାନଙ୍କ ଦର୍ଶନକୁ ୧ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଅବକାଶ ନୀତି ପରେ ବଡ଼ ମହାସ୍ନାନ ନୀତି ସମ୍ପନ୍ନ ହେବ। ଏହା ପରେ ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ମା’ ପାଇଁ ଔଷଧ ଆଣିବାକୁ ଯାଇଥିବା ପୁଅକୁ ଫାଣ୍ଡିରେ ଅଟକ ରଖି ନିସ୍ତୁକ ମାଡ଼ ଅଭିଯୋଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର