ଆରମ୍ଭ ହେଲା ପିତୃପକ୍ଷ

The Sakala Picture
Published On

ପୁରୀ: ମଙ୍ଗଳବାରଠାରୁ ପିତୃପକ୍ଷ ଆରମ୍ଭ ହୋଇଛି। ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଯେପରିକି ନରେନ୍ଦ୍ର, ଇନ୍ଦ୍ରଦ୍ୟୁମ୍ନ, ମାର୍କଣ୍ଡେୟ, ଶ୍ବେତଗଙ୍ଗା ପ୍ରଭୃତି ପୁଷ୍କରିଣୀରେ ଗହଳି ଦେଖିବାକୁ ମିଳିଛି। ବହୁ ଲୋକ ନିଜ ନିଜ ପିତୃ ପୁରୁଷଙ୍କ ଉଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରିଛନ୍ତି । ଏନେଇ ସକାଳୁ ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଭିଡ଼ ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁମାନେ ପିତୃପୁରୁଷଙ୍କ ଉଦ୍ୟେଶ୍ୟରେ ପିଣ୍ଡଦାନ କରିବା ସହ ତର୍ପଣ ଅର୍ପଣ କରୁଛନ୍ତି। ଦୀର୍ଘ ୧୫ ଦିନ ଧରି […]

ପୁରୀ: ମଙ୍ଗଳବାରଠାରୁ ପିତୃପକ୍ଷ ଆରମ୍ଭ ହୋଇଛି। ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଯେପରିକି ନରେନ୍ଦ୍ର, ଇନ୍ଦ୍ରଦ୍ୟୁମ୍ନ, ମାର୍କଣ୍ଡେୟ, ଶ୍ବେତଗଙ୍ଗା ପ୍ରଭୃତି ପୁଷ୍କରିଣୀରେ ଗହଳି ଦେଖିବାକୁ ମିଳିଛି। ବହୁ ଲୋକ ନିଜ ନିଜ ପିତୃ ପୁରୁଷଙ୍କ ଉଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରିଛନ୍ତି । ଏନେଇ ସକାଳୁ ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଭିଡ଼ ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁମାନେ ପିତୃପୁରୁଷଙ୍କ ଉଦ୍ୟେଶ୍ୟରେ ପିଣ୍ଡଦାନ କରିବା ସହ ତର୍ପଣ ଅର୍ପଣ କରୁଛନ୍ତି। ଦୀର୍ଘ ୧୫ ଦିନ ଧରି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧି ରହିଥିବା ବେଳେ ଆସନ୍ତା ମହାଳୟା ଅମାବାସ୍ୟା ପର୍ୟ୍ୟନ୍ତ ପିତୃପକ୍ଷ ଚାଲୁରହିବ।

ଆହୁରି ପଢ଼ନ୍ତୁ: ବାପ-ପୁଅଙ୍କ ମିଥ୍ୟା ଅଭିଯୋଗକୁ ଖଣ୍ଡନ କଲେ ଗ୍ରାମବାସୀ: ନ୍ୟାୟ ନମିଳିଲେ ସାମୂହିକ ଆତ୍ମହତ୍ୟା ଚେତାବନୀ

21 Sep 2021 By The Sakala

ଆରମ୍ଭ ହେଲା ପିତୃପକ୍ଷ

ପୁରୀ: ମଙ୍ଗଳବାରଠାରୁ ପିତୃପକ୍ଷ ଆରମ୍ଭ ହୋଇଛି। ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଯେପରିକି ନରେନ୍ଦ୍ର, ଇନ୍ଦ୍ରଦ୍ୟୁମ୍ନ, ମାର୍କଣ୍ଡେୟ, ଶ୍ବେତଗଙ୍ଗା ପ୍ରଭୃତି ପୁଷ୍କରିଣୀରେ ଗହଳି ଦେଖିବାକୁ ମିଳିଛି। ବହୁ ଲୋକ ନିଜ ନିଜ ପିତୃ ପୁରୁଷଙ୍କ ଉଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରିଛନ୍ତି । ଏନେଇ ସକାଳୁ ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଭିଡ଼ ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁମାନେ ପିତୃପୁରୁଷଙ୍କ ଉଦ୍ୟେଶ୍ୟରେ ପିଣ୍ଡଦାନ କରିବା ସହ ତର୍ପଣ ଅର୍ପଣ କରୁଛନ୍ତି। ଦୀର୍ଘ ୧୫ ଦିନ ଧରି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧି ରହିଥିବା ବେଳେ ଆସନ୍ତା ମହାଳୟା ଅମାବାସ୍ୟା ପର୍ୟ୍ୟନ୍ତ ପିତୃପକ୍ଷ ଚାଲୁରହିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର