ପୁରୀରେ 5T ସଚିବ ଭି.କେ ପାଣ୍ଡିଆନ, ପରିକ୍ରମା ପ୍ରକଳ୍ପ କାର୍ଯ୍ୟର କଲେ ଅନୁଧ୍ୟାନ

The Sakala Picture
Published On

ପୁରୀ: ପୁରୀରେ 5T ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ। 5T ସଚିବ ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି। ଶ୍ରୀମନ୍ଦିର ଚାରିପାଖ ବୁଲି ଦେଖିବା ସହ ନିର୍ମାଣ ହୋଇଥିବା ସମସ୍ତ କାର୍ଯ୍ୟକୁ ଯାଞ୍ଚ କରିଛନ୍ତି। ସେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ବେଢ଼ା ପରିକ୍ରମା କରିଥିଲେ। ଏହାପରେ ମା’ ବିମଳାଙ୍କ ମନ୍ଦିର ଓ ପାର୍ଶ୍ଵ ଦେବାଦେବୀଙ୍କ ଦର୍ଶନ କରିଛନ୍ତି। 5T ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନଙ୍କ ସାଥିରେ […]

ପୁରୀ: ପୁରୀରେ 5T ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ। 5T ସଚିବ ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି। ଶ୍ରୀମନ୍ଦିର ଚାରିପାଖ ବୁଲି ଦେଖିବା ସହ ନିର୍ମାଣ ହୋଇଥିବା ସମସ୍ତ କାର୍ଯ୍ୟକୁ ଯାଞ୍ଚ କରିଛନ୍ତି। ସେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ବେଢ଼ା ପରିକ୍ରମା କରିଥିଲେ। ଏହାପରେ ମା’ ବିମଳାଙ୍କ ମନ୍ଦିର ଓ ପାର୍ଶ୍ଵ ଦେବାଦେବୀଙ୍କ ଦର୍ଶନ କରିଛନ୍ତି। 5T ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନଙ୍କ ସାଥିରେ ପତ୍ନୀ ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ମଧ୍ୟ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର