ଆଜି ସେନାପଟା ଲାଗି: ମଧ୍ୟାହ୍ନ ୧୨ଟା ଯାଏ ବନ୍ଦ ରହିବ ଜଗା ଦର୍ଶନ

The Sakala Picture
Published On

ପୁରୀ: ମଙ୍ଗଳବାର ସ୍ନାନ ପୂର୍ଣ୍ଣିମା। ସ୍ନାନବେଦୀରେ ପ୍ରତ୍ୟକ୍ଷ ସ୍ନାନ କରିବେ ଦାରୁବିଗ୍ରହ। ସେଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ରବିବାର ଦଇତାପତିମାନେ ପ୍ରବେଶ କରିଥିବାବେଳେ ସୋମବାର ଚାରମାଳ ବନ୍ଧା ଏବଂ ସେନାପଟା ଲାଗି ହେବ। ଏହି ନୀତି ପାଇଁ ସୋମବାର ପ୍ରାତଃରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଶ୍ରୀବିଗ୍ରହମାନଙ୍କ ଦର୍ଶନ ବନ୍ଦ ରହିବ। ସେନାପଟା ଲାଗି ପରେ ପୁନଶ୍ଚ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର