ବନକଲାଗି ପାଇଁ ବୁଧବାର ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

The Sakala Picture
Published On

ପୁରୀ: ଶ୍ରୀମନ୍ଦିରରେ ଜ୍ୟେଷ୍ଠ କୃଷ୍ଣ ତ୍ରୟୋଦଶୀ ତିଥିରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା […]

ପୁରୀ: ଶ୍ରୀମନ୍ଦିରରେ ଜ୍ୟେଷ୍ଠ କୃଷ୍ଣ ତ୍ରୟୋଦଶୀ ତିଥିରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦରେ ଅଭାବନୀୟ ଘଟଣା: ବଜ୍ରାଘାତରେ ୯ ଗାଈ ମୃତ, ୧୧ ଆହତ

16 May 2023 By The Sakala

ବନକଲାଗି ପାଇଁ ବୁଧବାର ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ଜ୍ୟେଷ୍ଠ କୃଷ୍ଣ ତ୍ରୟୋଦଶୀ ତିଥିରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର