ମନୋରଞ୍ଜନ
କୃଷ୍ଣପ୍ରସାଦ
<% catList.forEach(function(cat){ %> <%= cat.label %> <% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %> <%= node_description %>
<% } %> <% catList.forEach(function(cat){ %> <%= cat.label %> <% }); %>
ଗଜାନନଙ୍କ ପୂଜା ପାଇଁ ଉତ୍ସବମୁଖର କୃଷ୍ଣପ୍ରସାଦ
Published On
By Sakala Desk
କୃଷ୍ଣପ୍ରସାଦ: ଅଗ୍ରପୂଜ୍ୟ, ବିଘ୍ନ ବିନାଶକ ଗଜାନନଙ୍କ ପୂଜା ଉତ୍ସବ କୃଷ୍ଣପ୍ରସାଦ ବ୍ଳକ ଅଞ୍ଚଳରେ ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଯାଇଛି । ବିଭିନ୍ନ ଅନୁଷ୍ଠାନ ଓ ଶିକ୍ଷା ଅନୁଷ୍ଠାନ ପରିସରରେ ପ୍ରଭୁ ଗଜାନନଙ୍କ ମୃଣ୍ମୟ ମୂର୍ତ୍ତି ପୂଜା ପାଉଛନ୍ତି । ବିଭିନ୍ନ ପୂଜା ମଣ୍ଡପରେ ଗଜାନନଙ୍କ ମୃଣ୍ମୟ ମୂର୍ତ୍ତି ପୂଜା ପାଉଥିବା ବେଳେ ରଙ୍ଗୀନ ଆଲୋକ...
କୃଷ୍ଣପ୍ରସାଦ ବ୍ଲକର ବିଭିନ୍ନ ସ୍କୁଲରେ ଡିଇଓଙ୍କ ଅଚାନକ ଚଢ଼ଉ! ପଦାକୁ ଆସିଲା ସ୍କୁଲରେ ବ୍ୟାପକ ଅବ୍ୟବସ୍ଥା ଓ ଅନିୟମିତତା, କଡ଼ା କାର୍ଯ୍ୟାନୁଷ୍ଠାନ ଚେତାବନୀ
Published On
By Suryakanta
ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ଦୀପକ କୁମାର ପାଢ଼ୀ ଅଚାନକ ପରିଦର୍ଶନ କରିଛନ୍ତି। ଏହି ସରପ୍ରାଇଜ୍ ଭିଜିଟ୍ ସମୟରେ ବିଭିନ୍ନ ବିଦ୍ୟାଳୟରେ ବ୍ୟାପକ ଅବ୍ୟବସ୍ଥା ଓ ଅନିୟମିତତା ପଦାକୁ ଆସିଥିବା ଜଣାପଡ଼ିଛି। ପାନୀୟ ଜଳ ଓ ଶୌଚାଳୟ ସମସ୍ୟା: ବ୍ଲକର ଅନେକ ସ୍କୁଲରେ ପିଇବା ପାଣି ଏବଂ...
ଚିଲିକାରେ ପ୍ରହସନ ପାଲଟିଛି ବୋଟ୍ ଆମ୍ବୁଲାନ୍ସ ସେବା, ଖତ ଖାଉଛି ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି, ଦୁର୍ଦ୍ଦଶାରେ ଦ୍ୱୀପାଞ୍ଚଳବାସୀ
Published On
By Suryakanta
ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ୍ର ଚିଲିକା ହ୍ରଦର ଦ୍ୱୀପାଞ୍ଚଳ ଓ ମଧ୍ୟଭାଗରେ ଥିବା ଗ୍ରାମଗୁଡ଼ିକର ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଏବେ କେବଳ କାଗଜପତ୍ର ଓ ପ୍ରତିଶ୍ରୁତିରେ ସୀମିତ ହୋଇ ରହିଛି। ବ୍ରହ୍ମଗିରି ନିର୍ବାଚନମଣ୍ଡଳୀର ସାତପଡ଼ାରୁ ଜହ୍ନିକୁଦା ପର୍ଯ୍ୟନ୍ତ ଚିଲିକା ମଝିରେ ରହିଥିବା ମଏଁଷା, ବ୍ରହ୍ମପୁର, ଖୀରିସାହି ଓ ଜହ୍ନିକୁଦା ଭଳି ଗ୍ରାମବାସୀଙ୍କ ପାଇଁ ପ୍ରାୟ ୧୫ ବର୍ଷ...
ଚତୁର୍ଥ ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ
Published On
By Suryakanta
ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ୍ ଅନ୍ତର୍ଗତ ମାଲୁଦ ପଞ୍ଚୁଦୋଳ ପଡ଼ିଆ ପରିସରରେ ସ୍ୱର୍ଗତ ଶୈଳବାଳାଙ୍କ ସ୍ମୃତି ଉଦ୍ଦେଶ୍ୟରେ ଶୈଳକୃଷ୍ଣ ଫାଉଣ୍ଡେସନ, କଣ୍ଟାବଣିଆ ପକ୍ଷରୁ ବ୍ଲକ୍ସ୍ତରୀୟ ଚତୁର୍ଥ ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ରକ୍ଷାବନ୍ଧନ ଅବସରରେ ଫାଉଣ୍ଡେସନ୍ର ମୁଖ୍ୟ ପୁରୋଧା ତଥା ଅବସରପ୍ରାପ୍ତ ସେନା ଅଧିକାରୀ ଦୀପକ କୁମାର ଜେନାଙ୍କ ନେତୃତ୍ୱରେ ଏହି କ୍ରୀଡ଼ା ଉତ୍ସବ...
କୃଷ୍ଣପ୍ରସାଦରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ
Published On
By Suryakanta
ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ୍ର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ପକ୍ଷରୁ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବୁଦ୍ଧିବର ପରିସରରେ ମୁଖ୍ୟ ଅତିଥି ଭାବେ ବୁଦ୍ଧିବର ପଞ୍ଚାୟତ ସରପଞ୍ଚ ସଞ୍ଜୁକ୍ତା ବିଶ୍ୱାଳ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସ୍କୁଲ୍ ଚେୟାରମ୍ୟାନ୍...
କୃଷ୍ଣପ୍ରସାଦ ବ୍ଲକ ପରିସରରେ ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା
Published On
By Suryakanta
ଦୀର୍ଘଦିନ ଧରି ବ୍ଲକଗ୍ରାଣ୍ଟ ଶିକ୍ଷକ ମାନେ ନିଜର ଦାବି ନେଇ ରାଜ ରାସ୍ତାକୁ ଓହ୍ଲାଇଛନ୍ତି। ବିଧାନ ସଭା ସମ୍ମୁଖରେ ଶିକ୍ଷୟିତ୍ରୀ ମାନେ ମାଣବସାଇ ଲଷ୍ମୀ ପୂଜା କରି ଧାରଣାରେ ବସିଥିବା ନଜିର ରହିଛି। ହେଲେ ସରକାର କେବଳ ତାଙ୍କୁ ମିଥ୍ୟା ପ୍ରତିଶୃତି ଦେଇ ଧାରଣାରୁ ହଟାଇବାରେ ସିଦ୍ଧ ହସ୍ତ ହୋଇଛନ୍ତି। ଏଥର ଓସ୍ତା ସଂଘ କିନ୍ତୁ...
ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ
Published On
By Suryakanta
ପୁରୀ ଜିଲ୍ଲାପାଳଙ୍କ ନିର୍ଦ୍ଧେଶ କ୍ରମେ କୃଷ୍ଣପ୍ରସାଦ ତହସିଲ ଅଧିନ ଚିଲିକାରୁ ଘେରି ଉଚ୍ଛେଦ ଆରମ୍ଭ ହୋଇଛି । ତହସିଲ ପ୍ରଶାସନ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ମିଳିତ ସହଯୋଗରେ ନିଳାମ୍ବୁ ଚିଲିକାରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି । ଚିଲିକାକୁ ଘେରି ମୁକ୍ତ କରି ସୁନ୍ଦର ପରିବେଶ ଗଠନ କରିବା ଉଦ୍ୟମ ଚାଲିଥିବା...
ଅଲ୍ ଓଡ଼ିଶା ଦଳିତ ସମାଜର ଜିଲ୍ଲାସ୍ତରୀୟ ବୈଠକ
Published On
By Suryakanta
ପୁରୀ ଜିଲ୍ଲାର କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଗୁମୁଣ୍ଡିଆ ପଞ୍ଚାୟତର ଚାରିଛକଠାରେ ଅଲ୍ ଓଡ଼ିଶା ଦଳିତ ସମାଜ କଲ୍ୟାଣ ପରିଷଦର ପୁରୀ ଜିଲ୍ଲାସ୍ତରୀୟ ପ୍ରଥମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସଂଗଠନର ରାଜ୍ୟ ଚେୟାରମ୍ୟାନ ଚିନ୍ତାମଣି ନାୟକ, ରାଜ୍ୟ ସଭାପତି ଗୋପୀନାଥ ନାୟକ, ସାଧାରଣ ସମ୍ପାଦକ ଅଶୋକ କୁମାର ନାୟକ...
ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା
Published On
By Suryakanta
ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ପିଟିଶାଳ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସାମନ୍ତ ବିମଳ କୁମାର ରଣସିଂହଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଜଣାଯାଇଛି। କାଣ୍ଡେଶ୍ୱର କ୍ଲଷ୍ଟରସ୍ତରୀୟ ଅବସରକାଳୀନ ସମ୍ବର୍ଦ୍ଧନା ସଭାରେ ପ୍ରଧାନ ଶିକ୍ଷକ ସୁରେନ୍ଦ୍ରନାଥ ବେହେରା ସଭାପତିତ୍ୱ କରିଥିବାବେଳେ ଅବସରପ୍ରାପ୍ତ ଶିକ୍ଷକ କୈଳାଶ ଚନ୍ଦ୍ର ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଅତିଥିମାନେ କହିଥିଲେ ଯେ,...
ମାନସିଂହ ସାହିତ୍ୟ ସଂସଦର 67 ତମ କବିତା ଆସର
Published On
By Suryakanta
ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ କବି ମାୟାଧର ମାନସିଂହଙ୍କ ଜନ୍ମପୀଠ ନନ୍ଦଳା ଗ୍ରାମରେ ମାନସିଂହ ସାହିତ୍ୟ ସଂସଦର ୬୭ତମ କବିତା ଆସର ବିଷ୍ଣୁପ୍ରସାଦ ଦଳେଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି । ମୁଖ୍ୟ ଅତିଥି ଭାବେ ଯାଜପୁରରୁ ବିଶିଷ୍ଟ କବି ତଥା କଥାକାର ଡ଼ ପ୍ରଜ୍ଞା ପରମିତା ଦାଶ ଯୋଗଦେଇ କବିତାର ସ୍ୱରୂପ ଓ ମର୍ଯ୍ୟାଦା ସମ୍ପର୍କରେ...
ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଲଞ୍ଚ, ୫୦ରୁ ଉର୍ଦ୍ଧ୍ୱ ଯାତ୍ରୀ ସୁରକ୍ଷିତ ଉଦ୍ଧାର
Published On
By Suryakanta
ଖୋର୍ଦ୍ଧା ଜିଲ୍ଲାର ବାଲୁଗାଁ ଠାରୁ ପୁରୀ ଜିଲ୍ଲାର କୃଷ୍ଣପ୍ରସାଦ ଗଡ଼ ଯାଉଥିବା ଏକ ଯାତ୍ରୀବାହୀ ଲଞ୍ଚ ଆଜି ସକାଳେ ଚିଲିକା ମଝିରେ ଫସିଯାଇଥିଲା । ଯାନ୍ତ୍ରିକ ତ୍ରୁଟି କାରଣରୁ ଲଞ୍ଚଟି ମଝି ନଈରେ ଅଟକି ରହିବାରୁ ଏଥିରେ ଥିବା ୫୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଭୟଭୀତ ହୋଇପଡ଼ିଥିଲେ । ତେବେ ସ୍ଥାନୀୟ ମତ୍ସ୍ୟଜୀବୀଙ୍କ ଉପସ୍ଥିତ...
ଭୂତଖାନା ପାଲଟିଛି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ
Published On
By Suryakanta
ଶିକ୍ଷା ହେଉଛି ଦେଶର ମାନଦଣ୍ଡ। ଯେଉଁ ଦେଶରେ ଶିକ୍ଷାର ଅଗ୍ରଗତି ଯେତିକି ଅଧିକ, ସେ ଦେଶ ସେତିକି ବିକଶିତ ବୋଲି ଗଣାଯାଏ। ବର୍ତ୍ତମାନ ଓଡ଼ିଶାରେ ଡବଲ୍ ଇଞ୍ଜିନ ସରକାର ଶିକ୍ଷାର ବିକାଶକୁ ସର୍ବାଧିକ ଗୁରୁତ୍ୱ ଦେଉଥିବା ବେଳେ, ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ଶିକ୍ଷା ବ୍ୟବସ୍ଥା କିନ୍ତୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଅଫିସ ଅଛି, ହେଲେ...



