ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ପତିକ୍ରିୟା

The Sakala Picture
Published On

ଭୁବନେଶ୍ବର: କୌଣସି ବି ପ୍ରଶ୍ନପତ୍ର ଲିକ୍ ହୋଇନି ବୋଲି ସ୍ପଷ୍ଟ କଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଆଜି ମାଟ୍ରିକ ପରୀକ୍ଷାର ଶେଷ ଦିନ। ପୂର୍ବରୁ ବୋର୍ଡ ଓ ମୋ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା ଯେ ଏହା ମୁଦ୍ରଣ ଜନିତ ତ୍ରୁଟି ଥିଲା। ଛାତ୍ରଛାତ୍ରୀ କି ଅଭିଭାବକ ବ୍ୟସ୍ତ ହେବା ଦରକାର ନାହିଁ। ମାର୍କିଂ ସମୟରେ ପିଲାମାନଙ୍କ ସ୍ୱାର୍ଥକୁ ଦେଖା ଯିବ। ଆଜି ଯେଉଁ ସକାଳ 7:20ରେ ପୁରୀ ଜିଲ୍ଲାରେ ପ୍ରଶ୍ନପତ୍ର ଲିକ୍ […]

ଭୁବନେଶ୍ବର: କୌଣସି ବି ପ୍ରଶ୍ନପତ୍ର ଲିକ୍ ହୋଇନି ବୋଲି ସ୍ପଷ୍ଟ କଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଆଜି ମାଟ୍ରିକ ପରୀକ୍ଷାର ଶେଷ ଦିନ। ପୂର୍ବରୁ ବୋର୍ଡ ଓ ମୋ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା ଯେ ଏହା ମୁଦ୍ରଣ ଜନିତ ତ୍ରୁଟି ଥିଲା। ଛାତ୍ରଛାତ୍ରୀ କି ଅଭିଭାବକ ବ୍ୟସ୍ତ ହେବା ଦରକାର ନାହିଁ। ମାର୍କିଂ ସମୟରେ ପିଲାମାନଙ୍କ ସ୍ୱାର୍ଥକୁ ଦେଖା ଯିବ। ଆଜି ଯେଉଁ ସକାଳ 7:20ରେ ପୁରୀ ଜିଲ୍ଲାରେ ପ୍ରଶ୍ନପତ୍ର ଲିକ୍ କଥା ବିରୋଧୀ କହୁଛନ୍ତି, ସେ ତଥ୍ୟ ଆମ ପାଖରେ ନାହିଁ। ଏ ନେଇ ବୋର୍ଡ ସଭାପତି, ପୁରୀ ଜିଲ୍ଲା ଶିକ୍ଷା ଅଧିକାରୀ, ପୁରୀ ଜିଲ୍ଲାପାଳଙ୍କ ସହ ମୁଁ କଥା ହୋଇଛି। କିଛି ପ୍ରଶ୍ନପତ୍ର ଲିକ୍ ହୋଇନି। ମତେ ଲାଗୁଛି ପ୍ରଶ୍ନ କାଳରେ କିଛି ପ୍ରଶ୍ନକୁ ବିରୋଧୀ ସାମ୍ନା ନକରିବାକୁ ଏପରି କରିଛନ୍ତି। ଯାହା ତାଙ୍କ ଆବଶ୍ୟକତା ଥିବ। ଲିକ୍ ନେଇ ସାମାନ୍ୟତମ ସତ୍ୟତା ନାହିଁ। ସେ କଣ ଦେଖାଉଛନ୍ତି, ସେ ନେଇ କିଛି ତଥ୍ୟ ନାହିଁ।

ଆହୁରି ପଢ଼ନ୍ତୁ: ନୟାଗଡ଼ ଜିଲ୍ଲାରେ “ଏର୍ଥ ଆୱର” ପାଳନ ପାଇଁ ଅଭିଯାନ

20 Mar 2023 By The Sakala

ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ପତିକ୍ରିୟା

ଭୁବନେଶ୍ବର: କୌଣସି ବି ପ୍ରଶ୍ନପତ୍ର ଲିକ୍ ହୋଇନି ବୋଲି ସ୍ପଷ୍ଟ କଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଆଜି ମାଟ୍ରିକ ପରୀକ୍ଷାର ଶେଷ ଦିନ। ପୂର୍ବରୁ ବୋର୍ଡ ଓ ମୋ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା ଯେ ଏହା ମୁଦ୍ରଣ ଜନିତ ତ୍ରୁଟି ଥିଲା। ଛାତ୍ରଛାତ୍ରୀ କି ଅଭିଭାବକ ବ୍ୟସ୍ତ ହେବା ଦରକାର ନାହିଁ। ମାର୍କିଂ ସମୟରେ ପିଲାମାନଙ୍କ ସ୍ୱାର୍ଥକୁ ଦେଖା ଯିବ। ଆଜି ଯେଉଁ ସକାଳ 7:20ରେ ପୁରୀ ଜିଲ୍ଲାରେ ପ୍ରଶ୍ନପତ୍ର ଲିକ୍ କଥା ବିରୋଧୀ କହୁଛନ୍ତି, ସେ ତଥ୍ୟ ଆମ ପାଖରେ ନାହିଁ। ଏ ନେଇ ବୋର୍ଡ ସଭାପତି, ପୁରୀ ଜିଲ୍ଲା ଶିକ୍ଷା ଅଧିକାରୀ, ପୁରୀ ଜିଲ୍ଲାପାଳଙ୍କ ସହ ମୁଁ କଥା ହୋଇଛି। କିଛି ପ୍ରଶ୍ନପତ୍ର ଲିକ୍ ହୋଇନି। ମତେ ଲାଗୁଛି ପ୍ରଶ୍ନ କାଳରେ କିଛି ପ୍ରଶ୍ନକୁ ବିରୋଧୀ ସାମ୍ନା ନକରିବାକୁ ଏପରି କରିଛନ୍ତି। ଯାହା ତାଙ୍କ ଆବଶ୍ୟକତା ଥିବ। ଲିକ୍ ନେଇ ସାମାନ୍ୟତମ ସତ୍ୟତା ନାହିଁ। ସେ କଣ ଦେଖାଉଛନ୍ତି, ସେ ନେଇ କିଛି ତଥ୍ୟ ନାହିଁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର