ଆରମ୍ଭ ହେଲା ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି ବିଜେ ନୀତି

The Sakala Picture
Published On

ପୁରୀ: ଆଜି ପବିତ୍ର ବାହୁଡ଼ା ଯାତ୍ରା । ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ଯିବେ ଚତୁର୍ଦ୍ଧା ବିଗ୍ରହ । ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ସମ୍ମୁଖରେ ଅପେକ୍ଷାରେ ଅଛନ୍ତି ତିନିରଥ । ବାହୁଡ଼ା ଯାତ୍ରା ଅବସରରେ ଆରମ୍ଭ ହୋଇଛି ପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ବିଜେ । ଧାଡ଼ି ପହଣ୍ଡିରେ ଚକ୍ରରାଜ ସୁଦର୍ଶନଙ୍କୁ ପହଣ୍ଡି କରି ଆଣି ମା’ ସୁଭଦ୍ରାଙ୍କ ଦେବଦଳନ ରଥରେ ସ୍ଥାପନ କରିଛନ୍ତି ସେବାୟତମାନେ । ଘଣ୍ଟଘଣ୍ଟା, ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ […]

ପୁରୀ: ଆଜି ପବିତ୍ର ବାହୁଡ଼ା ଯାତ୍ରା । ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ଯିବେ ଚତୁର୍ଦ୍ଧା ବିଗ୍ରହ । ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ସମ୍ମୁଖରେ ଅପେକ୍ଷାରେ ଅଛନ୍ତି ତିନିରଥ । ବାହୁଡ଼ା ଯାତ୍ରା ଅବସରରେ ଆରମ୍ଭ ହୋଇଛି ପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ବିଜେ । ଧାଡ଼ି ପହଣ୍ଡିରେ ଚକ୍ରରାଜ ସୁଦର୍ଶନଙ୍କୁ ପହଣ୍ଡି କରି ଆଣି ମା’ ସୁଭଦ୍ରାଙ୍କ ଦେବଦଳନ ରଥରେ ସ୍ଥାପନ କରିଛନ୍ତି ସେବାୟତମାନେ । ଘଣ୍ଟଘଣ୍ଟା, ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ହେଉଛି ଶରଧାବାଲି । ପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ପରେ ବଡ଼ଠାକୁରଙ୍କ ପହଣ୍ଡି ବିଜେ ନୀତି ଅନୁଷ୍ଠିତ ହେବ ।

ଆହୁରି ପଢ଼ନ୍ତୁ: ଆଜିଠୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ, ଅପେକ୍ଷାରେ ନନ୍ଦା ଓ ଭଦ୍ରା

28 Jun 2023 By The Sakala

ଆରମ୍ଭ ହେଲା ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି ବିଜେ ନୀତି

ପୁରୀ: ଆଜି ପବିତ୍ର ବାହୁଡ଼ା ଯାତ୍ରା । ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ଯିବେ ଚତୁର୍ଦ୍ଧା ବିଗ୍ରହ । ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ସମ୍ମୁଖରେ ଅପେକ୍ଷାରେ ଅଛନ୍ତି ତିନିରଥ । ବାହୁଡ଼ା ଯାତ୍ରା ଅବସରରେ ଆରମ୍ଭ ହୋଇଛି ପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ବିଜେ । ଧାଡ଼ି ପହଣ୍ଡିରେ ଚକ୍ରରାଜ ସୁଦର୍ଶନଙ୍କୁ ପହଣ୍ଡି କରି ଆଣି ମା’ ସୁଭଦ୍ରାଙ୍କ ଦେବଦଳନ ରଥରେ ସ୍ଥାପନ କରିଛନ୍ତି ସେବାୟତମାନେ । ଘଣ୍ଟଘଣ୍ଟା, ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ହେଉଛି ଶରଧାବାଲି । ପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ପରେ ବଡ଼ଠାକୁରଙ୍କ ପହଣ୍ଡି ବିଜେ ନୀତି ଅନୁଷ୍ଠିତ ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର