ପୁରୀ: ଜଳିଗଲା ଟୁରିଷ୍ଟ ବସ୍। ପୁରୀ ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଅଗ୍ନିକାଣ୍ଡ ହୋଇଛି। ହୁତୁହୁତୁ ହୋଇ ଜଳିଗଲା ଟୁରିଷ୍ଟ ବସ୍ ରାସ୍ତାରେ ଛିଡ଼ା ହୋଇଥିବାବେଳେ ଅଚାନକ ଲାଗିଲା ନିଆଁ। ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି। କେଉଁ କାରଣରୁ ବସ୍ରେ ନିଆଁ ଲାଗିଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ । ଖବର ପାଇ ପୋଲିସ ଓ ଦମକଳ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ନିଆଁ ଲାଗିବା ପରେ ସମଗ୍ର ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା ।
ବସ୍ଷ୍ଟାଣ୍ଡରେ ଜଳିଗଲା ତୀର୍ଥଯାତ୍ରୀ ବସ୍, ସମସ୍ତ ଯାତ୍ରୀ ସୁରକ୍ଷିତ ସୂଚନା
ପୁରୀ: ଜଳିଗଲା ଟୁରିଷ୍ଟ ବସ୍। ପୁରୀ ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଅଗ୍ନିକାଣ୍ଡ ହୋଇଛି। ହୁତୁହୁତୁ ହୋଇ ଜଳିଗଲା ଟୁରିଷ୍ଟ ବସ୍ ରାସ୍ତାରେ ଛିଡ଼ା ହୋଇଥିବାବେଳେ ଅଚାନକ ଲାଗିଲା ନିଆଁ। ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି। କେଉଁ କାରଣରୁ ବସ୍ରେ ନିଆଁ ଲାଗିଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ । ଖବର ପାଇ ପୋଲିସ ଓ ଦମକଳ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ନିଆଁ ଲାଗିବା ପରେ ସମଗ୍ର ଅଞ୍ଚଳ […]