ପବିତ୍ର ଘୋଷଯାତ୍ରା ପାଇଁ ଆଜିଠୁ ଆରମ୍ଭ ହେଲା ରଥକାମ …

The Sakala Picture
Published On

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜିଠୁ ରଥନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଗତକାଲି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ତିନି ରଥର ନିର୍ମାଣ କାମ ଅନୁକୂଳ ହୋଇଥିଲା । ରଥ ନିର୍ମାଣ ପାଇଁ ଭୋଇ ସେବାୟତମାନେ ରଥଖଳାରେ ଆବଶ୍ୟକୀୟ କାଠ ପହଞ୍ଚାଇବା ପରେ କରତୀ ସେବକମାନେ ତୁମ୍ଭ ନିର୍ମାଣ ପାଇଁ ଫାଶୀ କାଠ ଚିରଟ ଆରମ୍ଭ କରିବେ । ପ୍ରାଥମିକ ଭାବରେ ତିନି ରଥ ପାଇଁ ୪୨ ଚକର ଆବଶ୍ୟକ ଥିବାବେଳେ ୪୨ ଟି ତୁମ୍ଭର ନିର୍ମାଣ […]

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜିଠୁ ରଥନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଗତକାଲି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ତିନି ରଥର ନିର୍ମାଣ କାମ ଅନୁକୂଳ ହୋଇଥିଲା । ରଥ ନିର୍ମାଣ ପାଇଁ ଭୋଇ ସେବାୟତମାନେ ରଥଖଳାରେ ଆବଶ୍ୟକୀୟ କାଠ ପହଞ୍ଚାଇବା ପରେ କରତୀ ସେବକମାନେ ତୁମ୍ଭ ନିର୍ମାଣ ପାଇଁ ଫାଶୀ କାଠ ଚିରଟ ଆରମ୍ଭ କରିବେ । ପ୍ରାଥମିକ ଭାବରେ ତିନି ରଥ ପାଇଁ ୪୨ ଚକର ଆବଶ୍ୟକ ଥିବାବେଳେ ୪୨ ଟି ତୁମ୍ଭର ନିର୍ମାଣ କାର୍ଯ୍ୟ ଆରମ୍ଭ କରିବେ ବିଶ୍ୱକର୍ମା ଓ କରତୀ ସେବାୟତମାନେ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

01 May 2025 By The Sakala

ପବିତ୍ର ଘୋଷଯାତ୍ରା ପାଇଁ ଆଜିଠୁ ଆରମ୍ଭ ହେଲା ରଥକାମ …

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜିଠୁ ରଥନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଗତକାଲି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ତିନି ରଥର ନିର୍ମାଣ କାମ ଅନୁକୂଳ ହୋଇଥିଲା । ରଥ ନିର୍ମାଣ ପାଇଁ ଭୋଇ ସେବାୟତମାନେ ରଥଖଳାରେ ଆବଶ୍ୟକୀୟ କାଠ ପହଞ୍ଚାଇବା ପରେ କରତୀ ସେବକମାନେ ତୁମ୍ଭ ନିର୍ମାଣ ପାଇଁ ଫାଶୀ କାଠ ଚିରଟ ଆରମ୍ଭ କରିବେ । ପ୍ରାଥମିକ ଭାବରେ ତିନି ରଥ ପାଇଁ ୪୨ ଚକର ଆବଶ୍ୟକ ଥିବାବେଳେ ୪୨ ଟି ତୁମ୍ଭର ନିର୍ମାଣ କାର୍ଯ୍ୟ ଆରମ୍ଭ କରିବେ ବିଶ୍ୱକର୍ମା ଓ କରତୀ ସେବାୟତମାନେ ।

https://www.thesakala.in/latest-odisha-news/puri/preparation-begins-for-puri-rath-yatra/article-40305
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର