ଆସୁଛି ନୂଆବର୍ଷ; ବଡ଼ଦାଣ୍ଡରେ ଭିଡ଼ ନିୟନ୍ତ୍ରଣ ଏବଂ ଶୃଙ୍ଖଳିତ ଜଗା ଦର୍ଶନ ପାଇଁ ପୁରୀ ପ୍ରଶାସନର ବ୍ୟାପକ ବ୍ୟବସ୍ଥା

The Sakala Picture
Published On

ପୁରୀ: ଆଗକୁ ଆସୁଛି ନୂଆବର୍ଷ । ଏଥିପାଇଁ ପୁରୀ ବଡ଼ ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ବଡ଼ ଦାଣ୍ଡରେ ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ମାର୍କେଟ ଛକରୁ ସିଂହଦ୍ୱାର ପର୍ଯ୍ୟନ୍ତ ନୋ ଭେଣ୍ଡିଂ ଜୋନ୍ ଘୋଷିତ ହୋଇଛି । ଡିସେମ୍ବର ୩୧ ଓ ଜାନୁଆରୀ ୧ ତାରିଖ ପାଇଁ ଜାରି ରହିବ କଟକଣା । ତାଳବଣିଆ, ଷ୍ଟାର୍ଲିଂ ନିକଟ […]

ପୁରୀ: ଆଗକୁ ଆସୁଛି ନୂଆବର୍ଷ । ଏଥିପାଇଁ ପୁରୀ ବଡ଼ ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ବଡ଼ ଦାଣ୍ଡରେ ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ମାର୍କେଟ ଛକରୁ ସିଂହଦ୍ୱାର ପର୍ଯ୍ୟନ୍ତ ନୋ ଭେଣ୍ଡିଂ ଜୋନ୍ ଘୋଷିତ ହୋଇଛି । ଡିସେମ୍ବର ୩୧ ଓ ଜାନୁଆରୀ ୧ ତାରିଖ ପାଇଁ ଜାରି ରହିବ କଟକଣା । ତାଳବଣିଆ, ଷ୍ଟାର୍ଲିଂ ନିକଟ ଓ ଜଗନ୍ନାଥ ବଲ୍ଲଭରେ କାର୍ ପାର୍କିଂ କରାଯିବ । ବଡ଼ଶଙ୍ଖଠାରୁ ଶରଧା ବାଲି ଯାଏଁ ଦୁଇ ଚକିଆ ଗାଡ଼ି ପାର୍କିଂ ବ୍ୟବସ୍ଥା ହୋଇଛି ।

ଆହୁରି ପଢ଼ନ୍ତୁ: ଖରା ଛୁଟିରେ ପିଲାଙ୍କୁ ସମର ଲର୍ଣ୍ଣିଂ ବ୍ୟବସ୍ଥା, ବାପା-ମା'ଙ୍କ ହ୍ୱାଟ୍ସଆପ୍‌ରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆସାଇନ୍‌ମେଣ୍ଟ: ଓସେପା

ଆସନ୍ତାକାଲି ଓ ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ । ଏହାକୁ ନଜରରେ ରଖି ଦୁଇଦିନ ପୁରୀ ବଡ଼ଦାଣ୍ଡରେ ବନ୍ଦ ରହିବ ସମସ୍ତ ଦୋକାନ । ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ ସ୍କୁଲ ପିଲାଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯାଇଛି। ଶୃଙ୍ଖଳିତ ନୀତି, ଜନଗହଳି ନିୟନ୍ତ୍ରଣ, ଭକ୍ତଙ୍କ ବିଶ୍ରାମ, ପାନୀୟ ଜଳ ଯୋଗାଣ ପାଇଁ ହୋଇଛି ବ୍ୟବସ୍ଥା | ଏନେଇ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ସିଂହଦ୍ୱାର ଗୁମୁଟରେ ‘ଦଶାବତାର ମୂର୍ତ୍ତି’ ପୁନଃ ସଂସ୍ଥାପନ ପ୍ରସ୍ତାବ: ଜଗଦ୍‌ଗୁରୁଙ୍କ ମାର୍ଗଦର୍ଶନ ଲୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ

30 Dec 2022 By The Sakala

ଆସୁଛି ନୂଆବର୍ଷ; ବଡ଼ଦାଣ୍ଡରେ ଭିଡ଼ ନିୟନ୍ତ୍ରଣ ଏବଂ ଶୃଙ୍ଖଳିତ ଜଗା ଦର୍ଶନ ପାଇଁ ପୁରୀ ପ୍ରଶାସନର ବ୍ୟାପକ ବ୍ୟବସ୍ଥା

ପୁରୀ: ଆଗକୁ ଆସୁଛି ନୂଆବର୍ଷ । ଏଥିପାଇଁ ପୁରୀ ବଡ଼ ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ବଡ଼ ଦାଣ୍ଡରେ ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ମାର୍କେଟ ଛକରୁ ସିଂହଦ୍ୱାର ପର୍ଯ୍ୟନ୍ତ ନୋ ଭେଣ୍ଡିଂ ଜୋନ୍ ଘୋଷିତ ହୋଇଛି । ଡିସେମ୍ବର ୩୧ ଓ ଜାନୁଆରୀ ୧ ତାରିଖ ପାଇଁ ଜାରି ରହିବ କଟକଣା । ତାଳବଣିଆ, ଷ୍ଟାର୍ଲିଂ ନିକଟ ଓ ଜଗନ୍ନାଥ ବଲ୍ଲଭରେ କାର୍ ପାର୍କିଂ କରାଯିବ । ବଡ଼ଶଙ୍ଖଠାରୁ ଶରଧା ବାଲି ଯାଏଁ ଦୁଇ ଚକିଆ ଗାଡ଼ି ପାର୍କିଂ ବ୍ୟବସ୍ଥା ହୋଇଛି ।

ଆସନ୍ତାକାଲି ଓ ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ । ଏହାକୁ ନଜରରେ ରଖି ଦୁଇଦିନ ପୁରୀ ବଡ଼ଦାଣ୍ଡରେ ବନ୍ଦ ରହିବ ସମସ୍ତ ଦୋକାନ । ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ ସ୍କୁଲ ପିଲାଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯାଇଛି। ଶୃଙ୍ଖଳିତ ନୀତି, ଜନଗହଳି ନିୟନ୍ତ୍ରଣ, ଭକ୍ତଙ୍କ ବିଶ୍ରାମ, ପାନୀୟ ଜଳ ଯୋଗାଣ ପାଇଁ ହୋଇଛି ବ୍ୟବସ୍ଥା | ଏନେଇ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର