ନୂଆବର୍ଷ ପାଇଁ କଡ଼ା ସୁରକ୍ଷା ବଳୟରେ ପୁରୀ ସହର, ମୁତୟନ ହେଲେ ୬୦ ପ୍ଲାଟୁନ ପୁଲିସ ଫୋର୍ସ

The Sakala Picture
Published On

ପୁରୀ: ନୂଆବର୍ଷ ପାଇଁ କଡ଼ା ସୁରକ୍ଷା ବଳୟରେ ପୁରୀ ସହର। ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷା ଦାୟିତ୍ବରେ ମୁତୟନ‌ ହେବେ ୬୦ ପ୍ଲାଟୁନ ପୁଲିସ ଫୋର୍ସ। ସିସିଟିଭି ବଳୟ ମଧ୍ୟରେ ରହିବ ସମ୍ପୂର୍ଣ୍ଣ ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିରରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପର୍ଯ୍ୟଟକଙ୍କ ସୁରକ୍ଷା, ଟ୍ରାଫିକ ସୁପରିଚାଳନାକୁ ଗୁରୁତ୍ବ ଦିଆଯାଇଛି। ସମୁଦ୍ର କୂଳରେ ପର୍ଯ୍ୟାପ୍ତ ଲାଇଫ ଗାର୍ଡ ମୁତୟନ ହେବେ। ଡିସେମ୍ବର ୩୧ ରୁ ଜାନୁଆରୀ ୧ ତାରିଖ ଭିଡ ପର୍ଯ୍ୟନ୍ତ ଲାଗୁ […]

ପୁରୀ: ନୂଆବର୍ଷ ପାଇଁ କଡ଼ା ସୁରକ୍ଷା ବଳୟରେ ପୁରୀ ସହର। ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷା ଦାୟିତ୍ବରେ ମୁତୟନ‌ ହେବେ ୬୦ ପ୍ଲାଟୁନ ପୁଲିସ ଫୋର୍ସ। ସିସିଟିଭି ବଳୟ ମଧ୍ୟରେ ରହିବ ସମ୍ପୂର୍ଣ୍ଣ ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିରରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପର୍ଯ୍ୟଟକଙ୍କ ସୁରକ୍ଷା, ଟ୍ରାଫିକ ସୁପରିଚାଳନାକୁ ଗୁରୁତ୍ବ ଦିଆଯାଇଛି। ସମୁଦ୍ର କୂଳରେ ପର୍ଯ୍ୟାପ୍ତ ଲାଇଫ ଗାର୍ଡ ମୁତୟନ ହେବେ। ଡିସେମ୍ବର ୩୧ ରୁ ଜାନୁଆରୀ ୧ ତାରିଖ ଭିଡ ପର୍ଯ୍ୟନ୍ତ ଲାଗୁ ହେବ ଟ୍ରାଫିକ କଟକଣା। ଏ ନେଇ ପୁରୀ ଏସପି ବିନୀତ ଅଗ୍ରୱାଲ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର